-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଅପରାଧୀଙ୍କୁ ପ୍ରଶୟ ଦେଉଥିବା ରାଜପରିବାର ଅପରାଧ ମୁକ୍ତ ମିଛ ନାରା ଦେଉଛନ୍ତି -ସମରେନ୍ଦ୍ର  ବଳାଙ୍ଗୀର କୁ କ୍ରାଇମ କେପିଟାଲ କହି ମୁଖ୍ୟମନ୍ତ୍ରୀ ଅପାରଗ ବୋଲି ସ୍ବୀକାର କରୁଛନ୍ତି ବିଜେଡି ନେତା - ସମରେନ୍ଦ୍ର 

07-May-2024



ବଲାଙ୍ଗୀର(ପ୍ରେରଣା ଖବର ): ଗତ ଦଶବର୍ଷ ହେଲା ବଲାଙ୍ଗୀର ସହର ତଥା ଆଖପାଖ ଅଞ୍ଚଳର ସାଧାରଣ ଜନତା ହୁଅନ୍ତୁ କି ବ୍ୟବସାୟୀ ସମସ୍ତେ କିପରି ଶାନ୍ତିପୂର୍ଣ ଜୀବନଯାପନ ତଥା ବ୍ୟବସାୟ କରନ୍ତୁ ସେ ଉପରେ ମାନ୍ୟବର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ସ୍ଥାନୀୟ ପୋଲିସ ପ୍ରଶାସନ ତଥା ରାଜ୍ୟ ଗୃହ ବିଭାଗ ଉପରେ  ଚାପ ପକାଇ ଯେତେ ସମ୍ଭବ ବଲାଙ୍ଗୀର ଅଞ୍ଚଳକୁ ଏକ ଶାନ୍ତି ସୌହାର୍ଦ୍ୟପୂର୍ଣ୍ଣ ଅଞ୍ଚଳ ଭାବେ ଗଢି ତୋଳିଛନ୍ତି କିନ୍ତୁ ଦୁଃଖର ବିଷୟ ବଲାଙ୍ଗୀର ର ସ୍ଥାନୀୟ ବିଜେଡିର ରାଜନେତା ତଥା ଆମ ପ୍ରତିଦ୍ବନ୍ଦୀ ବଲାଙ୍ଗୀରକୁ "ଅପରାଧୀଙ୍କ ରାଜଧାନୀ" ବୋଲି ଆଖ୍ୟା ଦେଇ 

ଦେଇ କେବଳ ବଲାଙ୍ଗୀରକୁ ବଦନାମ କରୁନାହାନ୍ତି, ତା ସହିତ ଗୃହ ବିଭାଗ ଦାୟିତ୍ୱରେ ଥିବା ନିଜ ଦଳର ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପାରଗ ବୋଲି ପ୍ରମାଣ କରୁଛନ୍ତି ବୋଲି ଆଜି ଆଜି ବଲାଙ୍ଗୀର ବ୍ଲକ ଅନ୍ତର୍ଗତ ଭାନପୁର, ସାଉଁତମୁଣ୍ଡା, ପ୍ରତାପପୁର,ଶିରୀଶ ଓ ନୁନିଆଢିପ ଗାଁ ରେ ଜନଆଶୀର୍ବାଦ ସଭାରେ ବଲାଙ୍ଗୀର ବିଧାନସଭା ପାଈଁ କଂଗ୍ରେସ ଦଳର ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ଭାଷଣରେ କହିଛନ୍ତି l 

ଏହି ନିର୍ବାଚନୀ ସଭାରେ ସମରେନ୍ଦ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଗତ ନିର୍ବାଚନରୁ ଆଜି ପର୍ଯ୍ୟନ୍ତ ଯେଉଁ ରାଜପରିବାରର ଆମ ପ୍ରତିଦ୍ବନ୍ଦୀ ବଲାଙ୍ଗୀରର କୁଖ୍ୟାତ ଅପରାଧୀ ମାନଙ୍କୁ ନେଇ ନିଜ ନିର୍ବାଚନ ପରିଚାଳନା କରୁଥିଲେ, ଯେଉଁ ରାଜପରିବାର ବିରୁଦ୍ଧରେ ନିଜ ବୋହୁ ବଧୂ ନିର୍ଯାତନା ମାମଲା ରୁଜୁ କରିଛନ୍ତି ସେମାନେ ଆଜି ଅପରାଧମୁକ୍ତ ବଲାଙ୍ଗୀରର ମିଛ ସ୍ବପ୍ନ ସାଧାରଣ ଜନତାଙ୍କୁ ଦେଖାଉଛନ୍ତି ଲଲୋକେ ଠିକ ଜାଣିଲେଣି ଏହି ନିର୍ବାଚନରେ ନିଶ୍ଚିତ ଭାବେ ଶିକ୍ଷା, ରୋଜଗାର, ଜଳସେଚନ ଗମନାଗମନ, ସ୍ୱାସ୍ଥ୍ୟ ସର୍ବୋପରି ବଲାଙ୍ଗୀରର ସର୍ବାଙ୍ଗୀନ ଵିକାଶ ସପକ୍ଷରେ ମତଦାନ କରିବେ ବୋଲି କହିଥିଲେ l 
କଂଗ୍ରେସ ସରକାରକୁ ଆସିଲେ କୃଷି ଋଣ ଛାଡ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଋଣ ଛାଡ଼, ଧlନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୩୦୦୦ ଟଙ୍କା, ଗରିବଙ୍କୁ ୨୦୦ ୟୁନିଟ ମାଗଣା ବିଜୁଳି, ବେକାରୀ ଭତ୍ତା ୩୦୦୦ ଟଙ୍କା, ସାମାଜିକ ସୁରକ୍ଷା ଯୋଜନାରେ ବାର୍ଦ୍ଧକ୍ୟ, ବିଧବା ଓ ବିକଳାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା, ବେକାରୀ ଭତ୍ତା ୩୦୦୦ ଟଙ୍କା ପ୍ରଦାନର

 ଗେରେଣ୍ଟି କଂଗ୍ରେସ ତରଫରୁ ଦିଆଯାଉଛି ବୋଲି କହି ସାଧାରଣ ଲୋକଙ୍କ ହିତାଧିକାରୀ ପାଈଁ ସମସ୍ତେ ବିଧାନସଭା ଓ ଲୋକସଭା ପାଈଁ ଉଭୟ ଭୋଟ ହତାଚିହ୍ନ ରେ ଭୋଟ ଦେଇ କଂଗ୍ରେସ ପ୍ରାର୍ଥୀଙ୍କୁ ବିଜୟୀ କରନ୍ତୁ ବୋଲି ଅନୁରୋଧ ସମରେନ୍ଦ୍ର ଅନୁରୋଧ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା