-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ରାଜନୀତି ରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବେ ମଧ୍ୟବିତ୍ତ

09-May-2024



ନବରଙ୍ଗପୁର :-(ମିହିର ଶଙ୍କର ପାତ୍ର,) ମେ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ମାଲକାନଗିରିରେ ପଡ଼ିବ ଭୋଟ୍। ଆଉ ଏହି ସବୁ ସ୍ଥାନରେ ନେତାଙ୍କ ଭୋଟ୍ ନିର୍ଦ୍ଧାରଣ କରିବେ ମଧ୍ୟବିତ୍ତ ପରିବାର ଏଵଂ ଯୁବପିଢ଼ି । ଅର୍ଥାତ୍ ଏମାନେ ବାଛିବେ କିଏ ହେବ ସେମାନଙ୍କ ନେତା। ପ୍ରଥମ ପର୍ଯ୍ୟାୟ ପାଇଁ ତିନି ଦଳର ହେଭିୱେଟ୍ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାହୁଲ ଗାନ୍ଧୀ ପ୍ରଚାର କରିସାରିଛନ୍ତି।ଏବେ ଅପେକ୍ଷା ମତଦାନକୁ।ପ୍ରଥମ ପର୍ଯ୍ୟାୟରେ ନିର୍ଣ୍ଣାୟକ ସାଜିବ  ମଧ୍ୟବିତ୍ତ ଏଵଂ ଯୁବପିଢ଼ିଙ୍କ ଭୋଟ୍। କେଉଁ ଦଳକୁ ଯିବ ଏମାନଙ୍କ ସମର୍ଥନ ? ନବରଙ୍ଗପୁର ଜିଲ୍ଲାରେ ରହିଛି ୪ଟି ବିଧାନସଭା କ୍ଷେତ୍ର। ଭୋଟରଙ୍କ ସଂଖ୍ୟା ୮ଲକ୍ଷ ୫୨ ହଜାର ୫୨୪। ସେଥିରୁ ପ୍ରାୟ ୩ ଲକ୍ଷ ମଧ୍ୟବିତ୍ତ ଏଵଂ ଯୁବପିଢ଼ି ଭୋଟର। ପ୍ରାୟ ଏକ ତୃତୀୟାଂଶ ଭୋଟର ହେଉଛନ୍ତି ଏମାନେ ।ମେ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍। ବାଜିରେ ଲାଗିଛି ତିନି ପ୍ରମୁଖ ରାଜନୈତିକ ଦଳର ହେଭିୱେଟଙ୍କ ସହ ପ୍ରମୁଖ ସ୍ୱାଧୀନ ପ୍ରାର୍ଥୀଙ୍କ ଭବିଷ୍ୟତ। ଆଉ ଏମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମଧ୍ୟବିତ୍ତ ଏଵଂ ଯୁବପିଢ଼ି। କିନ୍ତୁ ଦୁଃଖର ବିଷୟ ବର୍ତ୍ତମାନ ପର୍ଯ୍ୟନ୍ତ ଏମାନଂକୁ ଅଣଦେଖା କରିଛନ୍ତି ପ୍ରମୁଖ ଦଳର ନେତା ମାନେ। ଏକ ପଦରେ କହିବାକୁ ଗଲେ ନେତା ଭୁଲି ଗଲେ ମଧ୍ୟବିତ୍ତ କୁ???ଜାଣିରଖିବା କଥା ମଧ୍ୟବିତ୍ତ ହେଉଛନ୍ତି ଭାରତୀୟ ଅର୍ଥନୀତିର ସବୁଠାରୁ ବଡ ଭରସା। ଏମାନଙ୍କ ଉପରେ ଭାରତର ଯେତିକି ନଜର ସେତିକି ନଜର ରହିଛି ବିଶ୍ୱ ବଜାରରେ କାରବାର କରୁଥିବା ବଡ ବଡ଼ କମ୍ପାନି।ଭାରତରେ ଏହି ମଧ୍ୟବିତ୍ତ ପରିବାର ସଂଖ୍ୟା ୬୦କୋଟିରୁ ଅଧିକ। ଭାରତର ବିଶାଳ ବଜାରର ସବୁଠାରୁ ବଡ ଗରାଖ ହେଉଛନ୍ତି ଏହି ମଧ୍ୟବିତ୍ତ ବର୍ଗର । ଏଣୁ ଏହି ଶ୍ରେଣୀ ଦେଶର ଅର୍ଥନୀତିକୁ ଦୃଢ଼ କରିବାରେ ସହାୟକ ହେବା ସହିତ ଅନ୍ତର୍ଜାତୀୟ ବଜାରରେ ଭାରତର ସ୍ଥିତି ମଜଭୁତ୍ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି।
*ବି:ଦ୍ରୋ:-ନେତା ଭୁଲିଗଲେ ମଧ୍ୟବିତ୍ତ ଏଵଂ ଯୁବପିଢ଼ି କୁ???*


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like