-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜାଗ୍ରତ ସମିତି ଓ ନାରୀ ଜାଗରଣ ମଞ୍ଚ ପକ୍ଷରୁ ଦାବିପତ୍ର ପ୍ରଦାନ

24-Dec-2020



ନର୍ଲା (ସଞ୍ଜୀବ ଦାସ) କଳାହାଣ୍ଡି ଜିଲ୍ଲା ଜାଗ୍ରତ ସମିତି ଓ ଚେତନା ନାରୀ ଜାଗରଣ ମଞ୍ଚ ପକ୍ଷରୁ ଏକ ଦାବିପତ୍ର ନର୍ଲା ବିଡ଼ିଓଙ୍କୁ ପ୍ରଦାନ କରାଯାଇଛି। ନର୍ଲା ଚାରିଛକରୁ ଏକ  ଶୋଭାଯାତ୍ରାରେ ସାଧାରଣ ସମ୍ପାଦକ କଂମ୍ରେଡ କେଶବ ଚନ୍ଦ୍ର ପଧାନଙ୍କ ନେତୃତ୍ବରେ ଶତାଧିକ ପୁରୁଷ ଓ ମହିଳା ଶୋଭାଯାତ୍ରାରେ ବାହାରି ବ୍ଳକ ସମ୍ମୁଖରେ ପହଞ୍ଚି ଗ୍ରାମ ପଞ୍ଚାୟତ ଅଧିକାରୀ କ୍ଷିତିଶ ଚନ୍ଦ୍ର ନାଏକଙ୍କୁ ୫ଦଫା ଦାବିପତ୍ର ପ୍ରଦାନ କରିଥିଲେ।କଳାହାଣ୍ଡି ଜିଲ୍ଲାର ଜଙ୍ଗଲ ଜମିରେ ବିଗତ ୨୨ବର୍ଷ ଧରି ବସବାସ କରି ରହି ଆସୁଥିବା ଅନୁସୂଚିତ ଜାତି, ଜନଜାତି ଓ ପାରମ୍ପରିକ ବନବାସୀ ଲୋକମାନଙ୍କୁ ଜଙ୍ଗଲ ଜମି ପଟ୍ଟା ସହ ଅନେକ ସରକାରୀ ସାହାଯ୍ୟରୁ ବଂଚିତ ହେଉଥିବା ଅଭିଯୋଗ ନେଇ ସି.ପି.ଆଇ(ଏମ.ଏଲ) ଦାବିପତ୍ରରେ ଆଦିବାସୀ ଓ ବନବାସୀ ଲୋକମାନଙ୍କୁ ଘରଡିହ ପ୍ରଦାନ, ଜଙ୍ଗଲ ଜମିରେ ବସବାସ କରୁଥିବା ଗ୍ରାମ ଗୁଡିକରେ ପାନୀୟ ଜଳ, ବିଦ୍ୟାଳୟ, ରାସ୍ତା, ବିଦ୍ୟୁତ ଆଦିର ମୈ।ଳିକ ଅଧିକାର ଯୋଗାଇ ଦେବା ସହ ନର୍ଲାକୁ ଏନ୍.ଏ.ସି ଘୋଷଣା ଓ ନର୍ଲା ତହସିଲ ଅଫିସ ଠାରେ ସବଟ୍ରେଜେରି ଖୋଲିବା ଦାବି ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ସମାବେଶରେ ବରିଷ୍ଠ ନେତା କମ୍ରେଡ ଯୁଧିଷ୍ଠି ସା ,ସହ ସମ୍ପାଦକ କମ୍ରେଡ  ଦୟାସାଗର ନାଏକ, ନର୍ଲା ବ୍ଳକ ସମ୍ପାଦକ କମ୍ରେଡ ଫକୀର ଚରଣ ଦୋରା,ମ.ରାମପୁର ବ୍ଳକ ସମ୍ପାଦକ କମ୍ରେଡ ଲଚମନ ଧରୁଆ, ବିଶ୍ୱନାଥ ପୁର ବ୍ଳକ ସମ୍ପାଦକ କମ୍ରେଡ ଧନୁର୍ଯ୍ୟ ଗଉଡ, କମ୍ରେଡ ବଲମ ଧରୁଆ,ପଦ୍ମନ ଦୋରା,ଖଡିରାମ ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like