-+91-9937148622 |

prerana_bgr@rediffmail.com |

  Sunday 16th March 2025 |

| | | |

R.N.I. Regd No. ODIODI/2010/46693

Breaking News

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ    (15-Mar-2025)       ||      ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   (15-Mar-2025)       ||      କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   (15-Mar-2025)       ||      ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   (15-Mar-2025)       ||      ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   (15-Mar-2025)       ||      ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   (15-Mar-2025)       ||      ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   (15-Mar-2025)       ||      ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ    (15-Mar-2025)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣଙ୍କ ସହ ନାଚିଲେ ଡାବୁଗାଁ ବିଧାୟକ   (15-Mar-2025)       ||      ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ    (15-Mar-2025)       ||      ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ   (15-Mar-2025)       ||      ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ    (15-Mar-2025)       ||      ବୁଢୀ ଜାଗୁଳାଇ ମେଳଣ ପାଳିତ   (15-Mar-2025)       ||      ଆଗଲପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶିବିର ଆଗାମୀ ସୋମବାର ଅନୁଷ୍ଠିତ ହେବ   (14-Mar-2025)       ||      ପ୍ରାରମ୍ଭ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରେରଣା ର ଉତ୍ସ    (14-Mar-2025)       ||      ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                           (14-Mar-2025)       ||     

HOME   ଜିଲ୍ଲା

କଳାହାଣ୍ଡି ଜାରିଙ୍ଗ ସ୍ଥିତ ନବମ ଭାରତୀୟ ସଂରକ୍ଷିତ ବାହିନୀ ବାଟାଲିୟନ ପରିସରରେ ୮୯ ତମ ଓଡ଼ିଶା ପୋଲିସ୍ ପ୍ରତିଷ୍ଠା ଦିବସ ପାଳିତ 

02-Apr-2024



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ନିକଟସ୍ଥ ଜାରିଙ୍ଗ ଠାରେ ନବମ  ଭାରତୀୟ ରିଜର୍ଭ ବାଟାଲିୟନ ଠାରେ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ନବମ ଭାରତୀୟ ସଂରକ୍ଷିତ ବାହିନୀ ର କମାଣ୍ଡାଣ୍ଟ ଶ୍ରୀ ଅକ୍ଷୟ କୁମାର ନାୟକ ଯୋଗଦେଇ ମିଳିତ ପେରେଡ୍ ର ଅଭିବାଦନ ଗ୍ରହଣ କରିଥିଲେ। ଆୟୋଜିତ ଭବ୍ୟ ପେରେଡ୍ ରେ ସସସ୍ତ୍ର ପୋଲିସ୍ ନିରୀକ୍ଷକ ହବେଲାଲ ମାଝୀ ପେରେଡ୍ କମାଣ୍ଡର ଏବଂ ସସସ୍ତ୍ର ପୋଲିସ୍ ନିରୀକ୍ଷକ ବିଜୟ ଓରାମ ସହକାରୀ ପେରେଡ୍

କମାଣ୍ଡର ଭାବେ ଦାୟିତ୍ଵ ତୁଲାଇଥିଲେ। ୨୦୨୩ ବର୍ଷ ରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ବାଟାଲିୟନ ର ସବ୍ ଇନ୍ସପେକ୍ଟର(ଆର୍ମଡ୍) ପର୍ଶୁରାମ ଦଲେଇ, ସହକାରୀ ଉପ

ନିରୀକ୍ଷକ ଶୁଭେନ୍ଦୁ ପଟ୍ଟନାୟକ, ହାବିଲଦାର ମଣି କୁମାର ରାୟ ଏବଂ କନେଷ୍ଟବଳ ସନ୍ତୋଷ କୁମାର ପଣ୍ଡା ଙ୍କୁ ପୁରସ୍କୃତ କରାଯାଇଥିଲା। ଡେପୁଟି କମାଣ୍ଡାଣ୍ଟ ଶ୍ରୀ ସନ୍ତୋଷ କୁମାର ବିଶ୍ବାଳ କାର୍ଯ୍ୟ କ୍ରମ ପରିଚାଳନା କରିଥିଲାବେଳେ ପଦ୍ମ ଶ୍ରୀ ଶ୍ରୀ ପଟ୍ଟାୟତ୍ ସାହୁ ତଥା ବାଟାଲିୟନ ର ବରିଷ୍ଠ ଅଧିକାରୀ  ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ମହେନ୍ଦ୍ର ଭୋଇ ଓ ଦୁର୍ଯୋଧନ ବେହେରା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ   15-Mar-2025
  ଜିଲ୍ଲା  
ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   15-Mar-2025
  ଜିଲ୍ଲା  
କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   15-Mar-2025
  ଜିଲ୍ଲା  
ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   15-Mar-2025
  ଜିଲ୍ଲା  
ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   15-Mar-2025
  ଜିଲ୍ଲା  
ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   15-Mar-2025
  ଜିଲ୍ଲା  
ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   15-Mar-2025
  ଜିଲ୍ଲା  
ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025
  ଜିଲ୍ଲା  
କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ   15-Mar-2025
  ଜିଲ୍ଲା  
ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025

You Might Also Like