-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଅପରାଧ

କଣ୍ଟାମାଳ ରେ ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନୀ ପ୍ରଚାର “ଓଡିଶାର ବିକାଶ ବିରୋଧୀଙ୍କୁ ଦିଶୁନାହିଁ” : ପାଣ୍ଡିଆନ

06-May-2024



କଣ୍ଟାମାଳ, ତା 05.05 : ବରିଷ୍ଟ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ରବିବାର ବୌଦ୍ଧ ଜିଲ୍ଲା କଣ୍ଟାମାଳକୁ ତୋଫାନୀ ଗସ୍ତରେ ଆସି ସଦର ହାଇସ୍କୁଲ ପଡିଆରେ ଅପରାହ୍ନ ସାଢେ ତିନିଘଣ୍ଟା ସମୟରେ ଦଳୀୟ ସଭାରେ ଯୋଗଦେଇ ବିରୋଧୀ ଦଳକୁ ଟାର୍ଗେଟ କରିଛନ୍ତି  l    କେନ୍ଦ୍ର ସରକାର କାଳିଆ ଯୋଜନା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ ) ମିଶନଶକ୍ତି ଯୋଜନା ଏବଂ ଲକ୍ଷ୍ମୀ ବସ ସେବାକୁ ବନ୍ଦ କରିଦେବା ପାଇଁ ଯୋଜନା ଚଳାଇଛନ୍ତି  l  ବିରୋଧୀ ଦଳ ଗୁଡିକ ବିକାଶ ବିରୋଧୀ l   ଆଗାମି ନିର୍ବାଚନ ରେ ଓଡିଶାବାସୀ ତାହାର ଉଚିତ ଜବାବ ଦେବେ ବିରୋଧୀ ଯେତେ ଅପପ୍ରଚାର କଲେ ମଧ୍ୟ କାମ ଦେବନାହିଁ ବୋଲି ପାଣ୍ଡିଆନ

କହିଛନ୍ତି l କଣ୍ଟାମାଳ ବିଧାୟକ ପ୍ରାର୍ଥୀ ମହୀଧର ରଣା ନିଜ ପାଇଁ ଓ କନ୍ଧମାଳ ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ  l   ସାରା ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ହାୱା ବହୁଛି  l  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି, ମଧୁବାବୁ ପେନସନ, ଏବଂ ଲଷ୍ମୀ ବସ ସେବା ଭଳି ଜନ ମଙ୍ଗଳକାରୀ ଯୋଜନା ଗୁଡିକୁ ବନ୍ଦ କରିବା ପାଇଁ ଭାଜପା ଷଡଯନ୍ତ୍ର କରୁଛି l   ରାଜ୍ୟ ସରକାର ବର୍ଷକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବାବଦକୁ 3ହଜାର କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି  l  କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା ରେ ବର୍ଷକୁ 3ଶହ କୋଟି ଦେଉଛନ୍ତି l  ବିରୋଧୀ ଦଳକୁ ତୀବ୍ର ସମାଲୋଚନା କରି କହିଲେ ସେମାନେ ବିକାଶ ବିରୋଧୀ ଓଡିଶା ର ସବୁ ବିକାଶ କାମକୁ ବନ୍ଦ କରିବାକୁ ଚକ୍ରାନ୍ତ କରାଯାଉଛି   l   କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବିକାଶର ଧାରା ଚାଲିଛି  l  ଅଗାମି ଦିନରେ ବିକାଶର ଧାରାକୁ ଆଗକୁ ନେବାପାଇଁ ଆସନ୍ତା 20ତାରିଖରେ ମୋତେ ଏବଂ ଏମପି ପ୍ରାର୍ଥୀ ଡ଼. ଅଚ୍ୟୁତ ସାମନ୍ତ ଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବା ପାଇଁ ମହୀଧର ନିବେଦନ କରିଥିଲେ  l  ସେହିଭଳି କନ୍ଧମାଳ ଏମପି ଡ଼. ସାମନ୍ତ କହିଥିଲେ ରଥି ଏବଂ ସାରଥୀ ମଧ୍ୟରେ ସମନ୍ୱୟ ରହିଲେ ବିକାଶ ଆଗକୁ ଯାଇ ପାରିବ l 

 ବର୍ତମାନ ପାଣ୍ଡିଆନ ସାରଥୀ ଭୂମିକା ଠିକଭାବେ ନିଭାଉଥିବା ଯୋଗୁଁ ରାଜ୍ୟରେ ବିକାଶ ହେଉଛି ବୋଲି ଶ୍ରୀ ସାମନ୍ତ କହିଥିଲେ  l 

         କାର୍ଯ୍ୟକ୍ରମ ରେ ଅଧିକ ପରିମାଣରେ ମାଆ ମାନଙ୍କୁ ଦେଖି ଖୁସି ବ୍ୟକ୍ତ କରିଥିଲେ ଶ୍ରୀ ପାଣ୍ଡିଆନ l  ମାଆ ମାନଙ୍କୁ ମୁଖ୍ୟମନ୍ତ୍ରୀ ଅଧିକ ଭଲ ପାଉଅଛନ୍ତି l   ମୁଖ୍ୟମନ୍ତ୍ରୀ ବିଏସକେ୍ୱାଇ କାର୍ଡରେ ମାଆ ମାନଙ୍କୁ ଦଶ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ସୁବିଧା ପ୍ରଦାନ କରୁଛନ୍ତି  l   ବିନା ସୁଧରେ ଋଣ ପ୍ରଦାନ କରି ସେମାନଙ୍କୁ ସ୍ୱାବଲମ୍ବୀ କରାଯାଉଛି  l  ଏଣୁ ମେ 20ରେ ହେବାକୁଥିବା ନିର୍ବାଚନ ରେ ବିକାଶ କୁ ବିରୋଧ କରିବା ସହ ମିଛ ଓ ଅପପ୍ରଚାର କରୁଥିବା ବିରୋଧୀ ମାନଙ୍କୁ ଉଚିତ ଜବାବ ଦେବା ନିମନ୍ତେ କଣ୍ଟାମାଳ ବିଜେଡି ବିଧାୟକ ପ୍ରାର୍ଥୀ ମହୀଧର ରଣା ଓ କନ୍ଧମାଳ ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଙ୍କୁ ଶଙ୍ଖ ଚି଼ହ୍ନ ରେ ଭୋଟ ଦେଇ ଜୟଯୁକ୍ତ କରାଇବା ପାଇଁ ନିବେଦନ କରିଥିଲେ    l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like