-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବାଲୁକା ଶିଳ୍ପୀ ଓଁମ ପ୍ରକାଶ ପାଇଲେ ଡକ୍ଟୋରେଟ ଉପାଧି

06-May-2024



କର୍ଲାମୁଣ୍ଡା:୬/୫(ପ୍ରଦୀପ କୁମାର ସାହୁ)
ୱେବିବକ ୟୁନିଭର୍ସିଟି, ଘାନା ତରଫରୁ ଓମ ପ୍ରକାଶ ସାହୁଙ୍କୁ ଡ଼କ୍ଟରେଟ ଉପାଧିରେ ସମ୍ମାନିତ ହୋଇଥିବା ଜଣାପଡିଛି l ନୂଆଦିଲ୍ଲୀ ସ୍ଥିତ କନଷ୍ଠିଚ୍ୟୁସନ କ୍ଲବ ଅଫ ଇଣ୍ଡିଆ ଠାରେ ଲତା ଫାଉଣ୍ଡେସନ ଓ ଏକ୍ସସ୍କଲୁସିଭ ୱାର୍ଲଡ଼ ରେକର୍ଡ ତରଫରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରେ ୱେବିକ ବିଶ୍ୱବିଦ୍ୟାଳୟ, ଘାନା ର କୁଳପତି ଡ଼ଃ ଫେଲିକ୍ସ ଅଫୋସୁ ଡିଜନ ସମସ୍ତ ପ୍ରତିଭା ମାନଙ୍କୁ ଉପଢୌକନ ସହ ମାନପତ୍ର ଦେଇ ସମ୍ମାନିତ କରିଥିଲେl  ଓଁମ ପ୍ରକାଶ ସାହୁ ଙ୍କ ଘର ହେଉଛି କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ  ପଞ୍ଚାୟତ ଡଙ୍ଗରମୁଣ୍ଡା ଗ୍ରାମ ରେ। ଶ୍ରୀ ସାହୁ ବିକ୍ରମ ଦେବ ସରକାରୀ ଚାରୁ ଓ କାରୁ କଳା ବିଦ୍ୟାଳୟ, ଖଲ୍ଲିକୋଟ ଚାରୁ ଓ କାରୁକଳା ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ରୁ ଚିତ୍ରକଳାରେ ମାଷ୍ଟର ଅଫ ଭିଜୁଆଲ ଆର୍ଟ ସମାପ୍ତ କଲାପରେ ଶିକ୍ଷକ ତାଲିମ ଗ୍ରହଣକରି ବର୍ତ୍ତମାନ ବଲାଙ୍ଗିର ଜିଲ୍ଲା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ, ପ୍ରତାପପୁର ଠାରେ ଶିକ୍ଷକତା କରୁଛନ୍ତି l ତାଙ୍କଦ୍ୱାରା ନିର୍ମିତ  "ଭାରତର ସଂସ୍କୃତି ଓ ଐତିହ୍ୟ ", "ବାର୍ଥ ଆନିଭର୍ସରୀ ଅଫ ନେତାଜୀ,"ଓ ଓଡିଶା ର ଐତିହ୍ୟ ଉପରେ ଆଧାରିତ ସର୍ବୋଚ୍ଚ ବାଲୁକା ଭାସ୍କର୍ଯ୍ୟ କଳା ତିନିଥର ବିଶ୍ୱରେକର୍ଡ ହାସଲ କରିଛି l ଓ ସେ ଦେଶ ବିଦେଶରୁ ଅନେକ ସରକାରୀ ବେସରକାରୀ ଆନୁଷ୍ଠାନରୁ ସମ୍ମାନିତ ହେବା ସହ ବାଲୁକା କଳାରେ ଗବେଷଣା ଜାରିରଖିଛନ୍ତି l ଉକ୍ତ ସମ୍ମାନ ପଇଲା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ଆସି ପହଁଞ୍ଚୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା