-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ବିଧାୟକ ପ୍ରାର୍ଥୀ ଓ ସାଂସଦ ପ୍ରାର୍ଥୀନୀ ଙ୍କ ସହ ପ୍ରଚାରରେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

03-May-2024



ନୂଆପଡ଼ା - (ରାମନାଥ ପଣ୍ଡା)ନୂଆପଡ଼ା ଜିଲ୍ଲାକୁ ଆଜି ଆସି କେନ୍ଦ୍ର ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି ମନ୍ତ୍ରୀ ବିଶ୍ଵେଶ୍ୱର ଟୁଡୁ ଆସି ନିର୍ବାଚନୀ ସଭାରେ ଉଦବୋଧନ ଦେଇଥିବାବେଳେ ୫୯ ବର୍ଷ ବନାମ ୧୬ ବର୍ଷ ଶାସନକୁ ସମୀକ୍ଷା କରିବାପାଇଁ ଆହ୍ବାନ କରିଛନ୍ତି ।ବିଭିନ୍ନ ସ୍ଥାନରେ ପଥ ପ୍ରାନ୍ତ ସଭାଗୁଡ଼ିକରେ ଯୋଗଦାନ କରି ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ୬ ବର୍ଷ ଏବଂ ମୋଦୀଙ୍କ ୧୦ ବର୍ଷ ଶାସନ ହିସାବରେ ମୋଟ ୧୬ ବର୍ଷ ଶାସନର ଭାରତର ବିକାଶ ପ୍ରତି ଦୃଷ୍ଟି ଦେଇ ମୋଦୀ ଏବଂ ଭାରତୀୟ ଜନତା ପାର୍ଟିର ସଂକଳ୍ପ ସାକାର ହେବା ସହିତ ଉଭୟ ଦେଶ ଓ ରାଜ୍ୟରେ ବି ଜେ ପି ସରକାର ଗଠନ କରିବାକୁ ଅନୁରୋଧ କରିଥିଲେ ।କୋମନା ବସଷ୍ଟାଣ୍ଡ ଠାରେ ଆୟୋଜିତ ସଭାରେ ପୂର୍ବତନ ସାଂସଦ ବସନ୍ତ କୁମାର ପଣ୍ଡା,କଳାହାଣ୍ଡି ଲୋକସଭା ବି ଜେ ପି ଦଳୀୟ ପ୍ରାର୍ଥୀନୀ ମାଳବିକା ଦେଵୀ ଓ ନୂଆପଡା ବିଧାନସଭା ବି ଜେ ପି ଦଳୀୟ ପ୍ରାର୍ଥୀ ଅଭିନନ୍ଦନ ପଣ୍ଡା ଯୋଗଦାନ କରିଥିଲେ ।ଉଭୟ ବିଧାନ ସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଭୋଟ ଦେଇ ଜୟଯୁକ୍ତ କରିବାକୁ ଅନୁରୋଧ କରିଛନ୍ତି ।ମୋଦୀ ଗ୍ୟାରେଣ୍ଟି ଧାନର ସହାୟକ ମୂଲ୍ୟ ତିନି ହଜାର ଟଙ୍କା ତଥା ମୋଦୀଙ୍କ ଅନେକ ଜନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରି ଭୋଟ ଭିକ୍ଷା ମାଗୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like