-+91-9937148622 |

prerana_bgr@rediffmail.com |

  Monday 10th February 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ   (09-Feb-2025)       ||      ଖଲିଆପାଲି ରେ  ଦ୍ଵିଦିବସୀୟ ଗୀତାଯଜ୍ଞ  ସମ୍ପନ୍ନ   (09-Feb-2025)       ||      ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ    (09-Feb-2025)       ||      ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ    (09-Feb-2025)       ||      ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍    (09-Feb-2025)       ||      ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ   (09-Feb-2025)       ||      ଫରେଷ୍ଟ ପାର୍କ ଠାରେ ଯୋଗ ପ୍ରଶିକ୍ଷଣ ଶିବିର   (09-Feb-2025)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ   (09-Feb-2025)       ||      ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (09-Feb-2025)       ||      ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ   (09-Feb-2025)       ||      ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ   (09-Feb-2025)       ||      ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା   (09-Feb-2025)       ||      *ଭାରତ ଇ‍ଂଲଣ୍ଡ କ୍ରିକେଟ ମ୍ୟାଚରେ ଗ୍ରାଉଣ୍ଡ୍ସ ମେନ୍ ଭାବରେ ସୋନପୁର ର ଲୁଲୁ ପାତ୍ର ନିୟୋଜିତ*-   (09-Feb-2025)       ||      ଖଣ୍ଡୋକଟା ୩୨ ତମ ବିରାଟ ଧନୁଯାତ୍ରା ଅନୁଷ୍ଠିତ    (09-Feb-2025)       ||      ରାମପୁରରେ ବରିଷ୍ଠ ଦେୱାନୀ ଜଜ୍ କୋର୍ଟ ଉଦଘାଟିତ   (08-Feb-2025)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବ ଅନୁଷ୍ଠିତ   (08-Feb-2025)       ||      ଟାଙ୍ଗୀ ମହାବିଦ୍ୟାଳୟରେ ସ୍ବାମୀ ବିବେକାନନ୍ଦ ଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ   (08-Feb-2025)       ||      ସେବା ପାଇଁ ସମ୍ମାନିତ ଜନ କଲ୍ୟାଣ ସେବା ଟ୍ରଷ୍ଟ   (08-Feb-2025)       ||      ଗୋଚର ଜମିରେ ବାଲିର ପାହାଡ଼: ପ୍ରଶାସନ ତଦନ୍ତ କରିବାକୁ ସାଧାରଣରେ ଦାବି   (08-Feb-2025)       ||      ଧରୁଛନ୍ତି କାଠ ଗାଡ଼ି,ଧରୁନାହାନ୍ତି କାଠ ମାଫିଆ   (08-Feb-2025)       ||     

HOME   ଜିଲ୍ଲା

ଖୁଣ୍ଟିଗୋରା ଛକ ନିକଟରେ ବାଇକ ଦୁର୍ଘଟଣା , ୨ ଜଣ ଗୁରୁତର ଆହତ

02-Mar-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଲ ବ୍ଲକ ଅନ୍ତର୍ଗତ ଖୁଣ୍ଟିଗୋରା ଛକ ନିକଟରେ ଶନିବାର ଏକ ବାଇକ ଦୁର୍ଘଟଣା ଗ୍ରସ୍ତ ହୋଇଛି l ଦୁର୍ଘଟଣାରେ ବାଇକ ଚାଳକ ସମତେ ୨ ଜଣ ଗୁରୁତର ଆହତ ହୋଇଛନ୍ତି l ଆହତ ଦ୍ବୟ ହେଲେ ବନ୍ଧଗୋରା ଗ୍ରାମର ଚମ୍ପେଶ୍ୱର ମାଝୀ ଓ ସିନ୍ଧୁଗୋରା ଗ୍ରାମର ରବି ଚନ୍ଦ୍ର ମଲିକ l ଉଭୟ ବ୍ୟକ୍ତି ଖୁଣ୍ଟିଗୋରା ରୁ କାମ

ସାରି ନିଜ ଗ୍ରାମ ଅଭିମୁଖେ ଯାଉଥିବା ବେଳେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା l ସେହି ରାସ୍ତା ଦେଇ ଯାଉଥିବା ଶିକ୍ଷାବିତ ନିଳାଚଳ ଭୋଇ ଓ ଜିଲ୍ଲାପରିଷଦ ସଦସ୍ୟା ସୁମିତ୍ରା ସାହୁ ଆହତଙ୍କୁ ଉଦ୍ଧାର କରି ନିଜ କାରରେ ନିକଟସ୍ଥ ଖୁଣ୍ଟିଗୋରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରିଥିଲେ। ସେମାନଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ   09-Feb-2025
  ଜିଲ୍ଲା  
ଖଲିଆପାଲି ରେ  ଦ୍ଵିଦିବସୀୟ ଗୀତାଯଜ୍ଞ  ସମ୍ପନ୍ନ   09-Feb-2025
  ଜିଲ୍ଲା  
ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ   09-Feb-2025
  ଜିଲ୍ଲା  
ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ   09-Feb-2025
  ଜିଲ୍ଲା  
ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍   09-Feb-2025
  ଜିଲ୍ଲା  
ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ   09-Feb-2025
  ଜିଲ୍ଲା  
ଫରେଷ୍ଟ ପାର୍କ ଠାରେ ଯୋଗ ପ୍ରଶିକ୍ଷଣ ଶିବିର   09-Feb-2025
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ   09-Feb-2025
  ଜିଲ୍ଲା  
ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   09-Feb-2025
  ଜିଲ୍ଲା  
ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ   09-Feb-2025
  ଜିଲ୍ଲା  
ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ   09-Feb-2025
  ଜିଲ୍ଲା  
ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା   09-Feb-2025

You Might Also Like