-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଜୁନିୟର ରେଡ କ୍ରସ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ

09-May-2024



ସୋନପୁର, ତା. ୯/୫- (ପ୍ରେରଣା ଖବର)ଯୁଦ୍ଧ ସ୍ଥଳୀରୁ ଶାନ୍ତି କ୍ଷେତ୍ର ପର୍ଯ୍ୟନ୍ତ ପରିବ୍ୟାପ୍ତ ବିଶ୍ୱ ସ୍ତରୀୟ ଅନୁଷ୍ଠାନ ରେଡକ୍ରସ ମହାବାତ୍ୟା, ପ୍ରାକୃତିକ ବିପର୍ଯ୍ୟୟ, ମାହାମାରୀ, ବ୍ୟକ୍ତିତ୍ୱ ସଂଗଠନ ଭଳି ବିଭିନ୍ନ କାର୍ଯ୍ୟକୁ ସବୁବେଳେ ସଂପାଦନ କରିଆସିଛି । ରେଡକ୍ରସ ପ୍ରତିଷ୍ଠାତା  ହେନେରୀ ଡୁନାଂଟଙ୍କ ଜନ୍ମଦିନ ମଇ ୮ ତାରିଖ କୁ ବିଶ୍ୱବ୍ୟାପୀ ରେଡକ୍ର ଦିବସ ରୂପରେ ପାଳନ କରାଯାଇଥାଏ । ଏହି କ୍ରମରେ ସୁବର୍ଣ୍ଣ ଜିଲ୍ଲା ଜୁନିୟର ରେଡକ୍ରସ ତରଫରୁ ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇଙ୍କ ଆହ୍ୱାନ ତଥା ପରାମର୍ଶକ୍ରମେ ସ୍ଥାନୀୟ ବ୍ଲକ ଛକ ଠାରେ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ହେନେରୀ ଡୁନାଂଟଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ପୂଜାର୍ଚ୍ଚନା କରିଥିଲେ ଓ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଆୟୋଜିତ ହୋଇଥିବା ଜଳଛତ୍ରକୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ଜୁନିୟର ରେଡକ୍ର କମିଟୀ ଉପସଭାପତି ଗିତକୃଷ୍ଣ ମିଶ୍ର, ପ୍ରଧାନଶିକ୍ଷକ  କାଳିଆ କର୍ମି, ବୌଦ୍ଧ ଜିଲ୍ଲା ଘଂଟାପଡା ହାଇସ୍କୁଲର ପ୍ରଧାନଶିକ୍ଷକ  ପିତବାସ ପଣ୍ଡା, ଡିଏସଏସ ପର୍ଶୁରାମ ମେହେର ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସାଧନକର୍ମି ଚନ୍ଦ୍ରମଣି ବାଘ, ଚନ୍ଦ୍ର ଶେଖର ମହାପାତ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

ସୋନପୁର ମୂଖ ରାସ୍ତାରେ ପଥିକ ଓ ପଦାଚାରୀ ମାନଙ୍କୁ ଦହିସରବତ ବଂଟନ କରାଯାଇଥିଲା । ସୋନପୁର ଜିଲ୍ଲା ରକ୍ତ ସଂଗ୍ରହ କେନ୍ଦ୍ରରେ କାଉନସିଲର ମାନେ ରକ୍ତଦାନ କରିଥିଲେ । ଅଂଶୁଘାତ ସଂପର୍କରେ ଜନାସାଧାରଣଙ୍କୁ ସଚେତନ କରାଯାଇଥିଲା । ପ୍ରଧାନଶିକ୍ଷକ ଅକ୍ଷୟ କୁମାର ସାହୁ, ପ୍ରଧାନଶିକ୍ଷୟତ୍ରୀ ମଂଜୁ ଜଗଦଲା, ବାଳିକା ହାଇସ୍କୁଲର ବରିଷ୍ଠ ଶିକ୍ଷୟିତ୍ରୀ ପ୍ରଜ୍ଞା ପରମିତା ମିଶ୍ର, ସନ୍ତୋଷ ସାହୁ, ସାଧନକର୍ମି ଝସକେତନ ମେହେର, ହୃଷିକେଶ ଡାଙ୍ଗ, ଶେଷଦେବ ଛତ୍ର, ବିସିସି ଗୋପେ ପଣ୍ଡା, ନିମାଇ ଚରଣ ମଲ୍ଲୀକ, ପ୍ରହଲ୍ଲାଦ ନାୟକ, ବିଜୟ କୁମାର ପଣ୍ଡା, ବୈକୁଣ୍ଠ ନାୟକ, ପରାମର୍ଶଦାତା ହୃହିକେଶ ଚାନ୍ଦ, ହେମନ୍ତ ମେହେର, ବ୍ରତାନନ୍ଦ ଭୋଇ,ଅନୀତା ମହାରା, ଜଗଦୀଶ ଦାଶ, ନିତ୍ୟାନନ୍ଦ ସାହୁ ପ୍ରମୁଖ  କାର୍ଯ୍ୟକ୍ରମ ପରିଚାଳନାରେ  ସହଯୋଗ କରିଥିଲେ ।  ପରାମର୍ଶଦାତା ହୃହିକେଶ ଚାନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like