-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||     

HOME   ଜିଲ୍ଲା

ନିର୍ବାଚନ ଆଚରଣ ବିଧିର ଉଲଂଘନ ବିଜେଡି ପ୍ରଚାରରେ ମିଶନ ଶକ୍ତିର ଏମବିକେ ଓ ସିଆରପି

08-May-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଉମରକୋଟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରାଇଘର  ବ୍ଲକରେ ପ୍ରମୁଖ ତିନି ଦଳର ଜୋରଦାର ନିର୍ବାଚନ ପ୍ରଚାର ଚାଲିଥିବା ଦେଖିବାକୁ ମିଳିଥିବା ବେଳେ ବିଜେଡ଼ିର ନିର୍ବାଚନୀ ପ୍ରଚାରରେ ନିର୍ବାଚନ ଆଚରଣ ବିଧିକୁ ଖୋଲାଖୋଲି ଭାବେ ଉଲଙ୍ଘନ କରାଯାଉଛି। ଛେଳିଡଙ୍ଗରି ପଞ୍ଚାୟତର ମିଶନଶକ୍ତି ଏମବିକେ ରତ୍ନାବତୀ ଗଣ୍ଡ, ଦେବାଗାଁ ପଞ୍ଚାୟତର ଏମବିକେ କବିତା ସୁନାନୀ ଓ ଭାର୍ସୁଣ୍ଡି ର ସିଆରପି  ଉମରକୋଟ ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟିକା ପାର୍ଥିନୀ ନବୀନା ନାୟକଙ୍କ ନିମନ୍ତେ ଭୋଟ ପ୍ରଚାର କରୁଛନ୍ତି ବୋଲି ସୋସିଆଲ ମିଡ଼ିଆରେ ତାଙ୍କ ଫୋଟୋ ଘୁରି ଭୂଲୁଥିବା ଦେଖିବାକୁ ମିଳିଛି। ତତ୍ ସହିତ ସେମାନେ ସରକାରୀ ପଦବୀରେ ରହି ନିଜ ୟୁନିଫର୍ମରେ ରହି ଦଳୀୟ ପ୍ରଚାର କରିବା କେତେ ଦୂର ଠିକ୍? ଯାହାକି ସରକାରଙ୍କ ନିୟମ ଅନୁଯାୟୀ  ଆଦର୍ଶ ଆଚରଣ ବିଧି କୁ ଖୋଲା ଖୋଲି ଭାବରେ  ଉଲଂଘନ କରୁଛନ୍ତି | ତେବେ ଏଥି ପ୍ରତି ନିର୍ବାଚନ ଅଧିକାରୀ, ଜିଲ୍ଲା ପ୍ରଶାସନ ଏବଂ ବ୍ଲକ ପ୍ରଶାସନ କଣ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବେ  ତାହା ଦେଖିବାକୁ ବାକି ରହିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026

You Might Also Like