-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

କଳାହାଣ୍ଡି ନର୍ଲା କଂଗ୍ରେସ ଗର୍ଜନ ରେ ଥରହର ବିରୋଧୀ .ମାରାଥନ ପ୍ରଚାର କରି ଯୁବ ଗୋଷ୍ଟି କୁ ଆକୃଷ୍ଟ କଲେ ଭକ୍ତ ଦାସ

07-May-2024



ନର୍ଲା( ଚିନ୍ତାମଣି ନାଏକ )
କଳାହାଣ୍ଡି ସଂସଦୀୟ କ୍ଷେତ୍ର ନର୍ଲା ବିଧାନସଭା ଆସନ ଗୋଟି ବିଭିନ୍ନ ସମୟରେ ଚର୍ଚ୍ଚା କୁ ଖୋରାଗ ଯୋଗାଇ ଆସିଥାଏ, ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ନର୍ଲା ନିର୍ବାଚନ ମଣ୍ଡଳୀ ର ଉତ୍ତପ୍ତ ବଢ଼ି ବଢ଼ି ଚାଲିଛି କଂଗ୍ରେସ୍ ରୁ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଟ ଅନୁଭବୀ ଭକ୍ତ ଚରଣ ଦାସ ନର୍ଲା ଆସନ ପାଇଁ ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ରୁ ରିପିଟ ପ୍ରାର୍ଥି କୃଷକ ନେତା ଅନିରୁଦ୍ଧ ପଧାନ ଙ୍କୁ ଦଳ ଟିକେଟ ଦେଇଛି ଏହାରି ଭିତରେ ବିଜେଡି ଅନେକ ହେବି ୱେଟ୍ ଅଭିଜ୍ଞ ନେତା ଙ୍କୁ ପଛରେ ପକାଇ ବ୍ଲକ୍ ଅଧ୍ୟକ୍ଷା ମନୋରମା ମହାନ୍ତି ଙ୍କୁ ପ୍ରାର୍ଥୀ କରାଇ ମହିଳା କାର୍ଡ ଖେଳିଛି, ଏହି ପରି ଭାବରେ  ବିଭିନ୍ନ ଦଳର 9 ଜଣ ଦଳୀୟ ପ୍ରାର୍ଥୀ ଥିବାବେଳେ 3 ଜଣ ସ୍ବାଧୀନ ପ୍ରାର୍ଥୀ ଭାବରେ ସର୍ବମୋଟ 12 ଜଣ ମଇଦାନ କୁ ଓହ୍ଲାଇଛନ୍ତି। ଏହି ଆସନରେ ବିଜେପି ମୋଦି ଗ୍ୟାରେଣ୍ଟି ଓ କୃଷକ ମାନଙ୍କୁ ନେଇ ନିର୍ବାଚନ ଲଢ଼ୁଥିବା ବେଳେ ବିଜେଡି ନେତ୍ରୀ ମନୋରମା ମହାନ୍ତି ମିଶନ ଶକ୍ତି ମହିଳା ଓ ମୁଖ୍ୟମନ୍ତ୍ରୀ ଙ୍କୁ ଆୟୋଧ କରି ଲୋକଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି ଏଭଳି ଏକ ଗୁରୁତ୍ଵ ପୂର୍ଣ୍ଣ ଘଡି ସନ୍ଧି ମୁହୂର୍ତ୍ତରେ ଭେଟରାନ ଭକ୍ତ ଚରଣ ଦାସ ଲଗାତାର ଭାବେ ଗୋଟିଏ ସପ୍ତାହ ଧରି ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ଅଞ୍ଚଳ କୁ ମାରାଥନ୍ ପ୍ରଚାର କରୁଛନ୍ତି ଭୋଟ ଗ୍ରହଣ ତାରିଖ ଆଉ ଅଳ୍ପ ଦିନ ଥିବା ବେଳେ ଭକ୍ତ ଦାଶ ଙ୍କ ଏଭଳି ପ୍ରଚାର ଯୁବ ଭୋଟର ମାନଙ୍କୁ ଆକୃଷ୍ଟ କରିବା ସହ ଆନନ୍ଦ ଭରିଦେଇଛି ଭକ୍ତ ଙ୍କ ଏଭଳି ଜନ ସମର୍ଥନ ଧ୍ଟ ତ ଗତିରେ ବଢୁଥିବା ଦେଖି ବିରୋଧୀ ଙ୍କ ହୃଦ୍ ସ୍ପନ୍ଦନ ବଢ଼ି ଇତତସ୍ତ ହେଉଥିବା ରାଜନୀତି ମହଲରେ ଚର୍ଚ୍ଚା ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା