-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଅପରାଧ

ବଲାଙ୍ଗିର: ବିଜେପି ର ସଂକଳ୍ପ ପତ୍ର ଉନ୍ମୋଚିତ

07-May-2024



ବଲାଙ୍ଗିର (ଚିତ୍ରସେନ ବେହେରା ): 25 ବର୍ଷର ଓଡ଼ିଶା ଶାସନ ରେ ରାଜ୍ୟରେ ଗଣତାନ୍ତ୍ରିକ ବ୍ୟବସ୍ଥା ବୋଲି କିଛି ନାହିଁ l ଏଠାରେ ଦୁର୍ନୀତି ଗ୍ରସ୍ତ ଅଫିସରଙ୍କ ରାଜୁତି ଚାଲିଛି l ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନ ର ହତ୍ୟା ହେଉଛି ବୋଲି ବିଜେପି ପକ୍ଷରୁ l କୁହାଯାଇଛି l ବିପୁଳ ପ୍ରାକୃତିକ ସମ୍ପଦ, ଜଳ ସମ୍ପଦ ଓ ବିସ୍ତୀର୍ଣ୍ଣ ବେଳାଭୂମି ରେ ପରିପୂର୍ଣ୍ଣ ଆମ ରାଜ୍ଯ ଆଜି କାହିଁକି ପଛରେ ପଡିଛି , ତାର ଜାବାବ ରାଜ୍ଯ ସରକାର ରଖନ୍ତୁ ବୋଲି ବିଜେପି ଦାବି କରିଛି ବଲାଙ୍ଗିର ବିଜେପି ଦଳ  ତରଫରୁ ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ  ହୋଇ ଥିଲା l ଏଥିରେ ରାଜ୍ଯ ବିଜେପି ମୁଖପତ୍ର ସତ୍ୟବ୍ରତ ପଣ୍ଡା ଯୋଗ ଦେଇ ଓଡିଶା ପରି ଏକ ରାଜ୍ୟରେ ନବୀନ ପଟ୍ଟନାୟକ ଙ୍କ ନାଁ ରେ ଜଣେ ତାମିଲ ବ୍ଯକ୍ତି ଶାସନ କରୁଛନ୍ତି l ରାଜ୍ଯବାସୀ ଙ୍କୁ ସରକାର ଆଉ ବୋକା ବନାଇ ପାରିବେ ନାହିଁ l ଓଡ଼ିଶାରେ ଅଉ ତାମିଲ ଶାସନ ଚାଲି ପାରିବ ନାହିଁ l ଆଉ କିଛି ଦିନ ପରେ ଏହି ସରକାରର ଏକ୍ସପାଏରି ଡେଟ ସରି ଯିବ ଓ ରାଜ୍ୟରେ ନରେନ୍ଦ୍ର ମୋଦୀ ଙ୍କ ସରକାର ଚାଲିବ ବୋଲି ଶ୍ରୀ ପଣ୍ଡା କହିଥିଲେ l ଏହି ଅବସରରେ ଦଳ ପକ୍ଷରୁ ରାଜ୍ୟ ସରକାରଙ୍କ ବିରୋଧରେ ଅଭିଯୋଗ ପତ୍ର ଓ ବିଜେପି ର ସଂକଳ୍ପ ପତ୍ର ଉନ୍ମୋଚିତ ହୋଇଥିଲା l ଏହି ସାମ୍ବାଦିକ ସମ୍ବିଳନୀରେ ସମ୍ପଦ ବିଜେପି ଜିଲ୍ଲା ସଭାପତି ଶିବାଜି ମହାନ୍ତି, ବଲାଙ୍ଗୀର ବିଧାୟକ ପାର୍ଥି ଗୋପାଲଜୀ ପାଣିଗ୍ରାହୀ,ବରିଷ୍ଠ ବିଜେପି ନେତା ଯଜ୍ଞେଶ୍ଵର, ବାବୁ,ଧୀରେନ୍ ସେନାପତି ଓ ସାଂସଦଙ୍କ ସଂଯୋଜକ ଦିନେଶ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ l 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like