-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଅପରାଧ

ଘଣ୍ଟାପଡ଼ା ରେ ଫୁଲବାଣୀ ଲୋକସଭା ସାଂସଦ ଏବଂ ବିଧାୟକ ପ୍ରାର୍ଥୀ ପାଇଁ ଭୋଟ ପ୍ରଚାର କଲେ ରାଜ୍ୟସଭା ସାଂସଦ

13-May-2024



କଣ୍ଟମାଳ(ଜୟ କୁମାର ମହାରଣା ): ଫୁଲବାଣୀ ଲୋକସଭା ସାଂସଦ ନିର୍ବାଚନ ମଣ୍ଡଳୀ ର ସାଂସଦ ପ୍ରାର୍ଥୀ ଡ଼ ଅଚ୍ୟୁତ ସାମନ୍ତ ତଥା କଣ୍ଟlମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ରବିଧାୟକ ପ୍ରାର୍ଥୀ ମହୀଧର ରଣା ଙ୍କୁ ଶଙ୍ଖ ଚି଼ହ୍ନ ରେ ଭୋଟ ଦେବା ପାଇଁ ନିର୍ବାଚନ ପ୍ରଚାର କଲେ ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁଲାଇ ମାସରୁ ମାସିକ ବିଦ୍ୟୁତ ଦେୟ ଛାଡ଼ ପାଇଁ ଘୋଷଣା କରିଥିବାରୁ ଗ୍ରାମାଞ୍ଚଳ ର ପ୍ରାୟ ସମସ୍ତ ପରିବାର ବିଦ୍ୟୁତ ବିଲ ପୈଠ କରିବାରୁ ସୁରକ୍ଷିତ ରହିବେ, ଅନୁସୂଚିତ ଜନଜାତି ମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଗଠନ, ଭୁବନେଶ୍ୱର ରେ ଆଦିବାସୀ ଭବନ ନିର୍ମାଣ ପାଇଁ

ଶହେ କୋଟି ଟଙ୍କା ପ୍ରଦାନ,ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀ ମାନଙ୍କୁ ଷ୍ଟାଇପେଣ୍ଡ ବୃଦ୍ଧି,ଆଦିବାସୀ ମାନଙ୍କ ଉପରୁ ମୁଖ୍ୟମନ୍ତ୍ରୀ ପଚାଶ ହଜାର ଜଙ୍ଗଲ ବିଭାଗ, ଅବକାରୀ ବିଭାଗ, ପୋଲିସ ବିଭାଗ ମକଦ୍ଦମା ପ୍ରତ୍ୟହାର ଘୋଷଣା ଭାରତ ରେ ପ୍ରଥମ ଘଟଣା,ଜଙ୍ଗଲଜାତ ଦ୍ରବ୍ୟ ବିକ୍ରୟ ପାଇଁ ଏମଏସପି ପ୍ରଦାନ, ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଙ୍କ ପାଇଁ ବୋନସ,ଖାଦ୍ୟ ସୁରକ୍ଷା ଯୋଜନାରେ ଆହାର କେନ୍ଦ୍ର ବ୍ୟବସ୍ଥା,ସାମାଜିକ ନିରାପତ୍ତା ପାଇଁ ଭତ୍ତା ବୃଦ୍ଧି,ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ସକାଶେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବର୍ଷକୁ ମହିଳାଙ୍କ ପାଇଁ ଦଶ ଲକ୍ଷ ଏବଂ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କା ସହାୟତା, ମିଶନଶକ୍ତି ଜରିଆରେ ମହିଳା ସ୍ୱୟଂ ସହାୟକ ଦଳ ପାଇଁ ବିନା ସୁଧରେ ୧୫ ଲକ୍ଷ ଟଙ୍କା ଋଣ, କାଳିଆ ଯୋଜନା, ବଳିଆ ଯୋଜନାରେ କୃଷକ ଏବଂ ବୁଣାକାର ମାନଙ୍କୁ ପ୍ରୋତ୍ସାହନ ରାଶି ସହ ବିନା ସୁଧରେ ଋଣ,ନିର୍ମାଣ ଶ୍ରମିକ ସୁରକ୍ଷା ପାଇଁ ଜନ୍ମ ରୁ ମୃତ୍ୟୁ ପର୍ଯ୍ୟନ୍ତ ଆର୍ଥିକ ସହାୟତା, ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ସହାୟତା,5 ଟି ସ୍କୁଲ କଲେଜ ରେ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା,  ସବୁ ଗାଁ କୁ ବିଜୁଳି, ପାଣି, ପକ୍କା ରାସ୍ତା ସୁବିଧା, ଜନ୍ମ ରୁ ମୃତ୍ୟୁ ପର୍ଯ୍ୟନ୍ତ ଜନ ହିତକାରୀ ଯୋଜନା,  ବିଷୟରେ ରାଜ୍ୟସଭା ସାଂସଦ ଶ୍ରୀ ବିଶି

ଆଲୋକପାତ କରିଥିଲେ l ଓଡିଶା ର ଚାଳିଶ ପ୍ରତିଶତ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ତଥା ଦେଢ଼ କୋଟି ରୁ ଉର୍ଦ୍ଧ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତିଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ଠା ର ସହିତ କାର୍ଯ୍ୟ କରୁଛନ୍ତି ତେଣୁ ଷଷ୍ଠ ଥର ପାଇଁ  ନବୀନ ପଟ୍ଟନାୟକ ଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ   ଭୋଟର ଭାଇ ଭଉଣୀ ନବୀନ ପଟ୍ଟନାୟକ ଙ୍କୁ ଭୋଟ ଆଶୀର୍ବାଦ ଦେବା ପାଇଁ ଆବେଦନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like