-+91-9937148622 |

prerana_bgr@rediffmail.com |

  Wednesday 30th April 2025 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ୍ କଲେଜ ଅଫ୍ ମ୍ୟାନେଜମେଣ୍ଟରେ ବ୍ରହ୍ମାସ୍ତ୍ର ୩.୦ ସଫଳତା ସହିତ ସମାପ୍ତ   (29-Apr-2025)       ||      ଉଦୀୟମାନ ସୁଭଦ୍ରା ସ୍ବାବଲମ୍ବୀ ମହିଳା ଶିକ୍ଷାନୁଷ୍ଠାନର ମହିଳା ସଶକ୍ତିକରଣ କାର୍ଯକ୍ରମ   (29-Apr-2025)       ||      ଜିଲ୍ଲାସ୍ତରୀୟ ରବି ଋତୁ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ, ମଇ ମାସ ୨୦ରୁ ଆରମ୍ଭ ହେବ ଧାନ ମଣ୍ଡି    (29-Apr-2025)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   (29-Apr-2025)       ||      ଲୋଇସିଂହା ବ୍ଲକରେ କୃଷକ କ୍ଷେତ୍ର ଦିବସ ପାଳିତ   (29-Apr-2025)       ||      ବଲାଙ୍ଗୀର ୨୬ନମ୍ବର ଜାତୀୟ ରାଜପଥ ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର   (29-Apr-2025)       ||      ଶାନ୍ତିକୁଞ୍ଜ ହରିଦ୍ଵାର ଆନୁକୁଲ୍ୟ -ରେ ବିଶ୍ୱ ଭାତୃତ୍ବ ଓ ମାନବତ୍ୱ ଜାଗ୍ରତ ପାଇଁ ଗାଁ ଗାଁ କୁ ଗାୟିତ୍ରୀ ଧର୍ମ ସଚେତନତା ରଥ ପରିକ୍ରମା   (29-Apr-2025)       ||      ପୂର୍ତ୍ତମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ   (29-Apr-2025)       ||      ଦୁଷ୍ଟ ଶକ୍ତିର ସଂହାର କର୍ତ୍ତା ଭଗବାନ ପର୍ଶୁରାମଙ୍କର ଜନ୍ମୋତ୍ସବ ପାଳନ   (29-Apr-2025)       ||      *ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା*-   (29-Apr-2025)       ||      "ଗାୟତ୍ରୀ ଯଜ୍ଞ" ମାଧ୍ୟମରେ ଜନ୍ମଦିବସ ପାଳନ" ଏକ ସୁମହତ ପରମ୍ପରା    (29-Apr-2025)       ||      ଢେଙ୍କାନାଳ: ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ                    (29-Apr-2025)       ||      ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ "ପୋଷଣ ପକଵାଡା "   (29-Apr-2025)       ||      "ଗାୟତ୍ରୀ ଯଜ୍ଞ" ମାଧ୍ୟମରେ ଜନ୍ମଦିବସ ପାଳନ" ଏକ ସୁ ମହତ ପରମ୍ପରା   (29-Apr-2025)       ||      ରାସ୍ତା କଡ଼ରୁ ଯୁବକ ର ଶବ ଉଦ୍ଧାର   (29-Apr-2025)       ||      ଅଙ୍କୁଶପୁର ମୁଖ୍ୟ ରାସ୍ତାରେ ଦୁର୍ଘଟଣା, ସ୍ବାମୀ ଭଗବାନ ମୃତ, ସ୍ତ୍ରୀ ଓ ପୁଅ ଗୁରୁତର   (29-Apr-2025)       ||      ମହାରାଜ ବୀରମିତ୍ରୋଦୟ ସିଂହ ଦେବଙ୍କ ୮୮ତମ ଶ୍ରାଦ୍ଧ ଦିବସ ପାଳିତ   (29-Apr-2025)       ||      ପରଲୋକରେ ବରିଷ୍ଠ କିରାଣୀ ଅଲେଖ ଚନ୍ଦ୍ର ଦାଶ   (29-Apr-2025)       ||      ଶବ୍ଦରେ ଶବ୍ଦରେ ଶ୍ର୍ରଦ୍ଧାଞ୍ଜଳୀ   (29-Apr-2025)       ||      ଅର୍ଥ ମଞ୍ଜୁରୀ ପରେବି ହେଉନି ଟେଣ୍ଡର; ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ    (29-Apr-2025)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକ ଙ୍କ ପାରିତୋଷିକ ଦଶ ହଜାର ଟଙ୍କlକୁ ବୃଦ୍ଧି, ଯୋଗ୍ୟତାଭିତ୍ତିରେ ନିୟମିତ ମଧ୍ୟ କରାଯିବ

02-Mar-2024



ଭବନେଶ୍ବର(ପ୍ରେରଣା ଖବର ): ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV)) ନିୟୋଜିତ କରାଯାଇଅଛି।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ବର୍ତ୍ତମାନ ସେମାନଙ୍କ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE (EV)) ମାନଙ୍କ ପାରିତୋଷିକ  5379  ଟଙ୍କାରୁ  ଦଶ ହଜାର  ଟଙ୍କା  କୁ   ବୃଦ୍ଧି  କରାଯାଇଛି    ଏତଦବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ  ବହୁଭାଷୀ  ଶିକ୍ଷକ  ମାନଙ୍କୁ ନିୟମିତ କରିବା ପାଇଁ  ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ୍ କଲେଜ ଅଫ୍ ମ୍ୟାନେଜମେଣ୍ଟରେ ବ୍ରହ୍ମାସ୍ତ୍ର ୩.୦ ସଫଳତା ସହିତ ସମାପ୍ତ   29-Apr-2025
  ଜିଲ୍ଲା  
ଉଦୀୟମାନ ସୁଭଦ୍ରା ସ୍ବାବଲମ୍ବୀ ମହିଳା ଶିକ୍ଷାନୁଷ୍ଠାନର ମହିଳା ସଶକ୍ତିକରଣ କାର୍ଯକ୍ରମ   29-Apr-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ରବି ଋତୁ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ, ମଇ ମାସ ୨୦ରୁ ଆରମ୍ଭ ହେବ ଧାନ ମଣ୍ଡି   29-Apr-2025
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   29-Apr-2025
  ଜିଲ୍ଲା  
ଲୋଇସିଂହା ବ୍ଲକରେ କୃଷକ କ୍ଷେତ୍ର ଦିବସ ପାଳିତ   29-Apr-2025
  ଜିଲ୍ଲା  
ବଲାଙ୍ଗୀର ୨୬ନମ୍ବର ଜାତୀୟ ରାଜପଥ ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର   29-Apr-2025
  ଜିଲ୍ଲା  
ଶାନ୍ତିକୁଞ୍ଜ ହରିଦ୍ଵାର ଆନୁକୁଲ୍ୟ -ରେ ବିଶ୍ୱ ଭାତୃତ୍ବ ଓ ମାନବତ୍ୱ ଜାଗ୍ରତ ପାଇଁ ଗାଁ ଗାଁ କୁ ଗାୟିତ୍ରୀ ଧର୍ମ ସଚେତନତା ରଥ ପରିକ୍ରମା   29-Apr-2025
  ଜିଲ୍ଲା  
ପୂର୍ତ୍ତମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ   29-Apr-2025
  ଜିଲ୍ଲା  
ଦୁଷ୍ଟ ଶକ୍ତିର ସଂହାର କର୍ତ୍ତା ଭଗବାନ ପର୍ଶୁରାମଙ୍କର ଜନ୍ମୋତ୍ସବ ପାଳନ   29-Apr-2025
  ଜିଲ୍ଲା  
*ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା*-   29-Apr-2025
  ଜିଲ୍ଲା  
"ଗାୟତ୍ରୀ ଯଜ୍ଞ" ମାଧ୍ୟମରେ ଜନ୍ମଦିବସ ପାଳନ" ଏକ ସୁମହତ ପରମ୍ପରା    29-Apr-2025
  ଜିଲ୍ଲା  
ଢେଙ୍କାନାଳ: ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ                    29-Apr-2025

You Might Also Like