-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସଦର ବ୍ଲକରେ କଳିକେଶ ଙ୍କ ମହିଳା କର୍ମକର୍ତ୍ତା ସମାବେଶ

06-May-2024



(ପ୍ରେରଣା ଖବର )
ମିର୍ଦ୍ଧାପାଲି ପଞ୍ଚାୟତ ର କଅଗାଁ ଗ୍ରାମ ଠାରେ ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା। ମହିଳା ମାନଙ୍କ ସମସ୍ତ ସମସ୍ୟା କୁ ନେଇ ଆଲୋଚନା ହୋଇଥିଲା। ତାଙ୍କ ସମସ୍ତ ଦାବି ଓ ସମସ୍ୟା ର ସମାଧାନ ପାଇଁ ଦୃଢ ପଦକ୍ଷେପ ଗ୍ରହଣ କରାଯିବ ବୋଲି କଥା ଦେଇଥିଲେ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓ ଏବଂ ବିଜୁ ଜନତା ଦଳ କୁ ଦୁଇଟି ଭୋଟ ଦେଇ ଗୋଟିଏ ସାସଂଦ ପାଇଁ ସୁରେନ୍ଦ୍ର ସିଂଭୋଇ ଙ୍କ ଓ ଆଉଗୋଟେ ନିଜ ପାଇଁ ଅନୁରୋଧ କରି ମାଁ ମାନଙ୍କର ଆଶୀର୍ବାଦ କାମନା କରିଥିଲେ । ଏହି ସମାବେଶ କୁ ପରିଚାଳନା କରିଥିଲେ ବଲାଙ୍ଗିର ସଦର ମହିଳା ବ୍ଲକ ସଭାନେତ୍ରୀ ରିନା ଭରାସାଗର ସଭା ରେ ସଭାପତିତ୍ବ କରିଥିଲେ ଯୁବ ସଭାପତି ରାଜେନ୍ଦ୍ର ହୋତା  ନେତୃତ୍ବ ମାନଙ୍କ ମଧ୍ୟରେ ଜିଲ୍ଲା ସାଧାରଣ ସଂପାଦକ କୈଳାଶ ଚନ୍ଦ୍ର ମହାନ୍ତୀ , ବିଧୁଭୁଷଣ ତ୍ରିପାଠୀ , ସୁକାନ୍ତ ପାଣିଗ୍ରାହୀ , ଗୋଲାପ ବାଗ , ପ୍ରଦ୍ୟୁମ୍ନ ହୋତା , ବ୍ଲକ ସଭାପତି ନିହାର ରଞ୍ଜନ ସ୍ବାଇଁ , ବ୍ଲକ ଅଧ୍ୟକ୍ଷା ସରିତା ବାଗ , ପୁଷ୍ପାଞ୍ଜଳୀ ହୋତା ଅନାମିକା ହୋତା , ସୁରୁସୁତା ବାଗ ମଞ୍ଚାସିନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026

You Might Also Like

               
  ଜିଲ୍ଲା  

ଗଣିତ ଗବେଷଣା