-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

ନବରଙ୍ଗପୁରରେ ପିଏମ ମୋଦିଙ୍କ ଜୋରଦାର ପ୍ରଚାର

06-May-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
-ନବରଙ୍ଗପୁରରେ ଜୋରଦାର ପ୍ରଚାର କରି ରାଜ୍ୟ ସରକାରକୁ ନିଶାନା ସାଧିଛନ୍ତି ପିଏମ ମୋଦି । ଓଡ଼ିଶାରେ ଏଥର ବିଜେଡି ଯିବ ବିଜେପି ଆସିବ। ବିଧାନସଭାରେ ବିଜେପିକୁ ବମ୍ପର ବିଜୟ ମିଳିବ। ବିଜେଡି ୨୫ବର୍ଷ ମଧ୍ୟରେ ଆପଣଙ୍କ ସମସ୍ୟା ଦୂର କରିନି। ଆପଣଙ୍କ ଆଶୀର୍ବାଦରେ ଓଡ଼ିଶାରେ ପ୍ରଥମ କରି ଡବଲ ଇଞ୍ଜିନ ସରକାର ହେବ। ବ୍ରହ୍ମପୁର ପରେ ନବରଙ୍ଗପୁରରେ ମଧ୍ୟ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ମୋଦୀ। ଓଡ଼ିଶାରେ ବିଜେପି ସରକାର ଗଢିବ ବୋଲି ଦୃଢୋକ୍ତି ବାଢିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିଜେପିର ବିଜୟରେ ଓଡ଼ିଶାକୁ ନୂଆ ଶକ୍ତି ଓ ନେତୃତ୍ୱ ମିଳିବ। ଓଡ଼ିଶାର ପୁଅ କିମ୍ବା ଝିଅ ମୁଖ୍ୟମନ୍ତ୍ରୀ ହେବେ, କେହି ବାହାର ଲୋକ ନୁହେଁ। ଯିଏ ଓଡ଼ିଆ ଲୋକଙ୍କ ସମସ୍ୟା ଜାଣିଛି, ବୁଝିଛି, ସମାଧାନ ଜାଣିଛି, ଲୋକଙ୍କ ସହିତ ଜଡିତ ଅଛି, ବିଜେପି ସେମିତି ଜଣେ ଲୋକକୁ ମୁଖ୍ୟମନ୍ତ୍ରୀ କରିବ। ଏହା ମୋଦୀଙ୍କ ଗ୍ୟାରେଣ୍ଟି ବୋଲି ନବରଙ୍ଗପୁର ସଭାରେ କହିଛନ୍ତି ପ୍ରଧାନମନ୍ତ୍ରୀ। ଏଥର ଲୋକସଭାର ସମସ୍ତ ୨୧ଟି ସିଟରେ ପଦ୍ମ ଫୁଟିବ ଏବଂ ବିଧାନସଭାରେ ବିଜେପିକୁ ବମ୍ପର ବିଜୟ ଦେବାକୁ ଜନସାଧାରଣଙ୍କୁ ସମ୍ବୋଧନ ଦେଇ କହିଛନ୍ତି ମୋଦୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା