-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସୁଜିତ କୁମାର ସତପଥିଙ୍କ "ଅନାମିତ ରହୁ କିଛି" ଉନ୍ମୋଚିତ

09-May-2024



ବଲାଙ୍ଗିର (ପ୍ରେରଣା ଖବର ): କେବେ କଣ ନାଁ ଦିଆଯାଇପାରିଛି ଭାବକୁ, ସଂପର୍କକୁ, ସମୟକୁ, କବିତାକୁ, ପ୍ରେମକୁ, ଦ୍ରୋହକୁ, ନିଜକୁ ? କିଛି ଅନାମିତ ରହିଛି ବୋଲି ତ ନିଜେ ଭୋଗୁଥିବା ସମୟକୁ, ଜୀବନକୁ କବି ସ୍ପଷ୍ଟ ଭାବରେ ବ୍ଯକ୍ତ କରିପାରୁଛି ଶବ୍ଦରେ । କବିତା ମାଧ୍ଯମ ସାଜିଛି ହୃଦୟ ସହ ହୃଦୟକୁ ଯୋଡିବାରେ । କବିତା କଣ, କାହା ପାଇଁ ଲେଖୁଛି, କାହାକୁ ନେଇ ଲେଖୁଛି ? ଅନେକ ପ୍ରଶ୍ନ,  ଅନେକ ଦ୍ବନ୍ଦ୍ବ।  ତଥାପି ହୃଦୟରୁ କେଣି ଜଣେ କହୁଛି "ମୁଁ ହିଁ କବିତା, ନିଜ ପାଇଁ ଲେଖୁଛି, ନିଜକୁ ନେଇ ଲେଖୁଛି " । ଜୀବନାୟନର ପ୍ରତିଟି ରଂଗକୁ ନେଇ ଯୁବକବି ସୁଜିତ କୁମାର ସତପଥିଙ୍କ ଷଷ୍ଠ କବିତା ସଂକଳନ "ଅନାମିତ ରହୁ କିଛି " ଉନ୍ମୋଚିତ ହୋଇଯାଇଛି । ପୁସ୍ତକଟିକୁ ଉନ୍ମୋଚନ କରିଛନ୍ତି ପ୍ରଖ୍ଯାତ ଗାଳ୍ପିକା ଗାୟତ୍ରୀ ସରାଫ । ଗାଳ୍ପିକାଙ୍କ ବଲାଙ୍ଗୀର ସ୍ଥିତ ବାସଭବନରେ ଅନୁଷ୍ଠିତ ଏହି ଉନ୍ମୋଚନ ସଭାରେ ଅନ୍ଯମାନଙ୍କ ମଧ୍ଯରେ କବି ସନ୍ଦୀପ କୁମାର କୁଅଁର , ଗାଳ୍ପିକାଙ୍କ ସ୍ବାମୀ ଅମୋଲ ଜେନା ଏବଂ ଆଦ୍ଯାଂଶ ସତପଥି ଉପସ୍ଥିତ ଥିଲେ । ଏହି କବିତା ସଂକଳନ ଯେତେ ସବୁ ବାଦକୁ

ପ୍ରତ୍ଯାଖ୍ଯାନ କରି ଜୀବନର ମନ୍ତ୍ର ଉଚ୍ଚାରୁଛି ବୋଲି ଗାଳ୍ପିକା ଗାୟତ୍ରୀ ସରାଫ ନିଜର ମତ ରଖିଥିଲେ । କବିତାର ସମୟକୁ ଅତିକ୍ରାନ୍ତ କରିବାର ସାମର୍ଥ୍ଯ ତଥା କବିତା ଓ ଚଳନ୍ତି ସମୟ ମଧ୍ଯରେ ଥିବା ପାରସ୍ପରିକ ସଂପର୍କ ଉପରେ ନିଜର ମତ ରଖିଥିଲେ କବି ସନ୍ଦୀପ କୁମାର କୁଅଁର।  ଶିଶୁ ଚିତ୍ରଶିଳ୍ପୀ ଅସ୍ମିତା ପାଣିଙ୍କ ଦ୍ବାରା ଅଂକିତ ଚିତ୍ର ଏହି ସଂକଳନରେ ପ୍ରଚ୍ଛଦର ରୂପ ନେଇ ଢେର ପ୍ରଶଂସା ସାଉଁଟିଛି । ପ୍ରକାଶ ଥାଉକି ଆଗରୁ ସୁଜିତ ସତପଥିଙ୍କ କବିତା ସଂକଳନ ଇଚ୍ଛାଭାଟି, ଚତୁର୍ଥ ପୁରୁଷ, ଶବ୍ଦରେ ଶବ୍ଦରେ, ଛୁଟି ଦେବା ସମୟକୁ ଏବଂ ନୁରା ଓ ଆଲୋଚନା ପୁସ୍ତକ ଦୀପ୍ତି ଓ ଦିଗନ୍ତ ପ୍ରକାଶିତ ହୋଇ ବେଶ ପାଠକୀୟ ଆଦୃତି ଲାଭ କରିସାରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like