-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ପରଲୋକ ରେ ବିଶିଷ୍ଟ ଶିକ୍ଷାବିତ୍ତ ତଥା ସମାଜସେଵୀ ଗୋବର୍ଧନ ପ୍ରଧାନ

09-May-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି  ଜିଲ୍ଲା ସଦର ବ୍ଲକ କର୍ଲାପଡା ଗ୍ରାମର ଶ୍ରୀ ଗୋବର୍ଧନ ପ୍ରଧାନ ଗତ ୭.୫.୨୪ ମଙ୍ଗଳବାର ରାତି ପାଖାପାଖି ନଅ ଟା ସମୟରେ ସମ୍ବଲପୁର ସ୍ଥିତ ଏକ ଘରୋଇ ଡାକ୍ତରଖାନା ରେ ଚିକିତ୍ସାଧୀନ ଅବସ୍ଥାରେ ବିଶିଷ୍ଟ ଶିକ୍ଷାବିତ୍ତ ତଥା ସମାଜସେଵୀ ଗୋବର୍ଧନ ପଧାନ ଙ୍କ ଦେହାନ୍ତ ଘଟିଛି ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା ସେ ଜଣେ କଳାହାଣ୍ଡି ଜିଲ୍ଲାର ପ୍ରତିଷ୍ଠିତ ଗୁଣବାନ ଉଚ କୋଟିର ଶିକ୍ଷକତା ସହ କର୍ଲାପଡା ସ୍ଥିତ ଡିଗ୍ରୀ ମହା ବିଦ୍ୟାଳୟ ରେ ତେର ବର୍ଷ ଧରି ସଭାପତି ରହି ଆସିଥିଲେ ଏବଂ କର୍ଲାପଡା ସରସ୍ବତୀ ଶିଶୁ ମନ୍ଦିର ରେ ମଧ୍ୟ ଅନୁରୂପ ଦାୟିତ୍ୱ ତୁଲାଇ ଆସିଥିଲେ ଏବଂ ମଠା ପ୍ରଧାନ ସମାଜ ର ସଭାପତି ଓ ଜିଲ୍ଲା କୁଲତା ସମାଜ ର ସଭାପତି ମଧ୍ୟ ଥିଲେ ଶ୍ରୀଯୁକ୍ତ ପ୍ରଧାନ ଏକା ଧାରରେ ଜଣେ କର୍ତ୍ତବ୍ୟ ନିଷ୍ଠା ଶିକ୍ଷକ ସମାଜସେଵୀ, ମାର୍ଗଦର୍ଶକ, ମିଷ୍ଟଭାସୀ ଲୋକପ୍ରିୟ ଭାବରେ ପରିଚିତ ଥିଲେ ଶିକ୍ଷକତା ରୁ ଅବସର ନେଇ ସେ ନିଜକୁ ସମାଜସେବା ରେ ନିୟୋଜିତ କରିଥିଲେ ଶ୍ରୀ ପ୍ରଧାନ ଙ୍କ ପାର୍ଥବ ଶରୀର ସମ୍ବଲପୁର ରୁ ନିଜ ଗାଁ ଜନ୍ମମାଟି କର୍ଲାପଡା ଆଣିବା ପରେ ଗାଁ ମଶାଣି ରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି ତାଙ୍କର ଏକମାତ୍ର ପୁତ୍ର ବିୟୁମୋ କେଶ  ପ୍ରଧାନ ମୁଖାଗ୍ନି ଦେଇଥିବା ବେଳେ ସ୍ବର୍ଗତ ପ୍ରଧାନ ଙ୍କ ତିନିଝିଅ ବିନୋଦିନୀ, ଡ଼ିଲେଶ୍ଵରୀ, ପ୍ରବୀଣା ଙ୍କ ସହ ଜ୍ୱାଇଁ ମୁରଳୀ ଧର, ସୁରେନ୍ଦ୍ର, ଉମାକାନ୍ତ ସହ ନାତୁଣୀ ରିନୁ ଓ ନାତି ଜ୍ୱାଇଁ ସବୀର ପଧାନ ଙ୍କ ସମେତ ଜାତି କୁଟୁମ୍ବ ପରିଜନ ଉପସ୍ଥିତ ଥିଲେ ଶ୍ରୀ ପ୍ରଧାନ ଙ୍କ ଦେହାନ୍ତରେ ସମଗ୍ର ଅଂଚଳରେ ଶୋକର ଶୋକର ଛାୟା ଖେଳି ଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like