-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

୧୩ପଞ୍ଚାୟତରେ ବିଜେଡ଼ିର ଜୋରଦାର ପ୍ରଚାର 

14-May-2024



ବିନିକା(ହିମାଂଶୁ ଶେଖର ପୁଟେଲ): ବଲାଙ୍ଗୀର ଲୋକସଭା ଅନ୍ତର୍ଗତ ବୀରମହାରାଜପୁର ବିଧାନସଭା ମଣ୍ଡଳୀ ଅଧିନସ୍ତ ବିନିକା ବ୍ଲକର ୧୩ଗୋଟି ପଞ୍ଚାୟତରେ ଆଜି ବିଜୁ ଜନତା ଦଳ ତରଫରୁ ଜୋରଦାର ପ୍ରଚାର କରାଯାଇଛି ।ବୀରମହାରାଜପୁର ବିଧାନସଭା ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ଓ ବଲାଙ୍ଗୀର ଲୋକସଭା ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଶତାଧିକ କର୍ମୀଙ୍କ ସହ ସାମିଲ ହୋଇ ବ୍ଲକର ମହାଦେବ ପାଲି, ସେଲେଡି, ବାଉସୁଣି, କୈନ୍ତରା, ସଂକରା, ଚରଦା,ମେଘେଳା, ସିଲାଟି, ଭଣ୍ଡାର, ଶିଂହିଯୁବା, ବାବୁପାଲି, ବାଙ୍କୀଘିରିଡି, ସିନ୍ଦୂରପୁର ପ୍ରମୁଖ ପଞ୍ଚାୟତରେ ନିର୍ବାଚନ ପ୍ରଚାର କରିଥିଲେ।ନିର୍ବାଚନ ପ୍ରଚାର ବେଳେ ଉଭୟ ନେତା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରଙ୍କ ତରଫରୁ କାର୍ଯ୍ୟକାରୀ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ଲୋକଙ୍କୁ ଅବଗତ କରି ଏଥର ଡବଲ ଶଙ୍ଖରେ ଭୋଟ ଦେବାକୁ ନିବେଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like