-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଲଥାନାରେ ଥାନା ଅଧିକାରୀ ନିଯୁକ୍ତି କରାଯିବାକୁ ଦାବି

01-Mar-2024



କଣ୍ଟାମାଲ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲାର ଅନ୍ୟତମ ବଡଥାନା ଭାବରେ କଣ୍ଟାମାଳ ଥାନାକୁ ଗଣନା କରାଯାଏ | ହେଲେ ଏହି ଥାନାରେ ଦୀର୍ଘ ୩ ସପ୍ତାହ ହେବ ଥାନା ଅଧିକାରୀ ନାହାଁନ୍ତି | ଯାହା ଫଳରେ କଣ୍ଟାମାଳ ଥାନା ଏବେ ଇନଚାର୍ଜରେ ଚାଲିଛି!ସୂଚନା ଥାଉ କି ଚଳିତ ମାସ ୯ ତାରିଖରେ ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାକୁ ବଦଳି ହୋଇଥିଲା | ଏହି ଥାନା ଉପରେ କଣ୍ଟାମାଳ ବ୍ଲକ ର ପାଖାପାଖି ୧୦୦ଖଣ୍ଡ ଗ୍ରାମର ଲକ୍ଷାଧିକ ଜନ ସାଧାରଣ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ଭର କରିଥାନ୍ତି | ଗଞ୍ଜେଇ ର ପେଣ୍ଠସ୍ଥଳୀ କୁହା ଯାଉଥିବା ଏହି ଥାନା ଅଂଚଳରେ ଚୋରି , ଡକାୟତି , ରାହାଜାନି , ଲୁଟତରାଜ୍ ଆଦି ଅପରାଧିକ କାର୍ଯ୍ୟକଳାପ ନିତିଦିନିଆ ଘଟଣା ହୋଇଥିବା ବେଳେ ଥାନା ଅଧିକାରୀ ନ ଥିବାରୁ ଅନେକ ମାମଲା ପଡ଼ି ରହିଛି | ଅନ୍ୟପଟେ ଆଗକୁ ସାଧାରଣ ନିର୍ବାଚନ ଆସୁଥିବାରୁ ଅନେକ ଅପରାଧିକ ଓ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାର ଆଶଙ୍କା ରହିଥିବା ବେଳେ ପୂର୍ବ ବର୍ଷ ମାନଙ୍କରେ ଅନେକ ମାମଲା ପଞ୍ଜୀକୃତ ହୋଇଥିବାର ମଧ୍ୟ ନିଜର ରହିଛି | ଆଉ କିଛି ସପ୍ତାହ ପରେ ନିର୍ବାଚନ ହେଉ ଥିବାରୁ  କଣ୍ଟାମାଳ ଥାନାରେ ଥାନା ଅଧିକାରୀ ନ ଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି | ସୂଚନା ଥାଉ କି ପୂର୍ବରୁ ଆଇନ୍ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡ଼ି ଥିବା ବେଳେ ଯୁବ ଦକ୍ଷ ପୋଲିସ ଅଧିକାରୀ ନଳିନୀକାନ୍ତ ଦାସଙ୍କୁ ଥାନା ଅଧିକାରୀ ଭାବରେ ନିଯୁକ୍ତି ଦିଆ ଯାଇଥିଲା | ଖୁବ୍ କମ୍ ସମୟ ମଧ୍ୟରେ ସେ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କୁ ଆଣିବା ପରେ ପରେ ତାଙ୍କୁ ବଦଳି କରି ଦିଆଗଲା | ପରେ ତାଙ୍କ ସ୍ଥାନରେ ଗୋପୀନାଥ ପ୍ରଧାନଙ୍କୁ ନିଯୁକ୍ତି ଦିଆ ଗଲା | ପରବର୍ତ୍ତୀ ମୁହୂର୍ତ୍ତରେ ତାଙ୍କୁ ମଧ୍ୟ ଅନ୍ୟତ୍ର ବଦଳି କରି ଦିଆ ଗଲା | କଣ୍ଟାମାଳର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଜଣେ ଯୁବ ପୋଲିସ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି | ଆଗାମୀ ନିର୍ବାଚନ ଓ ବଢୁଥିବା ଅପରାଧିକ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ବୌଦ୍ଧ ଏସ ପି କଣ୍ଟାମାଳ ଥାନାରେ ଜଣେ ଯୁବ ଦକ୍ଷ ଥାନା ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ସାଧାରଣରେ ଦାବି ହେଉଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like