-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ଅବକାରୀ ବିଭାଗ ଦ୍ୱାରା ୭ କ୍ଵିଣ୍ଟାଲ ୨୦ କେଜି ମହୁଲ ଜବତ, ଜଣେ ଗିରଫ l

11-May-2024



କଣ୍ଟାମାଳ,(ଜୟ କୁମାର ମହାରଣା)
ବୌଦ୍ଧ ଅବକାରୀ ମୋବାଇଲ ସ୍କ୍ୱାର୍ଡ ପକ୍ଷରୁ ଚଢାଉ କରାଯାଇ ବ୍ୟାପକ ମହୁଲ ଜବତ କରିଥିବା ବେଳେ ଘଟଣାରେ ସଂପୃକ୍ତ ଥିବା ଜଣେ ବୃଦ୍ଧକୁ ଗିରଫ କରିଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ବୌଦ୍ଧ ଅବକାରୀ ସ୍କ୍ୱାର୍ଡ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଘଣ୍ଟାପଡା ଥାନା ଅନ୍ତର୍ଗତ ଆମ୍ବଗାଁ ପଞ୍ଚାୟତ ଦେଢ଼ନ ମାଲ ଗ୍ରାମ୍ୟା ରାସ୍ତାର ହୁତାଶନ ରଣାଙ୍କ ଘରେ ଚଢ଼ାଉ କରିଥିଲା ।ଉକ୍ତ ଘରୁ ବେଆଇନ ଭାବରେ ଗଚ୍ଛିତ ରଖିଥିବା ବିପୁଳ ପରିମାଣର ମହୁଲକୁ ଅବକାରୀ କର୍ମଚାରୀ ମାନେ ଜବତ କରିଥିଲେ । ଅବକାରୀ କର୍ମଚାରୀ ମହୁଲ ସହ ବୃଦ୍ଧଙ୍କୁ ଗିରଫ କରି ଅବକାରୀ ବିଭାଗ କାର୍ଯ୍ୟାଳୟକୁ ଆଣି ଥିଲେ । ଗିରଫ ଯୁବକ ଜଣକ ହେଲେ ହୁତାଶନ ରଣା (୭୨) ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି | ଜବତ୍ ମହୁଲକୁ କାର୍ଯ୍ୟଳୟକୁ ଆଣି ଓଜନ କରା ଯାଇଥିବା ବେଳେ ଏହା ୭ କ୍ଵିଣ୍ଟାଲ ୨୦କେଜି ହୋଇଥିବା ବିଭାଗ ପକ୍ଷରୁ ସୁଚନା ଦିଆଯାଇଛି ।ଏ ସଂକ୍ରାନ୍ତରେ ଅବକାରୀ ବିଭାଗ ପକ୍ଷରୁ ୩୬/୨୪ ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ହୁତାଶନକୁ କଣ୍ଟାମାଳ ଜେଏମଏଫସି କୋର୍ଟ ଚାଲାଣ କରାଯାଇଥିବା ବୌଦ୍ଧ ଅବକାରୀ ମୋବାଇଲ ସ୍କ୍ୱାର୍ଡ ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like