-+91-9937148622 |

prerana_bgr@rediffmail.com |

  Sunday 16th March 2025 |

| | | |

R.N.I. Regd No. ODIODI/2010/46693

Breaking News

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ    (15-Mar-2025)       ||      ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   (15-Mar-2025)       ||      କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   (15-Mar-2025)       ||      ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   (15-Mar-2025)       ||      ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   (15-Mar-2025)       ||      ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   (15-Mar-2025)       ||      ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   (15-Mar-2025)       ||      ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ    (15-Mar-2025)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣଙ୍କ ସହ ନାଚିଲେ ଡାବୁଗାଁ ବିଧାୟକ   (15-Mar-2025)       ||      ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ    (15-Mar-2025)       ||      ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ   (15-Mar-2025)       ||      ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ    (15-Mar-2025)       ||      ବୁଢୀ ଜାଗୁଳାଇ ମେଳଣ ପାଳିତ   (15-Mar-2025)       ||      ଆଗଲପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶିବିର ଆଗାମୀ ସୋମବାର ଅନୁଷ୍ଠିତ ହେବ   (14-Mar-2025)       ||      ପ୍ରାରମ୍ଭ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରେରଣା ର ଉତ୍ସ    (14-Mar-2025)       ||      ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                           (14-Mar-2025)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ଉତ୍କଳ ଦିବସ ପାଳିତ

02-Apr-2024



ଡୁଙ୍ଗୁରିପାଲି-ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲ ରେ ଉତ୍କଳ ଦିବସ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି।   ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଦିବସ ର ଉଦ୍ଦେଶ୍ୟ କହିବା ସହିତ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ । ପ୍ରାରମ୍ଭରେ  ଓଡ଼ିଶାର ବରପୁତ୍ରଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଦେଇ ପୂଜାର୍ଚ୍ଚନା କରାଯାଇଥିଲା ।

କାର୍ଯ୍ୟକ୍ରମକୁ ଦଶମ ଶ୍ରେଣୀର ଛାତ୍ରୀ ଲିପ୍ସା ଯୁଆଡି ସଂଯୋଜନା କରିଥିଲେ । ପ୍ରିତୀ ଖର୍ସେଲ ଓ ରେଖା ବଗର୍ତ୍ତି  ଙ୍କ ପ୍ରତିନିଧିତ୍ୱ ରେ ଛାତ୍ରଛାତ୍ରୀ ବୃନ୍ଦ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଜନନିକା ନାଏକ,   ଲିପ୍ସା ଜୁଆଡି, ସୁଜିତ୍ ସାହୁ, ବିଷ୍ଣୁ ପ୍ରିୟା, ପୂଜା  ପ୍ରମୁଖ ଦିବସ ବିଷୟରେ ମତ ପ୍ରକାଶ କରିଥିଲେ ।

ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ, ସଞ୍ଜୀବ କୁମାର ପୂଜାରୀ ନିଜସ୍ଵ ମତବ୍ୟକ୍ତ କରିଥିଲେ । କିରଣ କୁମାର ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ   15-Mar-2025
  ଜିଲ୍ଲା  
ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   15-Mar-2025
  ଜିଲ୍ଲା  
କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   15-Mar-2025
  ଜିଲ୍ଲା  
ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   15-Mar-2025
  ଜିଲ୍ଲା  
ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   15-Mar-2025
  ଜିଲ୍ଲା  
ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   15-Mar-2025
  ଜିଲ୍ଲା  
ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   15-Mar-2025
  ଜିଲ୍ଲା  
ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025
  ଜିଲ୍ଲା  
କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ   15-Mar-2025
  ଜିଲ୍ଲା  
ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025

You Might Also Like