-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଆଦର୍ଶ ନିର୍ବାଚନ ଆଚରଣ ଵିଧି ଉଲଂଘନ ସୂଚନା "ସି -ଭିଜିଲ" ଆପ୍‌ରେ ଦେଇପାରିବେ ଜନସାଧାରଣ -

09-May-2024



ସୁବର୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସାଧାରଣ ନିର୍ବାଚନ ୨୦୨୪ କୁ ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା ପାଇଁ ଭାରତ ନିର୍ବାଚନ କମିଶନର ଜାରି କରିଥିବା ସି-ଭିଜିଲ ଆପ୍ ମାଧ୍ୟମରେ ସୁବର୍ଣ୍ଣପୁର ଜିଲ୍ଲାର ସଚେତନ ଭୋଟର ତଥା ଜନସାଧାରଣ ମଧ୍ୟ ନିର୍ବାଚନ ସମ୍ପର୍କିତ ଆଇନ ଉଲଂଘନ ପାଇଁ ଅଭିଯୋଗ କରି ପାରିବେ ବୋଲି ଜିଲା ନିର୍ବାଚନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜିଲ୍ଲାର ଉଭୟ ସୋନପୁର ଓ ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଯେ କୌଣସି ସ୍ଥାନରେ ଲାଗୁ ହୋଇଥିବା ଆଦର୍ଶ ନିର୍ବାଚନ ଆଚରଣ ବିଧି ର ଉଲଂଘନ ଯେପରି କୌଣସି ରାଜନୈତିକ ଦଳ କିମ୍ବା ବ୍ୟକ୍ତିଙ୍କ ଦ୍ବାରା ମାଗଣା ଉପହାର ପ୍ରଦାନ, ଭୋଟ ପାଇଁ ଲାଞ୍ଚ ପ୍ରଦାନ, ଭୋଟରଙ୍କୁ ଆକୃଷ୍ଟ ପାଇଁ ନିଶା ଦ୍ରବ୍ୟ ବଣ୍ଟନ , ପ୍ରାର୍ଥୀଙ୍କ ପ୍ରଚାରରେ ନିୟୋଜିତ ହୋଇଥିବା ଲାଉଡ଼ ସ୍ପିକର ଅନୁମତି ଠାରୁ ଅଧିକ ଶବ୍ଦ କରିବା କିମ୍ବା ନିର୍ଦ୍ଧାରିତ ସମୟରୁ ଅଧିକ ବ୍ୟବହାର ହେବା କ୍ଷେତ୍ରରେ ସମ୍ପୃକ୍ତ ଅଞ୍ଚଳର ସାଧାରଣ ଭୋଟର,ତଥା ଜନସାଧାରଣ  ନିଜ ମୋବାଇଲ ମାଧ୍ୟମରେ ସି -ଭିଜିଲ' ଆପ୍‌ଡାଉନଲୋଡ କରି ସେହି ମାଧ୍ୟମରେ ଫଟୋ କିମ୍ବା ଭିଡିଓ  କୁ ତୁରନ୍ତ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟକୁ ପଠାଇ ପାରିବେ । ଏଥିରେ ଅଭିଯୋଗ କରିଥିବା ବ୍ୟକ୍ତିଙ୍କ ସମସ୍ତ ପରିଚୟକୁ ଅତ୍ୟନ୍ତ ଗୋପନ ରଖାଯାଇଥାଏ । ଜିଓ ଟ୍ୟାଗ୍ ମାଧ୍ୟମରେ ଏହି ଆପ୍ ପରିଚାଳିତ ହେଉଥିବାରୁ କୌଣସି ସ୍ଥାନରୁ ଅଭିଯୋଗ ମିଳିଲେ ତୁରନ୍ତ ଜିଲା ନିର୍ବାଚନ ବିଭାଗ ସେହି ଅଞ୍ଚଳକୁ ଠାବ କରିବାରେ ସକ୍ଷମ ହୋଇ ପାରିବେ ବୋଲି କୁହାଯାଇଛି । ତେବେ ମିଳିଥୁବା ଅଭିଯୋଗ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ୧୦୦ ମିନିଟ ମଧ୍ୟରେ ସମାଧାନ କରାଯିବାର ବ୍ୟବସ୍ଥା ରହିଛି । ଏପରିକି ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନିକଟକୁ ସୂଚନା ଯିବାର ବ୍ୟବସ୍ଥା କରାଯାଇଛି । ଆଜି ପର୍ଯ୍ୟନ୍ତ ଏହି ସି -ଭିଜିଲ" ଆପ ମାଧ୍ୟମରେ ସୁବର୍ଣ୍ଣପୁର ଜିଲ୍ଲାରେ ଅନେକ ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ଦେୟ ମୁକ୍ତ କଲ ସେଣ୍ଟର ୧୯୫୦ ମାଧ୍ୟମରେ ମଧ୍ୟ ମିଳିଥିବା ଅଭିଯୋଗ ଗ୍ରହଣ କରାଯାଇ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରାଯାଇ ଥିବା ସୂଚନା ରହିଛି । ତେଣୁ ଜିଲାର ସମସ୍ତ ଭୋଟର ତଥା ଜନସାଧାରଣ ବିନା ଭୟରେ ଏହି 'ସି -ଭିଜିଲ' ଆପ୍ ଓ ଦେୟ ମୁକ୍ତ କଲ ନଂ ବ୍ୟବହାର କରି ଆଦର୍ଶ ନିର୍ବାଚନ ଆଚରଣ ବିଧି ଉଲଂଘନ ସମ୍ପର୍କରେ ସୂଚନା ଦେବାକୁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଅନ୍ୟା ଦାସ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like