-+91-9937148622 |

prerana_bgr@rediffmail.com |

  Monday 10th February 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ   (09-Feb-2025)       ||      ଖଲିଆପାଲି ରେ  ଦ୍ଵିଦିବସୀୟ ଗୀତାଯଜ୍ଞ  ସମ୍ପନ୍ନ   (09-Feb-2025)       ||      ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ    (09-Feb-2025)       ||      ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ    (09-Feb-2025)       ||      ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍    (09-Feb-2025)       ||      ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ   (09-Feb-2025)       ||      ଫରେଷ୍ଟ ପାର୍କ ଠାରେ ଯୋଗ ପ୍ରଶିକ୍ଷଣ ଶିବିର   (09-Feb-2025)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ   (09-Feb-2025)       ||      ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (09-Feb-2025)       ||      ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ   (09-Feb-2025)       ||      ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ   (09-Feb-2025)       ||      ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା   (09-Feb-2025)       ||      *ଭାରତ ଇ‍ଂଲଣ୍ଡ କ୍ରିକେଟ ମ୍ୟାଚରେ ଗ୍ରାଉଣ୍ଡ୍ସ ମେନ୍ ଭାବରେ ସୋନପୁର ର ଲୁଲୁ ପାତ୍ର ନିୟୋଜିତ*-   (09-Feb-2025)       ||      ଖଣ୍ଡୋକଟା ୩୨ ତମ ବିରାଟ ଧନୁଯାତ୍ରା ଅନୁଷ୍ଠିତ    (09-Feb-2025)       ||      ରାମପୁରରେ ବରିଷ୍ଠ ଦେୱାନୀ ଜଜ୍ କୋର୍ଟ ଉଦଘାଟିତ   (08-Feb-2025)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବ ଅନୁଷ୍ଠିତ   (08-Feb-2025)       ||      ଟାଙ୍ଗୀ ମହାବିଦ୍ୟାଳୟରେ ସ୍ବାମୀ ବିବେକାନନ୍ଦ ଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ   (08-Feb-2025)       ||      ସେବା ପାଇଁ ସମ୍ମାନିତ ଜନ କଲ୍ୟାଣ ସେବା ଟ୍ରଷ୍ଟ   (08-Feb-2025)       ||      ଗୋଚର ଜମିରେ ବାଲିର ପାହାଡ଼: ପ୍ରଶାସନ ତଦନ୍ତ କରିବାକୁ ସାଧାରଣରେ ଦାବି   (08-Feb-2025)       ||      ଧରୁଛନ୍ତି କାଠ ଗାଡ଼ି,ଧରୁନାହାନ୍ତି କାଠ ମାଫିଆ   (08-Feb-2025)       ||     

HOME   ଜିଲ୍ଲା

ଜିଲ୍ଲା ରେ ଦିବ୍ୟାଙ୍ଗ ଏବଂ ବୟୋବୃଦ୍ଧ ମାନଙ୍କ ପାଇଁ ପୋଷ୍ଟାଲ୍ ବେଲଟ ମାଧ୍ୟମରେ ମତଦାନ ଗ୍ରହଣ l

14-May-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ଦେଶରେ ଏଥର ପ୍ରଥମ ଥର ପାଇଁ ସାଧାରଣ ନିର୍ବାଚନ ରେ ନିର୍ବାଚନ କମିଶନ ଦିବ୍ୟାଙ୍ଗ ଏବଂ ବୟୋବୃଦ୍ଧ ମାନଙ୍କ ପାଇଁ ପୋଷ୍ଟାଲ୍ ବେଲଟ ମାଧ୍ୟମରେ ମତଦାନ ସୁବିଧା ର ଆରମ୍ଭ କରିଛନ୍ତି I ଆଜି ଏହି କ୍ରମରେ ଜିଲ୍ଲାରେ ୪୦ ପ୍ରତିଶତ ରୁ ଅଧିକ ଅକ୍ଷମତା ଥିବା ଦିବ୍ୟାଙ୍ଗ ଏବଂ ୮୫  ବର୍ଷ ରୁ ଅଧିକ ବୟୋବୃଦ୍ଧ ମାନଙ୍କ ପାଇଁ ପୋଷ୍ଟାଲ୍ ବେଲଟ ମାଧ୍ୟମରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି I ଏହି ବର୍ଗର ଯେଉଁମାନେ ମତଦାନ କରିବା ପାଇଁ ଆଗ୍ରହୀ ଅଥଚ ଶାରୀରିକ ଅକ୍ଷମତା ପାଇଁ ଭୋଟ ଗ୍ରହଣ କେନ୍ଦ୍ର କୁ ଯାଇ ପାରିବେ ନାହିଁ, ସେମାନେ ପୂର୍ବରୁ ୧୨- ଡି ଫର୍ମ ରେ ଏଥିପାଇଁ ଆବେଦନ କରିଥିଲେ l ଆଜି ଅତିରିକ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ରାଜେନ୍ଦ୍ର ମାଝୀ ଙ୍କ ତତ୍ୱାବଧାନରେ ସୋନପୁର ନିର୍ବାଚନ ମଣ୍ଡଳୀ ପାଇଁ ୫ଟି ଟିମ୍ ଏବଂ ବୀରମହାରାଜପୁର ସଂରକ୍ଷିତ ନିର୍ବାଚନ ମଣ୍ଡଳୀ ପାଇଁ ୪ ଟି ଟିମ୍ ନିର୍ଦ୍ଧିଷ୍ଟ ଗାଁ ଗାଁ ବୁଲି ମତଦାନ ଗ୍ରହଣ କରୁଛନ୍ତି l ପ୍ରତି ଟିମ୍ ରେ ଦୁଇଜଣ ପୋଲିଂ ଅଫିସର, ଜଣେ ମାଇକ୍ରୋ ଅବଜାରଭର , ଜଣେ ଭିଡିଓ ଗ୍ରାଫର ,ଦୁଇ ଜଣ ସିକୁରୀଟି ଗାର୍ଡ ରହି ଶାନ୍ତି ଶୃଙ୍ଖଳାର ସହିତ ପୋଷ୍ଟାଲ ମତଦାନ ଗ୍ରହଣ କରୁଛନ୍ତି I ଏହି ପ୍ରକ୍ରିୟା ରେ ସମସ୍ତ ପ୍ରକାର ପାରଦର୍ଶିତା ଅନୁପାଳନ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ  ସୂଚନା ଦେଇଛନ୍ତି l ଜିଲ୍ଲାର ଉଭୟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏହି ବର୍ଗରେ ସମୁଦାୟ ୭୪ ଜଣ ମତଦାତା ରହିଛନ୍ତି l ୬୪-  ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨ ଜଣ ଵୟୋବୃଦ୍ଧ ଓ ୧୦ ଜଣ ଦିବ୍ୟାଙ୍ଗ ମତଦାତା ୧୨ ଡି ଫର୍ମ ରେ ଆବେଦନ କରିଛନ୍ତି l ସେହିପରି ୬୫ ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩୮ ଜଣ ଵୟୋବୃଦ୍ଧ ମତଦାତା ଓ ୧୪ ଜଣ ଦିବ୍ୟାଙ୍ଗ ମତଦାତା ଫର୍ମ ୧୨ ଡି ରେ ଆବେଦନ କରିଥିବା ସୂଚନା ରହିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ   09-Feb-2025
  ଜିଲ୍ଲା  
ଖଲିଆପାଲି ରେ  ଦ୍ଵିଦିବସୀୟ ଗୀତାଯଜ୍ଞ  ସମ୍ପନ୍ନ   09-Feb-2025
  ଜିଲ୍ଲା  
ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ   09-Feb-2025
  ଜିଲ୍ଲା  
ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ   09-Feb-2025
  ଜିଲ୍ଲା  
ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍   09-Feb-2025
  ଜିଲ୍ଲା  
ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ   09-Feb-2025
  ଜିଲ୍ଲା  
ଫରେଷ୍ଟ ପାର୍କ ଠାରେ ଯୋଗ ପ୍ରଶିକ୍ଷଣ ଶିବିର   09-Feb-2025
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ   09-Feb-2025
  ଜିଲ୍ଲା  
ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   09-Feb-2025
  ଜିଲ୍ଲା  
ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ   09-Feb-2025
  ଜିଲ୍ଲା  
ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ   09-Feb-2025
  ଜିଲ୍ଲା  
ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା   09-Feb-2025

You Might Also Like