-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ରାମପୁର ରୁ ପ୍ରଚାର ଆରମ୍ଭ କଲେ ସ୍ଵାଧୀନ ପ୍ରାର୍ଥିନୀ ସୋନାଲି ବିଶି

05-May-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ନିର୍ବାଚନ ମଣ୍ଡଳୀ ରେ ଏବେ ଏବେ ପ୍ରଚାର ଜମୁଛି ।ଘରକୁ ଘର ବୁଲି ପ୍ରାର୍ଥୀ ମାନେ ଯେ ଯାହାର ପ୍ରଚାର ରେ ଅଣ୍ଟା ଭିଡିଲେଣି। ସେହି ଅନୁପାତରେ ସୋନପୁର ବିଧାନସଭା ର ସ୍ଵାଧିନ ପ୍ରାର୍ଥିନୀ ସୋନାଲି ବିଶି ନିଜର ପ୍ରଚାର ଆରମ୍ଭ କରିଥିବା ଦେଖାଯାଇଛି। ରାମପୁର ଶିବ ମନ୍ଦିର ପ୍ରାଙ୍ଗଣ ରୁ ଏକ ପଦଯାତ୍ରା ମାଧ୍ୟମ ରେ ରାମପୁର ଗାଆଁ ଓ ବଜାର କୁ ପରିକ୍ରମା କରି ସେ ଭୋଟ ଭିକ୍ଷା କରିଛନ୍ତି। ପଦଯାତ୍ରା ରେ ପ୍ରଚାର ଗାଡ଼ି ରେ ଶହ ଶହ ପୁରୁଷ ଓ ମହିଳା ଚାଷୀ , ଯୁବକ, ଯୁବତୀ ପଦଯାତ୍ରା ରେ ସାମିଲ ଥିଲେ। ଜଏ କୋଶଲ୍ ଓ ଜଏ କିଶାନ୍ ଚାଷୀ ସରକାର୍ ନାରା ରେ ଗାଆଁ ଓ ବଜାର ପ୍ରକମ୍ପିତ ହୋଇଥିଲା। ପଥପ୍ରାନ୍ତ ସଭା ମାଧ୍ୟମରେ ଆଗାମୀ ଦିନ ରେ ଚାଷୀ ସ୍ବାର୍ଥ ଓ ଅଧିକାର  ପାଇଁ ଜୋରଦାର ଲଢେଇ ହେବ ବୋଲି ସୋନାଲି ନିଜ ଅଭିଭାଷଣ ରଖିଥିଲେ।

ଦୀର୍ଘ ଦୁଇ ମାସ ର ଲୋକସଂପର୍କ ମଧ୍ୟରେ ଧୀରେ ଧୀରେ ସୋନାଲି ଙ୍କ ପ୍ରତି ସ୍ଵତଃ ଜନ ସମର୍ଥନ ବୃଦ୍ଧି ପାଇବାରେ ଲାଗିଛି। ୨୫ବର୍ଷର  ସରକାର୍ ଥାଇ ସୋନପୁର ଆଜି ଦାଦନଗଡ, ଚାଷୀ ହତାଶା ର କେନ୍ଦ୍ର ପାଲଟିଛି ଏଥିପାଇଁ କେବଳ ଶାସକ ଦଳର ବିଧାୟକ ଙ୍କ ଅଦୂରଦର୍ଶୀ ନେତୃତ୍ୱ ଓ ବିରୋଧୀ ଙ୍କ ନୀରବତା ହିଁ ଦାୟୀ। ଏଣୁ ସବୁ ପାର୍ଟି ସରକାର୍ କୁ ପ୍ରତ୍ୟାଖ୍ୟାନ କରି ଚାଷୀ ସରକାର୍ ବନେଇବାର ମୂଳଦୁଆ ପକାଇବାରେ ୮୦ ଭାଗ ଚାଷୀ ଏକ ହେବା ବୋଲି ସେ କହିଛନ୍ତି। କ୍ରମାଗତ ଭାବରେ ଲୋକଙ୍କ ଜନ ସମର୍ଥନ ବୃଦ୍ଧି ପାଉଥିବା ଯୋଗୁଁ ତାଙ୍କର ବିଜୟ ସୁନିଶ୍ଚିତ ବୋଲି ଆମ ପ୍ରତିନିଧି ଙ୍କୁଏକ ସ୍ଵତନ୍ତ୍ର ସାକ୍ଷାତକାର ରେ ପ୍ରକାଶ କରିଛନ୍ତି  ସ୍ଵାଧୀନ ପ୍ରାର୍ଥିନୀ ସୋନାଲି ବିଶି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like