-+91-9937148622 |

prerana_bgr@rediffmail.com |

  Wednesday 17th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   (17-Apr-2024)       ||      ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   (17-Apr-2024)       ||      ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   (17-Apr-2024)       ||      ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   (17-Apr-2024)       ||      ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   (16-Apr-2024)       ||      ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ    (16-Apr-2024)       ||      ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   (16-Apr-2024)       ||      ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   (16-Apr-2024)       ||      ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   (16-Apr-2024)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   (16-Apr-2024)       ||      ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   (15-Apr-2024)       ||      ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   (15-Apr-2024)       ||      ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   (15-Apr-2024)       ||      ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   (15-Apr-2024)       ||      ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   (15-Apr-2024)       ||      ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   (15-Apr-2024)       ||      ସମ୍ରାଟ ଅଶୋକ,ମହାତ୍ମା ଫୁଲେ ଓ ଡଃ.ଅମ୍ଵେଦକର ଙ୍କ ଜୟନ୍ତୀ ପାଳିତ   (15-Apr-2024)       ||      ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ   (15-Apr-2024)       ||      ଉଲିଗୁଞ୍ଜେର ଠାରୁ ନର୍ଲା କୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ,   (15-Apr-2024)       ||      ଲୋଇସିଂହା ବନବିଭାଗ ପକ୍ଷରୁ ୧୨ କ୍ଵିଣ୍ଟାଲ ଖଇର କାଠ ଜବତ   (15-Apr-2024)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକ ଙ୍କ ପାରିତୋଷିକ ଦଶ ହଜାର ଟଙ୍କlକୁ ବୃଦ୍ଧି, ଯୋଗ୍ୟତାଭିତ୍ତିରେ ନିୟମିତ ମଧ୍ୟ କରାଯିବ

02-Mar-2024



ଭବନେଶ୍ବର(ପ୍ରେରଣା ଖବର ): ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV)) ନିୟୋଜିତ କରାଯାଇଅଛି।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ବର୍ତ୍ତମାନ ସେମାନଙ୍କ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE (EV)) ମାନଙ୍କ ପାରିତୋଷିକ  5379  ଟଙ୍କାରୁ  ଦଶ ହଜାର  ଟଙ୍କା  କୁ   ବୃଦ୍ଧି  କରାଯାଇଛି    ଏତଦବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ  ବହୁଭାଷୀ  ଶିକ୍ଷକ  ମାନଙ୍କୁ ନିୟମିତ କରିବା ପାଇଁ  ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   17-Apr-2024
  ଜିଲ୍ଲା  
ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   17-Apr-2024
  ଜିଲ୍ଲା  
ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   17-Apr-2024
  ଜିଲ୍ଲା  
ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   17-Apr-2024
  ଜିଲ୍ଲା  
ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   16-Apr-2024
  ଜିଲ୍ଲା  
ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ   16-Apr-2024
  ଜିଲ୍ଲା  
ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   16-Apr-2024
  ଜିଲ୍ଲା  
ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   16-Apr-2024
  ଜିଲ୍ଲା  
ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   16-Apr-2024
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   16-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   15-Apr-2024
  ଜିଲ୍ଲା  
ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   15-Apr-2024

You Might Also Like