-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଟ୍ରେନ୍‌ରେ ତାମିଲନାଡୁ ଯାଉଥିବା ସମୟରେ ଅଧବାଟରେ ଯୁବକ ନିଖୋଜ

07-May-2024



ବୀରମହାରାଜପୁର(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନ ଉଫୁଲା ଗ୍ରାମର ୨୮ ବର୍ଷର ସୁବ୍ରତ ଦଣ୍ଡସେନାଙ୍କ ଆର୍ଥିକ ସ୍ଥିତି ଭଲ ନଥିବାରୁ ରୋଜଗାର ପାଇଁ ଟ୍ରେନ୍‌ରେ ତାମିଲନାଡୁକୁ ଯାଉଥିଲେ। କିନ୍ତୁ ଅଧବାଟରେ ସେ ନିଖୋଜ ହୋଇଯାଇଛନ୍ତି। ସୁବ୍ରତ ନିଖୋଜ ହେଲା ପରେ ପରିବାର ଲୋକଙ୍କର ଚିନ୍ତା ବଢ଼ିଯାଇଥିବା ବେଳେ ତାଙ୍କୁ ନେଇକି ତାମିଲନାଡୁ ଯାଉଥିବା ଦାଦନ ଦଲାଲଙ୍କ ଭୂମିକା ସନ୍ଦେହ ଘେରରେ ରହୁଛି।

   ସୂଚନା ଅନୁସାରେ ସୁବ୍ରତ, ତାଙ୍କର ସ୍ତ୍ରୀ ରଞ୍ଜିତା, ଶାଶୁ କଳ୍ପନା ଓ ଏକ ଶିଶୁ ଗତ ୨ ତାରିଖରେ ବିନିକା ଯାଇଥିଲେ। ସେଠାରୁ ଜଣେ ଦାଦନ ଦଲାଲଙ୍କ ସହିତ ତାମିଲନାଡୁ ଅଭିମୁଖେ ବାହାରିଥିଲେ। ରଞ୍ଜିତା ଓ କଳ୍ପନାଙ୍କ କହିବା ଅନୁସାରେ ୨ ତାରିଖରେ ସେମାନେ ପ୍ରଥମେ ବଲାଙ୍ଗୀରରୁ ଟିଟିଲାଗଡ଼ ଦେଇ ଟ୍ରେନ ଯୋଗେ ତାମିଲନାଡୁ ଯାଉଥିଲେ। ରାତି ପ୍ରାୟ ୮ଟା ବେଳେ ଦୁର୍ବାଦ ଷ୍ଟେସନ ପରେ ସୁବ୍ରତ ଶୌଚାଳୟ ଯାଇଥିବା ବେଳେ ପ୍ରବଳ ଭିଡ଼ ଯୋଗୁଁ ଟ୍ରେନରୁ ତଳେ ପଡ଼ିଯାଇଥିଲେ। ଟ୍ରେନ୍‌ରେ ଘଟଣା ସଂପର୍କରେ ଅନ୍ୟମାନଙ୍କ ଠାରୁ ଶୁଣିବା ପରେ ଚେନ୍‌ ଟାଣି ଟ୍ରେନକୁ ଅଟକା ଯାଇଥିଲା। କିନ୍ତୁ ସେତେବେଳକୁ ଟ୍ରେନ୍‌ଟି ପ୍ରାୟ ୮କିଲୋମିଟର ଦୁରରେ ଅଟକି ଥିଲା। ସେଠାରୁ ବହୁତ ଖୋଜାଖୋଜି କଲାପରେ ମଧ୍ୟ ସୁବ୍ରତର କୌଣସି ପତ୍ତା ମିଳିନାଥିଲା।ଏହା ପରେ ପରିବାର ଲୋକଙ୍କୁ ଫୋନ ମାଧ୍ୟମରେ ୪ତାରିଖରେ ସୂଚନା ଦିଆଯାଇଥିଲା। ପରିବାରର ଲୋକମାନଙ୍କ କହିବା କଥା ହେଲା ଉଭୟ ସ୍ବାମୀ-ସ୍ତ୍ରୀଙ୍କ ମଝିରେ ମଝିରେ କଳି ହେଉଥିଲା। ସୁବ୍ରତ ଜଣେ ବୁଦ୍ଧିମାନ ଯୁବକ। ସେ ଟ୍ରେନରୁ କେମିତି ଖସି ପଡ଼ିବ ବୋଲି କହୁଛନ୍ତି। ସେପଟେ କଳ୍ପନା ଓ ରଞ୍ଜିତିକୁ ନେଇ ଦାଦନ ସର୍ଦ୍ଦାର ଉଫୁଲାକୁ ଆଣିବି କହି ଉଫୁଲା ଠାରୁ ଏକ କିଲୋମିଟର ଦୂର କାନପୁର ଛକ ଠାରେ ମା’-ଝିଅଙ୍କୁ ଓହ୍ଲାଇ ଫେରି ଯାଇଥିଲା। ସେଥିପାଇଁ ଦଲାଲର କାର୍ଯ୍ୟ ସନ୍ଦେହ ଘେରରେ ରହିଛି।କଳ୍ପନାଙ୍କ କହିବା ଅନୁସାରେ ଦଲାଲଙ୍କ ଘର ବିନିକା ଥାନା କଉଡ଼ିଆମୁଣ୍ଡା। ସୋମବାର ଦିନ ପରିବାର ଲୋକେ କଉଡ଼ିଆମୁଣ୍ଡା ଯାଇଥିଲେ ମଧ୍ୟ ଦଲାଲର କୌଣସି ଖବର ପାଇନଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା