-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବରିଷ୍ଠ କ୍ୟାଡର୍‌ ର ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଏବଂ ୭ ମାଓ ସଦସ୍ୟ ଙ୍କ ଆତ୍ମସମର୍ପଣ 

08-May-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ):  ବୌଦ୍ଧ ଜିଲା ପୋଲିସ ନିକଟରେ କେକେବିଏନ୍‌ ମାଓ ଡିଭିଜନର ବରିଷ୍ଠ କ୍ୟାଡର୍‌ ର ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଏବଂ ୭ମାଓ ସଦସ୍ୟ ଆତ୍ମସମର୍ପଣ କରିଛନ୍ତି l ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଯୋଗୀ ମାଡଭି @ ଜ୍ୟୋତି (ବୟସ -୨୦), ପୋଜେ ମାଡଭି (ବୟସ-୨୮) ବୁଧବାର ଦିନ ପୋଲିସ୍ ସାଉଥ୍ ରେଞ୍ଜର ଇନ୍ସପେକ୍ଟର ଜେନେରାଲ୍  ଜୟ ନାରାୟଣ ପଙ୍କଜ ଓ ଏସପି ରାଜ ପ୍ରସାଦ ଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି। ଯାହା ଏହି ଅଞ୍ଚଳରେ ବୃଦ୍ଧି ପାଇଥିବା ନକ୍ସଲ ଏବଂ ମାଓବାଦୀ ଘଟଣାକୁ ରୋକିବା ଦିଗରେ ପୋଲିସ କୁ ଗୁରୁତ୍ୱପୂର୍ଣ୍ଣ ସଫଳତା ମିଳିଛି | ସଂଗଠନର ଅନ୍ୟ ୭ପୁରୁଷ ସଦସ୍ୟ ହେଲେ  ଭୀମା କାଡ଼ଟି , ଭୀମା ବଞ୍ଜାମ , ବାଣ୍ଡି ବଞ୍ଜାମ , ଆର୍ମା ରାବା, ମାଳ ମାଡଭି , ଦେବା କାଡ଼ଟି ଏବଂ ଆୟତା ମାଡଭି | ସମସ୍ତେ ଛତିଶଗଡର ଦନ୍ତେୱାଡା ଜିଲା ମୁଲେର ଗାଁର ବାସିନ୍ଦା ଅଟନ୍ତି  | କେକେବିଏନ୍ (କାଲାହାଣ୍ଡି-କନ୍ଧମାଳ-ବୌଦ୍ଧ -ନୟାଗଡ଼) ଡିଭିଜନର ଅଷ୍ଟମ କମ୍ପାନୀର ପ୍ରଥମ ପ୍ଲାଟୁନର ଉଭୟ ମହିଳା ମାଓବାଦୀ ହିଂସାତ୍ମକ  କାର୍ଯ୍ୟକଳାପରେ ଜଡିତ ଥିଲେ। ସାଧାରଣ ଜୀବନଯାପନ କରିବାକୁ ସେମାନେ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ କହିବାନୁସାରେ, ନକ୍ସଲ ସଂଗଠନରେ ମହିଳା କ୍ୟାଡରକୁ ଯୌନ ଉତ୍ପୀଡ଼ନ କରାଯିବା , ଅନ୍ୟକୁ ଭୟଭୀତ କରି ପାଣ୍ଠି ସଂଗ୍ରହ କରିବା , ମାଓବାଦୀମାନେ ବେଆଇନ ଗଞ୍ଜେଇ ଚାଷକୁ ପ୍ରୋତ୍ସାହନ ଦେବା , ଗଞ୍ଜାଇ ଚାଷ ଏବଂ ଚୋରା ଚାଲାଣ କରିବା , ଗଞ୍ଜାଇ ମାଫିଆଙ୍କ ଠାରୁ ଚାନ୍ଦା ଆଦାୟ ଏବଂ ଯୁବକ ଯୁବତୀ ମାନଙ୍କୁ ମିଥ୍ୟା ପ୍ରତିଶୃତି ଏବଂ ପ୍ରଚାର ଦ୍ୱାରା ସଂଗଠନ ରେ ସାମିଲ କରାଯାଉଛି l ନୂତନ ଓ କନିଷ୍ଠ କ୍ୟାଡର ପ୍ରତି ବରିଷ୍ଠ ନେତାଙ୍କ ଅନୈତିକ କାର୍ଯ୍ୟକଳାପ ଏବଂ ଅଭଦ୍ର ବ୍ୟବହାର ଦ୍ୱାରା ସେମାନେ ନିରାଶ ହୋଇଛନ୍ତି। ମାଓବାଦୀଙ୍କ ଅନୈତିକ  କାର୍ଯ୍ୟକଳାପ ଦ୍ୱାରା ସେମାନେ ବିବ୍ରତ ଓ ନିରାଶ ହୋଇଥିଲେ ବୋଲି ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ପ୍ରକାଶ କରିଛନ୍ତି |  ଦକ୍ଷିଣାଞ୍ଚଳ ପୁଲିସ ଆଇଜି ଜୟନାରାୟଣ ପଙ୍କଜ ଏବଂ ଏସପି ରାଜ ପ୍ରସାଦ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ ଆତ୍ମସମର୍ପଣ ଏବଂ ଥଇଥାନ ଯୋଜନା ଅନୁସାରେ ସେମାନଙ୍କୁ ସମସ୍ତ ପ୍ରକାର ଆର୍ଥିକ ସହାୟତା ଯୋଗେଇ ଦିଆଯିବ ବୋଲି ସୂଚନା ଦେଇଛନ୍ତି।  ଗତ କିଛିଦିନ ତଳେ ପୁଲିସ ସହ ସଂଘର୍ଷରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିବା ପରେ ମାଓବାଦୀଙ୍କ ମନୋବଳ ଦୁର୍ବଳ ହୋଇ ପଡ଼ିଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଚଳିତ ସାଧାରଣ ନିର୍ବାଚନ ସମୟରେ ମାଓବାଦୀଙ୍କ ଆତ୍ମସମର୍ପଣ କରିବା ପୁଲିସର ମନୋବଳକୁ ବଢ଼ାଇଛି ବୋଲି ସେ କହିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାମରେ ବୌଦ୍ଧ ସମତେ ଅନ୍ୟ ଜିଲ୍ଲାର ବିଭିନ୍ନ ଥାନାରେ ମାମଲା ଥିବାବେଳେ ସେମାନଙ୍କୁ ଧରିବା ପାଇଁ ପୁରସ୍କାର ରାଶି ମଧ୍ୟ ଘୋଷଣା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like