-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||      କୂଅ ରେ ପଡି ତିନି ବର୍ଷ ଶିଶୁ ପୁତ୍ର ଗୁରୁତର   (06-Dec-2024)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଲୋଇସିଂହା ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଶୋକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Dec-2024)       ||      ଏନ ଡି ୟୁ ଜେ ର ସାଧାରଣ ବୈଠକ ଓ ନୂତନ କର୍ମକର୍ତା ଚୟନ    (06-Dec-2024)       ||      ସାହିତ୍ୟ ଏକାଡେମୀର ବାଙ୍ଗାଲୁରୁ କୋଠାକୁ ତିନି ତାରକା ମାନ୍ୟତା   (05-Dec-2024)       ||      ଲରାସରା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଯାପିତ        (05-Dec-2024)       ||     

HOME   ଜିଲ୍ଲା

ସିବି ଏସ ଇ ଦଶମ ଶ୍ରେଣୀ ପରୀକ୍ଷାରେ କାବ୍ୟଞ୍ଜଳି ତରଭା ବ୍ଲକ ଟପର

16-May-2024



ତରଭା(କପିଳାସ ସେଠ): ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଦଶମ ଶ୍ରେଣୀରେ ଆଦର୍ଶ ବିଦ୍ୟାଳୟର ଛାତ୍ରୀ କାବ୍ୟାଞ୍ଜଳି ମହାପାତ୍ର ୯୬ ପ୍ରତିଶତ ମାର୍କ ଆଣି ତରଭା ବ୍ଲକ ଟପ୍ପର ହୋଇଛନ୍ତି।ଏହି ସଫଳତାରେ ବିଦ୍ୟାଳୟ ର ଶିକ୍ଷକ, ଶିକ୍ଷୟତ୍ରୀ,ପିତାମାତାଓ ପରିବାର ଲୋକଙ୍କୁ ଶ୍ରେୟ ଦେଇଛନ୍ତି I ଆଗାମୀ ଦିନରେ ଜଣେ ଡାକ୍ତର ହୋଉ ଗ୍ରାମାଞ୍ଚଳରେ ସେବା କରିବାର ଲକ୍ଷ ରଖି ଥିବାର ପ୍ରକାଶ କରିଛନ୍ତି I ତରଭା ବ୍ଲକ କମସରା ପଞ୍ଚାୟତର ଜାମକାନୀ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ଶିକ୍ଷାଦାନ କରି ସିବିଏସ ଇ ଦଶମ ଶ୍ରେଣୀ ମୋଟ ୫୦୦ ମାର୍କ ପରୀକ୍ଷାରେ ଇଂରାଜୀରେ ୯୪, ଓଡ଼ିଆ ୯୮, ଗଣିତରେ ୯୮, ବିଜ୍ଞାନରେ ୯୪, ଏବଂ ସାମାଜିକ ବିଜ୍ଞାନରେ ୯୬ ଶତକଡା ମାର୍କ ରଖି ତରଭା ବ୍ଲକ ଟପର ହୋଇ ଛନ୍ତି I କାବ୍ୟଞ୍ଜଳିଙ୍କ ସଫଳତା ପରେ ମହାପାତ୍ର ପରିବାର ସମେତ ଶିକ୍ଷକ ଶିକ୍ଷୟିତ୍ରୀ ଓ ସବୁ ସ୍ତରରେ ଆନନ୍ଦର ଲହରୀ ଖେଳି ଯାଇଛି I 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024
  ଜିଲ୍ଲା  
ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   06-Dec-2024
  ଜିଲ୍ଲା  
ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା   06-Dec-2024
  ରାଜ୍ୟ  
ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   06-Dec-2024
  ଜିଲ୍ଲା  
ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    06-Dec-2024
  ରାଜ୍ୟ  
ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   06-Dec-2024

You Might Also Like