-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଜୋନର ୧୨ ଟି ପଞ୍ଚାୟତ କୁ ନେଇ ବିଜେଡ଼ିର ବିଶାଳ ଜନ ସମାବେଶ

01-Mar-2024



 ସିନ୍ଧେକେଲା(ପ୍ରେରଣା ଖବର ): କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଜେଡି ବିଧାୟକ ଆଶାୟୀ ପ୍ରାର୍ଥୀ ଅଜୟ ଦାସଙ୍କ ନେତୃତ୍ବରେ ସିନ୍ଧେକେଲା ଜୋନର ୧୨ ଟି ପଞ୍ଚାୟତର ବିଭିନ ଗ୍ରାମର ପୁରୁଷ ଓ ମହିଳା ଙ୍କୁ ନେଇ ସ୍ଥାନୀୟ ହାଟପଦା ନିକଟ ନୂତନ ଭବ୍ୟ ଦୁର୍ଗା ମଣ୍ଡପ ସମ୍ମୁଖରେ ଏକ ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମାବେଶରେ ସିନ୍ଧେକେଲା ଅଞ୍ଚଳର ବରିଷ୍ଠ ବିଜେଡି ନେତା ମୁନିରାମ ଜୈନ , ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ ଯୋଶୀ , ଯୁବ ବିଜେଡି ବ୍ଲକ ସଭାପତି ବୁଲୁ ସିଂଦେଓ , କଣ୍ଟାବାଞ୍ଜିର ବରିଷ୍ଠ ଆଇନଜୀବୀ ରାଜେଶ ଶର୍ମା , ଅଭି ନାଗ , ବଡ଼ ନାଗ , ଚୁଡାମଣି ରଣା , କୌଶିକ ରଣା , ଗୌରାଙ୍ଗ ମହାନନ୍ଦ , ପ୍ରକାଶ କୁମ୍ଭାର , ଭିକାରୀ ଚରଣ ବେହେରା , ଗଣେଶ ସାହୁ , ଟୁନୁ ସାହୁ , ଜଳୀନ ରଣା , ପ୍ରଦୀପ ସାହୁ , ବିରଞ୍ଚି ଜାଳ , ନରେନ୍ଦ୍ର ତାଣ୍ଡି , ବିନୟ ବିଭାର , ଧନଞ୍ଜୟ ମଚଖଣ୍ଡ , ଵିଷ୍ଣୁ ବେହେରା , ମଣ୍ଟୁ ଗଡୁଆ , ଅଗ୍ରୱାଲ ସଭା ପୂର୍ଵତନ ସଭାପତି ଫୁଲଚନ୍ଦ ଜୈନ ପ୍ରମୁଖ ଯୋଗଦେଇ ଅଞ୍ଚଳର ବିକାଶ ପାଇଁ ନବୀନ ପଟ୍ଟନାୟକଙ୍କ ସରକାର ହିଁ ଏକମାତ୍ର ସରକାର ଯାହା ଦ୍ୱାରା ଗରିବ ଚାଷୀ ଠାରୁ ଆରମ୍ବ କରି ମହିଳା ଓ ସମସ୍ତଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା ମାଧ୍ୟମରେ ସୁବିଧା ସୁଯୋଗ ଯୋଗାଇ ଦିଆଯାଇଛି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିଧାୟକ ଆଶାୟୀ ପ୍ରାର୍ଥୀ ଅଜୟ ଦାସ ବିଧାୟକ ନଥିବା ସତ୍ତ୍ୱେ ଗ୍ରାମ ଗ୍ରାମ ଘର ଘର ବୁଲି ଲୋକଙ୍କ ଦୁଃଖ ସୁଖରେ ସାମିଲ ହେଉଛନ୍ତି ସେହିଭଳି ନେତାଙ୍କୁ ବିଧାୟକ ଭାବରେ ବିଜୟୀ କଲେ ଅଞ୍ଚଳ ର ଆହୁରି

ବିକାଶ ହୋଇପାରିବ ବୋଲି ମତ ପ୍ରକାଶ କରିଥିଲେ । ସମାବେଶ ପରେ ଏକ ବିରାଟ ଶୋଭାଯାତ୍ରା  ବାହାର କରାଯାଇ ଗ୍ରାମ ପରିକ୍ରମା କରାଯାଇଥିଲା । ବିଜେଡ଼ି ବରିଷ୍ଠ କାର୍ଯ୍ୟକର୍ତ୍ତା କଳାକାର ସୁଧାକର ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ବିଶ୍ୱନାଥ ସାହୁ , ଦେବରାଜ ଦଣ୍ଡସେନା , ଚନ୍ଦନ ମହାନନ୍ଦ , ହେମନ୍ତ ବିଶ୍ୱାଳ , ସୁଶାନ୍ତ ଥନାପତି , ଭଗବାନ ଜୈନ , ବିଭୁ ଗହୀର , ଇନ୍ଦ୍ର ସାହୁ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଉକ୍ତ ସମାବେଶରେ ୧୨ ଟି ପଞ୍ଚାୟତ ର ପୁରୁଷ ମହିଳା ହଜାର ହଜାର ସଂଖ୍ୟାରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like