-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||     

HOME   ଜିଲ୍ଲା

ସରକାରୀ ଯନ୍ତ୍ରୀଙ୍କ ଅବହେଳା ଚାଷୀ ହତାଶ - ଗଣମାଧ୍ୟମ ଆଗରେ ଦୁଃଖ ବଖାଣିଲେ ଅଭିଯୋଗକାରୀ

24-Dec-2020



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) - ଉଠାଜଳସେଚନ ଦ୍ୱାରା ଚାଷୀ ଉପକୃତ ହେବା ପାଇଁ ସରକାର ଯୋଜନା କରିଛନ୍ତି | ଗରିବ ଚାଷୀଟିଏ ଋଣ କରଜ କରି ଟଙ୍କା ଠୁଳ କରିବା ପରେ ସରକାରୀ ଯନ୍ତ୍ରୀଙ୍କ ଅବହେଳା ପାଇଁ ଆଜି ଚାଷୀ ହତାଶ ହୋଇ ଗଣମାଧ୍ୟମର ଆଶ୍ରା ନେଲା | ନୟାଗଡ ଜିଲ୍ଲା ଖଣ୍ଡପଡା ବ୍ଳକ ର ଢୋଲମରା ଗ୍ରାମ ପଞ୍ଚାୟତ ଅଧିନସ୍ଥ ରୟତ ଢୋଲମରା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଘଟଣା | ପ୍ରକାଶ ଥାଉକି ଢୋଲମରା ଗ୍ରାମର ୫ ଜଣ ଚାଷୀ ଉଠାଜଳସେଚନ ର ଲାଭ ପାଇବା ପାଇଁ 30-12-2017 ମସିହାରୁ 20,000 ଲେଖାଏଁ ଟଙ୍କା ଦଶପଲ୍ଲା ୟୁନିଅନ ବ୍ୟାଙ୍କ ରେ ଜମାକରୀ ଖଣ୍ଡପଡା ବ୍ଲକ ର ସରକାରୀ ଯନ୍ତ୍ରୀ ଙ୍କୁ ସମସ୍ତ ଡକୁମେଣ୍ଟ ପ୍ରଦାନ କରିଥିଲେ | ସରକାରୀ ତଦନ୍ତ ପରେ ସେମାନେ ଜଳବିଭାଜିକାରେ ଲାଭପ୍ରାପ୍ତ ହେବେବୋଲି ଯନ୍ତ୍ରୀ ପ୍ରତିଶୃତି ଦେଇଥିଲେ | ସୂଚନାଥାଉ ଢୋଲମରା ଗ୍ରାମର ଛବି ପରିଡା, ଉପେନ୍ଦ୍ର ପରିଡା, ପ୍ରମୋଦ ମନ୍ଥନ, ଦଣ୍ଡଧର ପ୍ରଧାନ ପ୍ରମୁଖ ଟଙ୍କା କରଜ ଆଣି 20, 000 ଲେଖାଏଁ ବ୍ୟାଙ୍କ ଜମା କରିଥିଲେ | ଆଜିପର୍ଯ୍ୟନ୍ତ ସେମାନେ ଉଠାଜଳସେଚନ ର ଲାଭ ପାଇନଥିବାବେଳେ କରଜ ଟଙ୍କା 35000 ରେ ପଂହଁଚି ଲାଣି | ହିତାଧିକାରୀ ମାନେ ଯନ୍ତ୍ରୀଙ୍କ ନାମରେ ଅଭିଯୋଗ ନେଇ ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟନାୟକ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷl ବୈଜୟନ୍ତୀମାଳା ମହାନ୍ତିଙ୍କ ଦୃଷ୍ଟି ଗୋଚର କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୁଫଳ ପାଇନଥିବା ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି | ଯୁଦ୍ଧ କାଳୀନ ଭିତିରେ ସେମାନଙ୍କ କଥା ବୁଝାନଗଲେ ସେମାନେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବେ ବୋଲି ଚେତାବନୀ ଦେଇଛନ୍ତି | 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026

You Might Also Like