-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ନିଜ ପଇସାରେ ନଳ କୁପ ମରାମତି କଲେ ଗ୍ରାମବାସୀ, ବିଭାଗୀୟ ଅଫିସର ଚିର ନିଦ୍ରାରେ

29-Apr-2024



ନୂଆପଡ଼ା (ଡୋଲେଶ୍ଵର ବାଗ )
ନୂଆପଡା ଜ଼ିଲ୍ଲା ବୋଡ଼େନ ବ୍ଲକ ଵାବେବିର ଗ୍ରାମର ମାର୍କେଟ କମ୍ପ୍ଲେକ୍ସ ପାଖରେ ଖରାପ ହୋଇ ପଡିଥିବା ନଳକୂପ ମରାମତି ପାଇଁ ଗ୍ରାମବାସି ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ କିନ୍ତୁ ମରାମତି ନ ହେବାରୁ ଲୋକମାନେ ଟୋଲ ଫ୍ରି ନମ୍ବରରେ ଅଭିଯୋଗ ବାରମ୍ବାର ଅଭିଯୋଗ କରିବା ଦ୍ୱାରା ଜଣାପଡ଼ିଲା ଯେ କନିଷ୍ଠ ଯନ୍ତ୍ରୀ ମରାମତି ହୋଇ ସାରିଛି ବୋଲି ବାରମ୍ବାର ଉପରିସ୍ଥ ଅଧିକାରୀଙ୍କୁ କହିଥିଲେ ହେଲେ ପ୍ରକୃତରେ ମରାମତି ହୋଇ ନଥିଲା ।ଲୋକ ପୁନଃ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିବାପରେ ଆଜି ନଳକୂପ ମରାମତି ହୋଇଛି ସତ କିନ୍ତୁ ଯେଉଁ ସବୁ ଜିନିଷ ଦରକାର ପଡ଼ିଲା ମରାମତି ପାଇଁ ତାହା ଜନସାଧାରଣଙ୍କୁ ନିଜ ପଇସାରେ କିଣିବାକୁ ପଡ଼ିଲା ।ଗ୍ରାମର ଅନେକଙ୍କ ଘରୁ ଲୋକ ଟଙ୍କା ସହଯୋଗ ଦେଲେ ଜିନିଷ କିଣିବାକୁ ।ନଳକୂପ ବିଭାଗୀୟ ଏସ ଇ ଏମ କୁରେଶ୍ୱର୍ ଜାଲ,ମୋହନ ବାଗ ଓ ଚତୁର୍ଭୁଜ ହଂସ ଉପସ୍ଥିତ ରହି ଆବଶ୍ୟକ ପଡ଼ୁଥିବା ଜିନିଷ ଲୋକଙ୍କ ଦ୍ଵାରା ଲୋକଙ୍କ ଟଙ୍କାରେ କିଣି ନଳ କୂଅ ମରାମତି କରିଛନ୍ତି ।ଏହି ସବୁ କଥା ଗୁଡ଼ିକୁ ଅନୁଧ୍ୟାନ କଲେ ଜଣାଯାଉଛି କି ସରକାର ବାଃ ବାଃ ନେଇ ଗାଉଥିବା ଗୀତରେ ସରକାରୀ ବାବୁମାନେ କେମିତି ଥୈ ଥୈ କରି ନାଚୁଛନ୍ତି । ଲୋକ ପାଣି ପାଇଁ ଡହଳବିକଳ ହେଲେ ସରକାରୀ ବାବୁ ମିଛ କହି କହି ସମୟ ବିତାଉଥିବା କଥା ଦୃଷ୍ଟିକୁ ଆସିଛି ।ଭବିଷ୍ୟତରେ ଆହୁରି ଏଭଳି ଦୃଷ୍ଟିକୁ ଆସିଲେ ଲୋକ କୋର୍ଟର ଆଶ୍ରୟ ନେବେ ବୋଲି ଆଲୋଚନା ହେଉଛି ।ମିଛ କଥା କହି ବା ପ୍ରତିଶ୍ରୁତି ଦେଇ ଠକିଲେ କର୍ମଚାରୀଙ୍କ ବିରୁଦ୍ଧରେ ଲୋକମାନେ ଆନ୍ଦୋଳନ କରିବେ ଶୁଣାଯାଉଛି ।କର୍ମଚାରୀ ସୁଧୁରି ଯାଆନ୍ତୁ ନଚେତ ଚାକିରି ଯିବାର ସମ୍ଭାବନା ବେଶୀ ଅଛି ।ଗ୍ରାମର ବିପିନ ବେହେରା,ଧର୍ମୁ ପଟେଲ,ଦୁଦର୍ ପଟେଲ,ମହିନ୍ଦ୍ର ବାଗ, ରାଧାରମଣ ବାଗ,ସୁରେନ୍ଦ୍ର ବାଗ, ଖରତ ବାଗ ପ୍ରମୁଖ ମରାମତି କାର୍ଯ୍ୟରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like