-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାର ବିଭିନ୍ନ ମତଦାନ କେନ୍ଦ୍ରର ସ୍ଥିତି ଓ ବ୍ୟବସ୍ଥାର ନିରୀକ୍ଷଣ କଲେ ସାଧାରଣ ପର୍ଯ୍ୟବେକ୍ଷକ ଶ୍ରୀ ଭିଶାଲ :-

08-May-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସାଧାରଣ ନିର୍ବାଚନ କୁ ସୁ ବ୍ୟବସ୍ଥିତ ପରିଚାଳନା ନିମନ୍ତେ ଭାରତ ନିର୍ବାଚନ ଆୟୁକ୍ତ ଙ୍କ ଦ୍ୱାରା ସାଧାରଣ ପର୍ଯ୍ୟବେକ୍ଷକ ଶ୍ରୀ ରାଜନ ଭିଶାଲ, ଆଇ. ଏ. ଏସ ଜିଲ୍ଲା ଅନ୍ତର୍ଗତ ୧୦ -ବଲାଙ୍ଗୀର ସଂସଦୀୟ କ୍ଷେତ୍ର ସହ ୬୪ ବୀରମହାରାଜପୁର ଓ ୬୫ ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ନିଯୁକ୍ତ ହୋଇଛନ୍ତି l ସେ ଜିଲ୍ଲାରେ ପହଞ୍ଚି ଜିଲ୍ଲା ନିର୍ବାଚନ ସମ୍ୱନ୍ଧୀୟ ଵିଧି ବ୍ୟବସ୍ଥା ସହ ଦାୟିତ୍ୱ ଓ କର୍ତ୍ତବ୍ୟ ଉପରେ ନିର୍ବାଚନରେ ସମ୍ପୃକ୍ତ ବିଭିନ୍ନ ନୋଡାଲ ଅଧିକାରୀ, ରାଜନୈତିକ ପ୍ରତିନିଧି, ନିର୍ବାଚନରେ ନାମାଙ୍କନ ଭରିଥିବା ପ୍ରାର୍ଥୀ ପ୍ରାର୍ଥୀନୀ, ପ୍ରତିନିଧି ଙ୍କ ସହ ସ୍ୱତନ୍ତ୍ର ବୈଠକ ମାଧ୍ୟମରେ ଅବଗତ କରାଇଛନ୍ତି l ସେ ଉଭୟ ନିର୍ବାଚନ ମଣ୍ଡଳୀ ର ଇଭି ଏମ ଷ୍ଟ୍ରଙ୍ଗ ରୁମ ସହ କାଉଁଟିଙ୍ଗ ସେଣ୍ଟର ର ପରିଦର୍ଶନ ଓ ନିରୀକ୍ଷଣ କରିବା ସହ ଜିଲ୍ଲାର ବ୍ୟବସ୍ଥିତ ଓ ଶୃଙ୍ଖଳିତ ମତଦାନ ଉପରେ ଗୁରୁତ୍ୱାରୋପ କରିଛନ୍ତି l ସେ ଜିଲ୍ଲାର ମତଦାନ ହାରକୁ ବୃଦ୍ଧି କରିବା ଉପରେ ଗୁରୁତ୍ୱାରୋପ ପୂର୍ବକ ଜିଲ୍ଲାର ବିଭିନ୍ନ ମତଦାନ କେନ୍ଦ୍ରରେ ପହଞ୍ଚି ସ୍ଥିତି ଓ ବ୍ୟବସ୍ଥାର ନିରୀକ୍ଷଣ କରିଥିବା ବେଳେ ସବୁ ବର୍ଗର ମତଦାତା ଙ୍କ ନିମନ୍ତେ ଆବଶ୍ୟକ ମୌଳିକ ସୁବିଧା କୁ  ସୁନିଶ୍ଚିତ କରିବା ନିମନ୍ତେ ସେ ଉଭୟ ନିର୍ବାଚନ ମଣ୍ଡଳୀ ର ରିଟର୍ଣ୍ଣିଙ୍ଗ ଅଧିକାରୀ ଙ୍କୁ ନିର୍ଦେଶ ଦେଇଛନ୍ତି l

ସାଧାରଣ ପର୍ଯ୍ୟବେକ୍ଷକ ଶ୍ରୀ ଭିଶାଲ ଏହି ପରିପ୍ରେକ୍ଷୀରେ ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଘାଟକଇଁତରା ୟୁପିଏସ ବୁଥ୍ ନଂ ୨୫୨, ନୂଆପଡା ପ୍ରାଥମିକ ବିଦ୍ୟାଳୟ ବୁଥ୍ ନଂ ୨୫୫, ରଥପଡା ବାଳିକା ପ୍ରାଥମିକ ବିଦ୍ୟାଳୟ ୨୫୯ ବୁଲିଦେଖିଥିବା ବେଳେ ବୀରମହାରାଜପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଶିପଡା ବୁଥ୍ ନଂ ୧୩୮, ନାଏକପଡା ବୁଥ୍ ନଂ ୧୩୭, ଏବଂ ଚଡେଇପଙ୍କ ବୁଥ୍ ନଂ ୯୯ ର ପରିଦର୍ଶନ କରିଥିଲେ l ସାଧାରଣ ପର୍ଯ୍ୟବେକ୍ଷକ ଙ୍କ ବୁଥ୍ ପରିଦର୍ଶନ ସମୟରେ ରିଟର୍ଣ୍ଣିଙ୍ଗ ଅଧିକାରୀ ତଥା ଉପଜିଲ୍ଲାପାଳ ବୀରମହାରାଜପୁର ଶ୍ରୀ ଲଲାଟେନ୍ଦୁ ସି,ରିଟର୍ଣ୍ଣିଙ୍ଗ ଅଧିକାରୀ ତଥା ଉପଜିଲ୍ଲାପାଳ ସୋନପୁର ଶ୍ରୀ ସୁରଜ କୁମାର ପଟ୍ଟନାୟକ, ଲିଆସନ ଅଧିକାରୀ ତଥା ସି ଏସ ଓ ସୁରେଶ ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ନିର୍ବାଚନ ସମ୍ପୃକ୍ତ କ୍ଷେତ୍ର ଅଧିକାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like