-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲାରେ ବିଜେଡି ନିର୍ବାଚନ କାର୍ଯ୍ୟାଳୟ ଉଦଘାଟିତ

07-May-2024



ସିନ୍ଧେକେଲା(ଦୀନେଶ ଜୈନ): କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ଦ୍ୱାରସେହ୍ନି ମନ୍ଦିର ସମ୍ମୁଖ ମେନରୋଡ଼ରେ ସିନ୍ଧେକେଲା ଜୋନସ୍ତରୀୟ ବିଜେଡି ନେତୃବୃନ୍ଦଙ୍କ  ଉପସ୍ଥିତିରେ ବିଜେଡି ନିର୍ବାଚନ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି । ବିଜେଡି ଜିଲ୍ଲା ଉପ ସଭାପତି ଉମାକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ 

ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ପର୍ଯ୍ୟବେକ୍ଷକ ଦେବେନ୍ଦ୍ର ଦାସ ପହଞ୍ଚି ଉକ୍ତ ୨୦୨୪ ସାଧାରଣ ନିର୍ବାଚନ ପାଇଁ କାର୍ଯ୍ୟାଳୟର ଫିତା କାଟି ଶୁଭ ଉଦଘାଟନ କରିଥିଲେ । କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନିଜେ ବିଧାୟକ ପ୍ରାର୍ଥୀ ହୋଇଥିବା ହେତୁ ବହୁ ଉତ୍ସାହର ସହିତ ଶତାଧିକ କର୍ମୀଙ୍କ ଗହଣରେ କାର୍ଯ୍ୟାଳୟ ଉଦଘାଟନ କରାଗଲା। ଏହି ଅବସରରେ କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ପ୍ରାର୍ଥୀ ଅଜୟ ଦାସ, ବିଜେଡିର ସିନ୍ଧେକେଲା ଅଞ୍ଚଳର ଭୀଷ୍ମ ପିତାମହ ମୁନିରାଜ ଜୈନ, ବିଜେଡି ଜିଲ୍ଲା ଉପ ସଭାପତି ବୁଲୁ ସିଂଦେଓ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସନ୍ତୋଷ ନାଏକ, ରୂପେଶ ବେହେରା, ରାଜ୍ୟ ସଭା ସାଂସଦ ପ୍ରତିନିଧି ତଥା ସିନ୍ଧେକେଲା ବଣିକ ସଙ୍ଘ ସଭାପତି ସୁବାଷ ଜୈନ, ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ଅଲଣ୍ଡା ସରପଞ୍ଚ ଯୁବରାଜ ବାଗ, ଅରସାତୁଲା ସରପଞ୍ଚ ସଞ୍ଜୟ ପୁଟେଲ, ଝଲପ ସରପଞ୍ଚ ଗୋବିନ୍ଦ ପୁଟେଲ, ଠେମରା ସରପଞ୍ଚ ଲକ୍ଷ୍ମୀଧର ବାଗ, ଗନ୍ଧରଲା ସରପଞ୍ଚ ପ୍ରଦୀପ ଜାଳ, ଦେଢ଼ଗାଁ ସରପଞ୍ଚ ଯୋସିଏଲ ସେନାପତି, ଗଣ୍ଡା ବେହେରା, ରାଜା ଅରୁଣ ସିଂଦେଓ,  ଦିଲୀପ ପାଣ୍ଡିଆ, ବ୍ଲକ ଯୁବ ବିଜେଡି ସଭାପତି ଭକ୍ତବନ୍ଧୁ ବେହେରା , ପବିତ୍ର ରଣା , ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ମହିଳା ନେତ୍ରୀ ଅନିତା ଦଣ୍ଡସେନା , ଦେବରାଜ ଦଣ୍ଡସେନା , ଲଳିତ ସାହୁ, ପୂର୍ବତନ ସମିତି ସଭ୍ୟ ବିସମ୍ବର ସାହୁ , ଭିକାରୀ ବେହେରା, ବାବୁଲାଲ ଅଦା , ଦ୍ରୋପଦ ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ବେହେରା, ପୂର୍ବତନ ଦେଢ଼ଗାଁ ସରପଞ୍ଚ ସୁଶୀଲ ସାହୁ , ରାଜିନ୍ଦ୍ର ଛୁରା, ଅମିତ ସାହୁ, ସଞ୍ଜୟ ବାଗ, ମନୋଜ ଅଗ୍ରୱାଲ, ନୟନ ବେହେରା , ନେତ୍ର ବେହେରା, ପ୍ରଦୀପ ପୁଟେଲ, ସନ୍ତୋଷ ନାଗ, ଉଦୟ ନାଗ, ବେଣୁ ବେହେରା, ଗୌରାଙ୍ଗ ମହାନନ୍ଦ, ଫକୀର ତ୍ରିପାଠୀ, ରାମ ଅବତାର ଜୈନ ପ୍ରମୁଖଙ୍କ ସହ ଶତାଧିକ ଜନସାଧାରଣ ସାମିଲ ହୋଇଥିଲେ । ଉଦଘାଟନୀ ଅବସରରେ ଝଲପ ପଂଚାୟତର ବିଜେପି ନେତା ସତ୍ୟବାନ ସାହୁ, ପବିତ୍ର ସାହୁ, ସତ୍ୟ ନାରାୟଣ ସାହୁ, ମହେନ୍ଦ୍ର ସାହୁ , ନାଏବ ସରପଞ୍ଚ ଝସକେତନ 

ବାରିକ ପ୍ରମୁଖ ବିଜେଡିର ଯୋଗଦାନ କରିଥିଲେ । ସେମାନଙ୍କୁ ବିଜେଡି ପକ୍ଷରୁ ପୁଷ୍ପମାଲ୍ୟ ସହ ସମ୍ମାନିତ କରାଯାଇଥିଲା । ଉକ୍ତ ସଭାରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲକ୍ଷ୍ୟାଧିକ ଭୋଟରେ ତଥା ବଲାଙ୍ଗୀର ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂଦେଓଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ଆହ୍ୱାନ ନେତାମାନେ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା