-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର,ଶାସ୍ତ୍ରୀ ନଗର ରାଜ୍ୟ କାୟାକଳ୍ପ କମାଣ୍ଡେବୁଲ ୨୦୨୪ ପାଇଁ ମନୋନୀତ

03-Apr-2024



ବଲାଙ୍ଗିର(ପ୍ରେରଣା ଖବର ): ବଲାଙ୍ଗିର ସହରରେ ଅବସ୍ଥାପିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର,ଶାସ୍ତ୍ରୀ ନଗର ର ଉତ୍ତମ ସ୍ୱାସ୍ଥ୍ୟ ସେବା ଓ ସ୍ୱଚ୍ଛତା ପାଇଁ ଓଡିଶା ରାଜ୍ୟ ସରକାର ଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ଜାତୀୟ ସ୍ୱାସ୍ଥ୍ୟ ମିଶନ ତରଫରୁ ରାଜ୍ୟ କାୟାକଳ୍ପ କମାଣ୍ଡେବୁଲ ୨୦୨୩-୨୪ ବର୍ଷ ସହିତ ସପ୍ତମ ଥର ପାଇଁ ଉକ୍ତ ପୁରସ୍କାର ଉପାଧି ରେ ଯୋଗ୍ୟ ବିବେଚିତ ହୋଇଛନ୍ତି l ରାଜ୍ୟ କାୟାକଳ୍ପ କମାଣ୍ଡେବୁଲ ପୁରସ୍କାର ଓଡିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଅନବରତ କାର୍ଯ୍ୟରତ ସ୍ୱାସ୍ଥ୍ୟ ଚିକତ୍ସା କେନ୍ଦ୍ରମାନ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ପାଇଁ ଓ ବିଶେଷ ଭାବରେ ସ୍ୱାସ୍ଥ୍ୟ କେନ୍ଦ୍ର କୁ ସ୍ୱଚ୍ଛତା ଓ ପରିମଳ ପାଇଁ ପର୍ଯ୍ୟାପ୍ତ ସୁବିଧା ଯଥା ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଔଷଧୀୟ ବୃକ୍ଷ ବଗିଚା ସ୍ଥାପନ କରିବା,ପରିସରରେ ଶିଶୁ ଉଦ୍ୟାନ ସୁବିଧା ଉପଲବଦ୍ଧ କରାଇବା , ଚିକିତ୍ସାଳୟ ର ପ୍ରତ୍ୟକ ସ୍ତରରେ ପରିଷ୍କାର ଓ ପରିମଳ କୁ ପ୍ରାଧାନ୍ୟ ଦେବା ଏଭଳି ପ୍ରାଂଜଳ ଭାବରେ ପ୍ରାୟତଃ ଏକଶହ ଦଶ ଗୋଟି ଯାଞ୍ଚ ପ୍ରକ୍ରିୟା ମଧ୍ୟରୁ ପ୍ରାୟ ଷାଠିଏ ପ୍ରତିଶତ ଯାଞ୍ଚ ପ୍ରକ୍ରିୟା ରେ ଉପକୃତ ହୋଇ ପାରିଲେ ସ୍ୱାସ୍ଥ୍ୟକେନ୍ଦ୍ର ଏହି ସ୍ୱତନ୍ତ୍ର ପୁରସ୍କାର ଉପାଧି ପାଇଁ ଯୋଗ୍ୟ ବିବେଚିତ ହୋଇପାରି ଥାଆନ୍ତି l ଉକ୍ତ ପୁରସ୍କାର ଉପାଧିକୁ ରାଜ୍ୟ ସରକାର ନଗଦ ୧ ଲକ୍ଷ ୫୦ ହଜାର ଠୁଁ ୫୦ ହଜାର ପର୍ଯ୍ୟନ୍ତ ରାଶି ପ୍ରଦାନ କରିଥାନ୍ତି l ଏହି ପୁରସ୍କାର କୁ ସ୍ୱତନ୍ତ୍ର ଭାବରେ ସ୍ୱାସ୍ଥ୍ୟ କେନ୍ଦ୍ର ହାସଲକରି ଜିଲ୍ଲାରେ ଏକ ସ୍ୱତନ୍ତ୍ର ସ୍ଥାନ ହାସିଲ କରିପାରିଥିବା ହେତୁ ନେସନାଲ ପିସ ୟୁନିସନ ନିର୍ଦ୍ଦେଶକ, ସମ୍ପାଦକ ସତ୍ୟ ରଞ୍ଜନ ମିଶ୍ର, ରବି ରଞ୍ଜନ ପୂଜାରୀ ସ୍ୱାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡା. ରାକେଶ ରଞ୍ଜନ ମୁଣ୍ଡ, ଜିଲ୍ଲା ଜାତୀୟ ସ୍ୱାସ୍ଥ୍ୟ ମିଶନ ର ରାମାନୁଜ ପଣ୍ଡା (ଏ. ପି. ଏମ ) କେନ୍ଦ୍ର ର ସମସ୍ତ ସଭ୍ୟସଭ୍ୟା ତଥା ରାଜ୍ୟ ସରକାରଙ୍କୁ ଅଶେଷ ଧନ୍ୟବାଦ ଅର୍ପଣ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like