-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||     

HOME   ଦେଶ ବିଦେଶ

ରାଷ୍ଟ୍ରପତିଙ୍କୁ ଭେଟିବାକୁ ଯିବା ବେଳେ ଅଟକାଇଲା ପୋଲିସ

24-Dec-2020



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ) - ରାଷ୍ଟ୍ରପତିଙ୍କୁ ଭେଟିବାକୁ ଯିବା ବେଳେ ଅଟକାଇଲା ପୋଲିସ : କେବଳ ରାହୁଲ ଓ ଆଜାଦଙ୍କୁ ରାଷ୍ଟ୍ରପତିଙ୍କୁ ଭେଟିବାକୁ ମିଳିଲା ଅନୁମତି!*ରାହୁଳ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ରାଷ୍ଟ୍ରପତିଙ୍କୁ ଭେଟି ଏହି ଆଇନ ବିରୋଧରେ ଗତ ତିନି ମାସରେ ସଂଗୃହୀତ ୨୦ ନିୟୁତ ଦସ୍ତଖତ ସମ୍ବଳିତ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ୬୨ କୋଟି କୃଷକ ଏବଂ କୃଷି ଶ୍ରମିକଙ୍କ ଜୀବନଜୀବିକା ପ୍ରତିବଦଳରେ ସାମ୍ପ୍ରତିକ ସରକାର କେବଳ ତାଙ୍କର ମୁଷ୍ଟିମେୟ ପୁଞ୍ଜିପତି ବନ୍ଧୁମାନଙ୍କ ସ୍ୱାର୍ଥ ରକ୍ଷା କରୁଥିବା ପରି ମନେହେଉଛି ବୋଲି ଉକ୍ତ ସ୍ମାରକପତ୍ରରେ ଉଲ୍ଲେଖ ଅଛି।*ରାଷ୍ଟ୍ରପତି ଭବନକୁ ଯାଇ ରାଷ୍ଟ୍ରପତିଙ୍କୁ ଭେଟିବା ପୂର୍ବରୁ ନୂଆଦିଲ୍ଲୀସ୍ଥିତ ଦଳର ମୁଖ୍ୟାଳୟରେ ପ୍ରତିନିଧିମାନେ ସମବେତ ହୋଇଥିଲେ। କିନ୍ତୁ, ପୁଲିସ କେବଳ ରାହୁଳ ଗାନ୍ଧୀ, ରାଜ୍ୟସଭାର ବିରୋଧୀ ଦଳର ନେତା ଗୁଲାମ ନବି ଆଜାଦ ଏବଂ କଂଗ୍ରେସର ଲୋକସଭା ନେତା ଅଧୀରରଞ୍ଜନ ଚୌଧୁରୀଙ୍କୁ ରାଷ୍ଟ୍ରପତି ଭବନକୁ ଯାଇ ରାଷ୍ଟ୍ରପତିଙ୍କୁ ଭେଟିବାକୁ ଛାଡ଼ିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026

You Might Also Like