-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||     

HOME   ରାଜ୍ୟ

ଜଗତପୁର ରେ ନକଲି ଅମ୍ବୁଜା ସିମେଣ୍ଟ କାରଖାନା ଠାବ

22-Dec-2020



କଟକ (ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)- ଦୀର୍ଘ ୪ ମାସ ଭିତରେ କଟକ କମିସନରେଟ୍ ପୋଲିସ୍ ୧୬ ଟି ନକଲି ଅପମିଶ୍ରିତ କାରଖାନା ଉପରେ ଚଢ଼ାଉ କରି ୫ କୋଟି ରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ଜବତ କରିବା ସହ ୧୮ ଜଣକୁ ଗିରଫ କରିଥିବା ବେଳେ ଆଜି ଜଗତପୁର ସ୍ଥିତ କେନ୍ଦ୍ରାପଡ଼ା ରୋଡ଼ ରୁ ନକଲି ଅମ୍ବୁଜା ସିମେଣ୍ଟ କାରଖାନା ଉପରେ ଏ.ସି.ପି. ଅମରେନ୍ଦ୍ର ପଣ୍ଡା ଙ୍କ ନେତୃତ୍ୱରେ କଟକ କମିସନରେଟ୍ ପୋଲିସ୍ ଜଗତପୁର ଥାନା ଅଧିକାରୀ ରବୀନ୍ଦ୍ରନାଥ ମେହେର ଚଢ଼ାଉ କରି ଲକ୍ଷ୍ୟ ଧୀକ ଟଙ୍କାର ସିମେଣ୍ଟ ଜବତ୍ କରିବା ସହ ୩ଜଣ କୁ ଅଟକ ରଖି ପଚରାଉଚରା କରାଯାଉଛି। ଏଠି ପ୍ରଶ୍ନ ଉଠୁଛି ସିଲ୍ଭର ସିଟିଂରେ  ଦୀର୍ଘ  ୪ ମାସ ଭିତରେ ଅନେକ କମ୍ପାନୀ ଠାବ ହେଇଥିବା ବେଳେ ଏହି କମ୍ପାନୀ ଗୁଡ଼ିକୁ ଯେତେବେଳେ ଖୋଲିବା ପାଇଁ ଅନୁମତି ଦିଆଯାଉଛି। ସେତେବେଳେ ସ୍ବାସ୍ଥ୍ୟ ବିଭାଗ ଠିକସେ  ଏମାନଙ୍କ ଉପରେ ନଜର ନ ରଖିବାରୁ ଏହି ଭଳି ଅପମିଶ୍ରିତ ନକଲି କମ୍ପାନୀ ଗୁଡ଼ିକ ସାଧାରଣ ଲୋକଙ୍କୁ ଭକୁଆ ବନାଇ ଲକ୍ଷ ଲକ୍ଷ ଟଙ୍କା ମୁନାଫା କମାଇ ନିଜର ସାମ୍ରାଜ୍ୟ ବିସ୍ତାର କରି ଲୋକମାନଙ୍କ  ଜୀବନ ସହିତ ଖେଳ ଖେଳୁଥିବାର ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026

You Might Also Like