-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||     

HOME   ଜିଲ୍ଲା

ଖଇରଭାଡ଼ି ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ କଲସ ଶୋଭାଯାତ୍ରା

02-May-2024



(ଡୋଲେଶ୍ଵର ବାଗ )
ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ଖଇରଭାଡି  ଗ୍ରାମରେ ଆସନ୍ତା କାଳିଠୁ ଆରମ୍ଭ ହେବାକୁଥିବା ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଆଜି ଗ୍ରାମର ଶତାଧିକ ମହିଳା କଳସ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ପୋଖରୀରେ ପୂଜାର୍ଚ୍ଚନା କରି କଳସୀରେ ପାଣି ଉଠାଇ ସଂକିର୍ତନ ଦଳ ସହାୟତାରେ ଗ୍ରାମ ପରିକ୍ରମା କରିଥିଲେ । ସେଠାରୁ ପ୍ରହରୀ ମଣ୍ଡପରେ ପହଞ୍ଚି କଳସ ସ୍ଥାପନ କଲେ। ଏହି ନାମଯଜ୍ଞରେ ୮ଟି ସଂକିର୍ତନ ଦଳ ଅଂଶଗ୍ରହଣ କରିଛନ୍ତି। ଏହି ଗ୍ରାମରେ ଦିର୍ଘ ୩୦ ବର୍ଷ ପରେ ନାମଯଜ୍ଞ ହେଉଥିବାରୁ ଗ୍ରାମବାସୀ ବହୁତ୍ ଉତ୍ସାହିତ ଅଛନ୍ତି । ଉକ୍ତ ପ୍ରହରି ର କର୍ତ୍ତା ଭାବେ ଶ୍ରୀଯୁକ୍ତ ମହଗୁ ହଂସ ଧର୍ମପତ୍ନୀ ଶ୍ରୀମତୀ ଉମାକାନ୍ତି ହଂସ,ସଭାପତି ଶ୍ରୀ ଦଶରଥ ହଂସ , ଉପସଭାପତି ଶ୍ରୀ ମକରଧଜ ହଂସ , ନେତ୍ରାନନ୍ଦ ବାଗ ,ସମ୍ପାଦକ ରାଜେନ୍ଦ୍ର ହଂସ ,ସହ ସମ୍ପାଦକ ବିନୋଦ କୁମାର ହଂସ, କୋଷାଦଖ୍ୟ ଚେମନ୍  ନାଗ ,ସହଯୋଗ ହେମନ୍ତ କୁମାର ହଂସ ,ସହଯୋଗ ପୂର୍ଣ୍ଣଚନ୍ଦ୍ର ହଂସ, ସହଯୋଗ ମକୁନ୍ଦକୁମର୍ ହଂସ, ସହଯୋଗ ଜଳନ୍ଧର୍ ହଂସ  ମୁଖ୍ୟପୂଜକ ରବୀନ୍ଦ୍ର ପତି  ସହଗୋଗ୍ ପୂଜକ ପ୍ରବୀଣ ମୁଣ୍ଡ  ଭୋଗ ପୂଜକ ପ୍ରମୋଦ  ପଣ୍ଡା ଜପକ୍ ଅଶ୍ୱିନୀ ବେହରା,ଲମ୍ବୋଧର୍ ବାଗ ଚୋବନ୍ ହଂସ ,ନେତ୍ରାନନ୍ଦ ହଂସ ,ଧବଲେସ୍ଵର୍ ହଂସ,ତିରୁପତି ହଂସ ,ବୀଜାୟଲକ୍ଷ୍ମି ହଂସ ,ରୂପାଞ୍ଜଲି ହଂସ ,ପୂର୍ଣମୀ ହଂସ ପୁଷ୍ପାଞ୍ଜଳି ହଂସ ଅନିତା ହଂସ ରଶ୍ମିତା ହଂସ ପଙ୍କଜିନି ହଂସ ଙ୍କ ସମେତ ଗ୍ରାମର ଶତାଧିକ ମହିଳା ଏହି କଳସ ଶୋଭାଯାତ୍ରାରେ  ଅଂଶ ଗ୍ରହଣ କରିଥିଲେ ।ଏହି ନାମଯଜ୍ଞ ଆସନ୍ତା ଶନିବାର ପୂର୍ଣାହୁତି ହେବ ବୋଲି କମିଟି ତରଫରୁ ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026

You Might Also Like