-+91-9937148622 |

prerana_bgr@rediffmail.com |

  Saturday 24th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   (23-May-2025)       ||      *ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   (23-May-2025)       ||      ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ    (23-May-2025)       ||      ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   (23-May-2025)       ||      ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   (23-May-2025)       ||      ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   (23-May-2025)       ||      ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   (23-May-2025)       ||      ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   (23-May-2025)       ||      *ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   (23-May-2025)       ||      ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   (23-May-2025)       ||      ଏସ୍ ବି ଆଇ, ବଲାଙ୍ଗୀର ଶାଖା ପକ୍ଷରୁ କୋଏନ ଏକ୍ସଚେଞ୍ଜ ମେଳା ଅନୁଷ୍ଠିତ    (23-May-2025)       ||      ଆୟ-ବ୍ୟୟ ଆଲୋଚନା ସହ ଧନୁଯାତ୍ରା ଫିଲ୍ମ ଓ କଫି ଟେବୁଲ ବୁକ୍ ହେଲା ଉନ୍ମୋଚନ   (23-May-2025)       ||      ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ   (23-May-2025)       ||      ସୋନପୁର ହରଡଖୋଲ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା*- *ଦୁଇ ମୃତ ୮ ଗୁରୁତର*-   (23-May-2025)       ||      କଟଣୀ ଛଟଣୀରେ ଜର୍ଜରିତ ବରଗଡ଼ ଜିଲ୍ଲା ଚାଷୀ   (23-May-2025)       ||      ଆଜି ଠାରୁ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ –ଭାଲେର ପେକ୍ସ ରେ ଧାନ କିଣା ର ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ    (23-May-2025)       ||      ଆମ୍ବରୁ ବିଭିନ୍ନ ମୂଲ୍ୟ ଯୁକ୍ତ ପଦାର୍ଥର ପ୍ରସ୍ତୁତି ସମ୍ବନ୍ଦୀୟ ତାଲିମ କାର୍ଯ୍ୟକ୍ରମ   (23-May-2025)       ||      ଶତାୟୁ ୰ଧୋବେଇ ଚରଣ ଦାଶଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ   (23-May-2025)       ||     

HOME   ଜିଲ୍ଲା

କଣ୍ଟାମାଳ ପାଇଁ ବିଜେପି ରୁ କହ୍ନେଇ ଡାଙ୍ଗ ଓ କଂଗ୍ରେସରୁ ମନୋଜ ଆଚାର୍ଯ୍ୟ ପ୍ରାର୍ଥୀ ଘୋଷିତ

02-Apr-2024



କଣ୍ଟାମାଳ, (ପ୍ରେରଣା ଖବର) ସାଧାରଣ ନିର୍ବାଚନ ନିମନ୍ତେ କଣ୍ଟାମାଳ ବିଧାନସଭା ପାଇଁ ଭାରତୀୟ ଜନତା ପାର୍ଟି ଓ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି l  ପୂର୍ବରୁ ବିଜେଡି ଦଳ ତାର ପ୍ରାର୍ଥୀ ନାମ ଘୋଷଣା କରିଥିବାବେଳେ ଆଜି ମଧ୍ୟାହ୍ନ ସମୟରେ ଉଭୟ ବିଜେପି ଓ କଂଗ୍ରେସ ଦଳ ପକ୍ଷରୁ ଅନୁଷ୍ଠାନିକ ଭାବେ ନାମ ଘୋଷଣା କରିଛନ୍ତି l ବୌଦ୍ଧ ଜିଲ୍ଲା ର କଣ୍ଟାମାଳ ବିଧାନସଭା କ୍ଷେତ୍ର ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି ) ରୁ କହ୍ନାଇ ଚରଣ ଡାଙ୍ଗ ଙ୍କୁ ପୁନର୍ବାର ଦଳ ପ୍ରାର୍ଥୀ କରିଛି l  ସେହିପରି କଂଗ୍ରେସ ଦଳ ଚଳିତ ନିର୍ବାଚନ ରେ ନୂତନ ଭାବେ ବାଲିଗୁଡାର ଟାଣୁଆ ନେତା ମନୋଜ ଆଚାର୍ଯ୍ୟ ଙ୍କୁ କଣ୍ଟାମାଳରୁ ପ୍ରାର୍ଥୀ ଭାବେ ଘୋଷଣା କରିଛି   l    ତୃତୀୟ ଥର ପାଇଁ ବିଜେପି ଦଳ କଣ୍ଟାମାଳ ପାଇଁ ଶ୍ରୀଯୁକ୍ତ ଡାଙ୍ଗ ଙ୍କ କାର୍ଯ୍ୟଦକ୍ଷତା, ସାଙ୍ଗଠନିକ ସ୍ଥିତି ଓ ଲୋକପ୍ରିୟତା ଉପରେ ଆସ୍ଥା ପ୍ରକଟ କରି ପ୍ରାର୍ଥୀ କରିଛି  l  ଦଳ ତରଫରୁ ପୁନଃ ଶ୍ରୀ ଡାଙ୍ଗ ଙ୍କ ନାମ ଘୋଷଣା ପରେ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି କର୍ମୀମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି   l   ବିଭିନ୍ନ ସ୍ଥାନରେ ବିଜେପି ଓ କଂଗ୍ରେସ କର୍ମୀ  ଆତସବାଜି ସହ ମିଷ୍ଟାନ ବଣ୍ଟନ କରି ଖୁସିରେ ପରସ୍ପରକୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳିଥିଲା  l   ସେହିପରି ଜିଲ୍ଲାର ଅନ୍ୟତମ ବୌଦ୍ଧ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେପିରୁ ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ ସରୋଜ ପ୍ରଧାନ  ଓ ବରିଷ୍ଠ ଆଇନଜୀବୀ ତଥା ଜିଲ୍ଲା କଂଗ୍ରେସ କମିଟି ସଭାପତି ନବ କୁମାର ମିଶ୍ର ଙ୍କୁ କଂଗ୍ରେସ ଦଳ ପ୍ରାର୍ଥୀ କରିଛି l  ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ସରିଥିବାବେଳେ କଣ୍ଟାମାଳ ବ୍ଲକର ବିଭିନ୍ନ ଛକ, ବଜାର, ଚା ଦୋକାନ ରେ ନିର୍ବାଚନୀ ଖଟି ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   23-May-2025
  ଜିଲ୍ଲା  
*ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   23-May-2025
  ଜିଲ୍ଲା  
ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ   23-May-2025
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   23-May-2025
  ଜିଲ୍ଲା  
ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   23-May-2025
  ଜିଲ୍ଲା  
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   23-May-2025
  ଜିଲ୍ଲା  
ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   23-May-2025
  ଜିଲ୍ଲା  
ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   23-May-2025
  ଜିଲ୍ଲା  
*ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   23-May-2025
  ଜିଲ୍ଲା  
ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   23-May-2025

You Might Also Like