-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ

28-Feb-2024



ବଲାଙ୍ଗୀର ,ତା୨୮/୦୨( ପ୍ରେରଣା ଖବର ) : ସଇଁତଳା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ୱରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇ ଯାଇଅଛି l  କାର୍ଯ୍ୟକ୍ରମକୁ ବିଜ୍ଞାନ ଶିକ୍ଷକ କୃପାସିନ୍ଧୁ ମିଶ୍ର ସଂଯୋଜନା ଓ ବିଜ୍ଞାନ ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ ପରିଚାଳନା କରିଥିଲେ l

ନୋବେଲ ପୁରସ୍କାର ପ୍ରାପ୍ତ ସି ଭି ରମଣଙ୍କ ଫଟୋଚିତ୍ରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇ ବିଜ୍ଞାନର ଉପାଦେୟତା ଓ ମାନବ ଜାତି ପାଇଁ ବିଜ୍ଞାନର ଅବଦାନ ବିଷୟରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ମତବ୍ୟକ୍ତ କରିଥିଲେ l  ଚଳିତ ବର୍ଷର ବିଷୟବସ୍ତୁ "ବିକଶିତ ଭାରତ ପାଇଁ ସ୍ୱଦେଶୀ ଟେକ୍ନୋଲୋଜି " ଆଲୋଚନା ହୋଇଥିଲା ।

 ଏହି ଅବସରରେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ପ୍ରଥମ ସ୍ଥାନରେ ଦିଲେଶ୍ଵର ସାହୁ, ଦ୍ଵିତୀୟ ସ୍ଥାନରେ ସୁମନ୍ତ ବାରିକ, ତୃତୀୟ ସ୍ଥାନରେ ଶ୍ରନ୍ଧାଞ୍ଜଳି ରଣା ଓ ଶ୍ରୀୟା ରଣା  ଅଧିକାର କରିଥିବାରୁ
 ତାଙ୍କୁ ପୁରସ୍କୃତ କରାଯାଇଥିଲା  l ବିଦ୍ୟାଳୟରେ ହିନ୍ଦୀ ଶିକ୍ଷୟିତ୍ରୀ ତପସ୍ୱିନୀ ପଟେଲ ଓ ଖେଳ ଶିକ୍ଷୟିତ୍ରୀ ଶିବାନୀ ମଲ୍ଲିକ  ଯୋଗଦେଇ ଥିବାରୁ ଅନୁଷ୍ଠାନ ତରଫରୁ ଫୁଲତୋଡ଼ା ଦେଇ ସ୍ୱାଗତ କରାଯାଇଥିଲା l କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା ବିଜ୍ଞାନ ଶିକ୍ଷକ ଦୀପକ ସେନ ଧରୁଆ ଓ ଲିଙ୍ଗରାଜ ନନ୍ଦଙ୍କ ଦ୍ୱାରା ପ୍ରଦର୍ଶିତ ପ୍ରକଳ୍ପ  ପ୍ରଦର୍ଶନ  କାର୍ଯ୍ୟl  କାର୍ଯ୍ୟକ୍ରମରେ ଶିକ୍ଷକ ରାମ ନାରାୟଣ ଦାଶ, ସୁଦର୍ଶନ ଦାଶ, ସମୀର ସେଠି, ହିମାଂଶୁ ବିଶ୍ୱାଳ, ଶିକ୍ଷୟିତ୍ରୀ ରେଣୁକା ସାହୁ, ଦ୍ରୌପଦୀ ଭୋଇ, କାନ୍ତି ଭୋଇ  ଉପସ୍ଥିତ ହୋଇ ସହଯୋଗ କରିଥିଲେ l ସଭା ଶେଷରେ  ନବମ ଶ୍ରେଣୀ ଛାତ୍ର ଈଶ୍ୱର ମାଝୀ ଧନ୍ୟବାଦ ଅର୍ପଣ  କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like