-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରାମଲୀଳା ଉଦ୍‌ଯାପିତ, ରାଜ୍ୟ ଅଭିଷେକ ସରି ସାଂସ୍କୃତିକ କାର୍ଯ୍ୟକ୍ରମରେ ବେଶ ଝଲସିଲେ ଦର୍ଶକ

09-May-2024



ବଲାଙ୍ଗିର(ଚିତ୍ରସେନ ବେହେରା)- ରାମଜୀ ନାଟ୍ୟ ସଂସଦ ର ରାମଲୀଳା ନାଟକ ଏପ୍ରିଲ ୧୭ ରୁ ମେଇ ୮ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ରାମଲୀଳା ଅନୁଷ୍ଠିତ ହୋଇଯାଇଥିଲା । ଶେଷ ରାଜନୀ ଥିଲା ଏଥିରେ ପ୍ରଭୁ ଶ୍ରୀରାମ, ସୀତା ଓ ଲକ୍ଷ୍ମଣ ନିଜ ରାଜ୍ୟ ଅଯୋଧ୍ୟା କୁ ଫେରି ପ୍ରଭୁ ରାଜା ପଦରେ ଅଭିଷିକ୍ତ ହୋଇଥିବାର ଦୃଶ୍ୟ ମଂଚସ୍ଥ ହୋଇଥିଲା । ଏହି ଅବସରରେ ଅନେକ ଦର୍ଶକ ଏହି ନାଟକଟିକୁ ଉପଭୋଗ କରିଥିଲେ । ଏହି ସମୟରେ ଅନେକ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତତ୍ ସହିତ ପୁରୁଖା ବାଦ୍ୟ ବାଦକ ସୁଦର୍ଶନ ପଟେଲ ସମ୍ମାନ ସଦୃଶ ଫଳକ ଗୁରୁ ବାଳମୁକୁନ୍ଦ ବେହେରା ଦେଇଥିଲେ ଏବଂ ଇଣ୍ଡିଏନ୍ ଆଇଡଲ ରେ ଯାଇ ବଲାଙ୍ଗିର ତଥା ଓଡିଶା କୁ ସମ୍ମାନ ଆଣିଥିବା ଅଜୟ ଅମର ସିଂଦେଓ ଏବଂ କଣ୍ଠଶିଳ୍ପୀ ଶ୍ରୀୟା ପଟେଲ, ବାଦ୍ୟକାର ଆୟୁଷ୍ମାନ ତ୍ରିପାଠି, ବାସୁଦେବ ବେହେରା, ଶୁଶାନ୍ତ ଚେପଦାର, ରାମ ନାଏକ, ଶିଶୁ କଳାକାର ରୁଷି ନାଏକ, ପୁରୁଣା କଳାକର ସୁବାଷ ସାଏ, ସାରଥି ରଥ, ପ୍ରଚାର ପ୍ରସାର ଓ ସୋସିଏଲ ମିଡିଆ କୁଞ୍ଜନ ସାଏ, ହିମାଂଶୁ ପାଇକରାଏ ଓ ପ୍ରଶାନ୍ତ ମହାକୁରକୁ ମଧ୍ୟ ସମ୍ମାନ ସଂସଦ ତରଫରୁ କରାଯାଇଥିଲା । ପରିଚାଳନା କରିଥିଲେ ଚିଦାନନ୍ଦ ବେହେରା, ମାନପତ୍ର ପଠନ କରିଥିଲେ କୁମୁଦ ରଂଜନ ନାଏକ, ଅରୁଣ ରାଉତ । ସହଯୋଗ କରିଥିଲେ ରବି ନାଏକ । ଦର୍ଶକମାନେ ଭାବବିହ୍ୱଳ ହୋଇ ନାଟକ କୁ ଉପଭୋଗ କରିଥିବାର ଦୃଶ୍ୟ ଦେଖାଯାଉଥିଲା । ଶ୍ରୀରାମ ଙ୍କ ଜୟ ଶ୍ରୀରାମ ନାମରେ ସାରା ବଲାଙ୍ଗିର ବାସିନ୍ଦା ଗାନ କରି ପୁଣି ଆର ବର୍ଷକୁ ଅପେକ୍ଷା କରୁଛୁ ବୋଲି ଦର୍ଶକମାନେ କହୁଥିବାର ଦୃଶ୍ୟ ତଥା ସାଂସ ତରଫରୁ ଡା. ରୁଦ୍ରନାରାୟଣ ପଟେଲ ସମସ୍ତଙ୍କୁ ସମ୍ବୋଧନ ଦେଇ ଧନ୍ୟବାଦ ଦେଇଥିଲେ । ଶେଷରେ କଳାଶ୍ରୀ ଏକାଡେମୀ ଓଡିଶି ନୃତ୍ୟ ଏବଂ ବିଭିନ୍ନ ସଂଗୀତ ପରିବେଷଣ ହୋଇଥିବା ବେଳେ ସ୍ଥାନୀୟ କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଉଦ୍‌ଯାପିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like