-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ରାଜନୀତି

ସରିଲା ନାମାଙ୍କନ : କଣ୍ଟାମାଳରୁ ୭ଜଣ କଲେ ନାମାଙ୍କନ

04-May-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନାମାଙ୍କନର ଶେଷ ଦିନ ସୁଦ୍ଧା କନ୍ଧମାଳ ସଂସଦୀୟ କ୍ଷେତ୍ରର ୮୫-କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମୋଟ ୭ଜଣ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବୌଦ୍ଧ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ନିର୍ବାଚନ ରିଟର୍ନିଙ୍ଗ ଅଫିସର ଅତିରିକ୍ତ ଜଲ୍ଲାପାଳ ଦାରିଦ୍ର୍ୟ ଭଂଜନ ମଦନ ମୋହନ ପାତ୍ର ଙ୍କ ନିକଟରେ ୭ଜଣ ପ୍ରାର୍ଥୀ ମୋଟ ୧୨ଗୋଟି ପେପର ସେଟ ଦାଖଲ କରିଛନ୍ତି । ଏଥିରେ ୧- ବିଜେଡିରୁ ମହୀଧର ରଣା , ୨- ବିଜେପିରୁ କହ୍ନେଇ ଚରଣ ଡାଙ୍ଗ , ୩- କଂଗ୍ରେସରୁ ସରୋଜ କୁମାର ପ୍ରଧାନ, ୪- କୁଞ୍ଜ ବିହାରୀ ସିଂହ, ୫- ପ୍ରଫୁଲ୍ଲ ମଲ୍ଲିକ, ୬-ସତ୍ୟବ୍ରତ ସାହୁ, ୭- ସୁଧାଂଶୁ ଡାଙ୍ଗ ଆଦି ନାମାଙ୍କନ ପତ୍ର ଦାଖଲ କରିଛନ୍ତି l ଆଜି ୪ତାରିଖ ଶନିବାର ଦିନ ଜିଲ୍ଲାପାଳ ଙ୍କ ସଦଭାବନା ଗୃହରେ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ସ୍କୃଟିନି ଥିବାବେଳେ ମେ ମାସ ୬ତାରିଖ ଦିନ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି l ତେବେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଆଉ ଦୁଇଦିନ ସମୟ ବାକି ରହିଥିବାବେଳେ, ନିର୍ବାଚନ ମୈଦାନରେ କିଏ ରହିବ କିଏ ଯିବ ତାହା ଜାଣିବାକୁ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ସୁକତା ଓ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ ହୋଇଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like