-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ପ୍ରଚାରରେ କୋମଳମତି ଶିଶୁଙ୍କୁ ବ୍ୟବହାର କରୁଛନ୍ତି ଅରବିନ୍ଦ ଢାଲି, ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକୁ ଢ଼ାଲିଙ୍କ ଖୋଲାଖୋଲି ଉଲଂଘନ

10-May-2024



ଭୁବନେଶ୍ବର (ମଧୁସ୍ମିତା ତ୍ରିପାଠୀ ): ସାଧାରଣ ନିର୍ବାଚନକୁ ନେଇ ରାଜନୈତିକ ମଇଦାନ ସରଗରମ ହୋଇଥିବା ବେଳେ ପ୍ରଚାର ମଧ୍ୟ ଜୋରଦାର ହୋଇଛି । ତେବେ ବିଜେପିର ବିଧାୟକ ପ୍ରାର୍ଥୀ ଡଃ ଅରବିନ୍ଦ ଢ଼ାଲି ନିର୍ବାଚନ ପ୍ରଚାରରେ ଛୋଟ ଛୋଟ ପିଲାଙ୍କୁ ବ୍ୟବହାର କରୁଥିବା ଅଭିଯୋଗ ହୋଇଛି ; ଯାହା ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକୁ ଅବମାନନା କରୁଛି। ନିର୍ବାଚନୀ ପ୍ରଚାରରେ ଶିଶୁଙ୍କ ସମ୍ପୃକ୍ତିକୁ ନିଷିଦ୍ଧ କରିବାର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ସ୍ବତ୍ତେ ଭାରତୀୟ ଜନତା ପାର୍ଟିର ଜୟଦେବ ବିଧାୟକ ପ୍ରାର୍ଥୀ ଡଃ ଅରବିନ୍ଦ ଢ଼ାଲି ତାଙ୍କ ନିର୍ଦ୍ଦେଶକୁ ଖୋଲାଖୋଲି ଉଲଂଘନ କରୁଥିବା ଦେଖିବାକୁ ମିଳିଛି। 

ଏହା ନିର୍ବାଚନ ଆୟୋଗଙ୍କ ନିର୍ଦେଶ ଅନୁଯାୟୀ ଶିଶୁ ଶ୍ରମିକ ନିୟମାବଳୀ ସଂଶୋଧନ ଅଧିନିୟମ ୨୦୧୬କୁ ଉଲଂଘନ କରୁଛି । ଗତକାଲି ଜୟଦେବରେ ବିଜେପି ତରଫରୁ କର୍ମୀ ସମ୍ମିଳନୀ ହୋଇଥିଲା ଏଥିରେ ବିଧାୟକ ପ୍ରାର୍ଥୀ ଡଃ ଅରବିନ୍ଦ ଢ଼ାଲିଙ୍କ ବହୁ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ ; ହେଲେ ଦଳୀୟ ପ୍ରଚାର ନିମନ୍ତେ କୋମଳମତି ପିଲା ମାନଙ୍କୁ ବ୍ୟବହାର କରାଯାଉଥିବାର ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମରେ କିଛି ଛୋଟ ଛୋଟ ପିଲା ବିଜେପିର ଦଳୀୟ ପତାକା ଓ ଦଳୀୟ ଉତ୍ତରୀ ଧରି ଢ଼ାଲିଙ୍କ କାର୍ଯ୍ୟକ୍ରମରେ ସାମିଲ ସୋଇଥିବା ତାଙ୍କ ସହ ବୈଠକରେ ବସିଥିବା ଦେଖିବାକୁ ମିଳିଛି। ନିର୍ବାଚନ

ପ୍ରକିୟାର ଅଖଣ୍ଡତା ରକ୍ଷା କରିବା ଓ ପିଲାମାନଙ୍କ ଅଧିକାରକୁ ସୁରକ୍ଷିତ ନରଖି ରାଜନୀତିରେ ଭେଟେରାନ ଥିବା ଡଃ ଢ଼ାଲି ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମାକୁ ଖୋଲାଖୋଲି ଚ୍ୟାଲେଞ୍ଜ କରୁଛନ୍ତି ବୋଲି କୁହାଯାଉଛି। ଏଭଳି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜିବୀ ମହଲରେ ଉଦବେଗ ପ୍ରକାଶ ପାଇବା ସହ ଏହାକୁ ରୋକିବା ଓ ନିର୍ବାଚନ ପ୍ରଚାର ସମୟରେ ପିଲା ମାନଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ସ୍ଥାନୀୟ ଅଂଚଳର ବୁଦ୍ଧିଜୀବୀ ମାନେ ଦାବି କରିଛନ୍ତି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା