-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   (06-Jun-2026)       ||      ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||     

HOME   ଜିଲ୍ଲା

ପବିଙ୍ଗିଆ କ୍ୟାଥୋଲିକ ଚର୍ଚ୍ଚ ରେ ମୃତ୍ୟୁଞ୍ଜୟୀ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ପର୍ବ ପାଳନ କଲେ ଖ୍ରୀଷ୍ଟ ବିଶ୍ଵାସି                 

03-Apr-2024



କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ପବିଙ୍ଗିଆ ପଞ୍ଚାୟତ ନିକଟରେ ଥିବା କ୍ୟାଥୋଲିକ ଚର୍ଚ୍ଚ ରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ପର୍ବକୁ ବହୁ ଆଡମ୍ବର ସହକାରେ ଖ୍ରୀଷ୍ଟା ବିଶ୍ଵାସୀ ରାତ୍ରୀ ଉଜାଗର ଆନନ୍ଦ ଉଲ୍ଲାସର ସହ ପୁଣ୍ୟ ରବିବାର ପାଳନ କରିଥାଆନ୍ତି। ଏ ଅବସରରେ ପବିଙ୍ଗିଆ  ଗ୍ରାମ୍ୟ କମିଟି ପରିଚାଳନା ନେତୃତ୍ୱରେ ଶନିବାର ମଧ୍ୟ ରାତ୍ରୀକାଳୀନ ଉଜାଗର ଉପାସନା କାର୍ଯ୍ୟ କ୍ରମ ଆୟୋଜନ କରାଯାଇଥିଲା ।  କ୍ୟାଥୋଲିକ ଚର୍ଚ୍ଚ ର ମୁଖ୍ୟ ଯାଜକ 

ପ୍ରେମାନନ୍ଦ ନାୟକ  ପୌରହିତ୍ କରି ଦିବ୍ୟ ଯଜ୍ଞ ପୂଜାର୍ଚ୍ଚନା ବିଧିବଦ୍ଧ ଭାବେ ସମ୍ପାଦନା କରିଥିଲେ । ସେହିପରି ଭାବରେ ସହକାରୀ ଯାଜକ  ଶ୍ରୀ ଅସିତ ଭାଘସିଂ ବାଇବଲ ରୁ ମୃତ୍ୟୁଞ୍ଜୟୀ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବାକ୍ୟ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମ କୁ ପବିଙ୍ଗିଆ କ୍ୟାଥୋଲିକ ଧର୍ମ ପ୍ରଦେଶର ମୁଖ୍ୟ ଧର୍ମ ପ୍ରଚାରକ  ଶ୍ରୀଯୁକ୍ତ  ବ୍ରହ୍ମାନନ୍ଦ ଦିଗାଲ ପରିଚାଳନା କରିଥିଲେ। ଶେଷରେ ଖ୍ରୀଷ୍ଟ ଧର୍ମ ବିଶାଷିଙ୍କୁ ଧନ୍ୟବାଦ ଅପୌଣ କରି ଦିବ୍ୟ ଯଜ୍ଞ ସମାପ୍ତ କରିଥିଲେ              (କନ୍ଧମାଳ ଜିଲ୍ଲା ରୁ ମୃତ୍ୟୁଞ୍ଜୟ ଦିଗାଲ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   06-Jun-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026

You Might Also Like