-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

*ଡ଼. ଶିବରାମ ନାୟକ* ନର୍ଲା ନିର୍ବାଚନ ମଣ୍ଡଳୀ ରେ ଘରକୁ ଘର ବୁଲି ମାରାଥନ ପ୍ରଚାର:

11-May-2024



ନର୍ଲା (ଚିନ୍ତାମଣି ନାଏକ )
ନର୍ଲା ରେ ତାତି ଯେତିକି ବଢୁଛି ରାଜନୈତିକ  ଉଷ୍ମତା ସେତିକ ଦେଖିବାକୁ ମିଳୁଛି | ଆଜି କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ପ୍ରଚାର କୁ ଯୋରଦାର   କରିଛନ୍ତି କଳାହାଣ୍ଡି ର ଜଣାଶୁଣା ବିଶିଷ୍ଠ ଶିକ୍ଷାବିତ ଓ ସମାଜସେବୀ ତଥା ଫରୱାର୍ଡ ବ୍ଲକ ପ୍ରାର୍ଥୀ ଡ଼. ଶିବରାମ ନାୟକ | ନର୍ଲା ନିର୍ବାଚନ ମଣ୍ଡଳୀ ର ଦୁର୍ଗମ ଅଞ୍ଚଳ ଏମରାମପୁର ବ୍ଲକ ର ସାତମୌଜା,ମାଣିକେରା,ସାଲେପାଲି,ଦେଡସୁଳି,କାଉପଦଜାମୁଲି, ତଳନୁଆଁଗାଁ, ଲୁବେନଗଡ ଭଳି ବିଭିନ୍ନ ପଞ୍ଚାୟତ ଓ  ଗ୍ରାମ କୁ ଯାଇ ଲୋକଙ୍କୁ ଭେଟି ଭୋଟ ଭିକ୍ଷା କରୁଛନ୍ତି ଡ଼. ନାୟକ | ନର୍ଲା ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗଳି କନ୍ଦି କୁ ଯାଇ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ ଓ ଯୁବ ଭୋଟର ମାନଙ୍କୁ ସ୍ୱାଗତ କରିବା ସହ ଆଗାମୀ ନିର୍ବାଚନରେ ଏପରି ଶିକ୍ଷାବିତ୍ ଙ୍କୁ ଚୟନ କରି ଫୋରୱାର୍ଡ ବ୍ଲକର ବିଧାନସଭା ପ୍ରାର୍ଥୀ ଙ୍କୁ ସିଂହ ଚିହ୍ନ ରେ ବିପୁଳ ମାତ୍ରା ରେ ଭୋଟ ଦେବା ପାଇଁ ଆହ୍ୱାନ କରିଛନ୍ତି | ଏହା ସହିତ ଫୋରୱାର୍ଡ ବ୍ଲକ ର ବିଧାନସଭା ପ୍ରାର୍ଥୀ ଙ୍କ ଇସ୍ତିହାର ଗୁଡିକୁ ମଧ୍ୟ ଗ୍ରହଣୀୟ ବୋଲି ନର୍ଲା ନିର୍ବାଚନ ମଣ୍ଡଳୀ ବିବେଚନା କରିଛନ୍ତି | ଏହି ପରିପ୍ରେକ୍ଷୀରେ ଶତାଧିକ ନୂତନ ଭୋଟରଙ୍କ ସହିତ ଗାଁ ର ଜନତା ମଧ୍ୟ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like