-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ସୁବ୍ୟବସ୍ଥିତ ରବି ଧାନ କ୍ରୟ ସହିତ ନିୟନ୍ତ୍ରଣ କକ୍ଷ ଦ୍ୱାରା ତୁରନ୍ତ ଅସୁବିଧା ର ସମାଧାନ କରାଯିବ - ଜିଲ୍ଲାପାଳ ଅନ୍ୟା ଦାସ

24-May-2024



ସୁବର୍ଣପୁର (ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲାରେ ଚାଷୀ ମାନଙ୍କ ରବି ଧାନ ସୁବିଧାରେ  ଏବଂ ବ୍ୟବସ୍ଥିତ ହିସାବରେ ଯୋଗାଣ ବିଭାଗ କ୍ରୟ କରିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶ ଗତ ୨୨ ତାରିଖରେ ବିନିକା ବଜାର ପ୍ରାଙ୍ଗଣରେ ଜିଲ୍ଲାର ଧାନ କ୍ରୟ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି l ଏହା ସହିତ ପ୍ରଶାସନ ତରଫରୁ ଏକ ପ୍ରେସ ବିଜ୍ଞ୍ୟପ୍ତି  ମାଧ୍ୟମରେ ସୂଚୀତ କରାଯାଇଛି ଯେ ଜିଲ୍ଲାରେ ଧାନ ବିକ୍ରୟ ସମୟରେ ଚାଷି ମାନଙ୍କ କୌଣସି ଅସୁବିଧା ଅଭିଯୋଗର ତୁରନ୍ତ ସମାଧାନ ପାଇଁ ଜିଲ୍ଲା ଯୋଗାଣ ବିଭାଗରେ ଏକ ନିୟନ୍ତ୍ରଣ କକ୍ଷ ଖୋଲା ଯାଇଛି l ଏହାର ଦାୟିତ୍ୱରେ ବିଭିନ୍ନ ଅଧିକାରୀ ମାନଙ୍କୁ ନିୟୋଜିତ କରାଯାଇଛି l ସେମାନେ ଚାଷି ମାନଙ୍କର  ଧାନ ବିକ୍ରି ସମ୍ବନ୍ଧୀୟ ସମସ୍ୟା ବୁଝିବା ସହିତ ଜିଲ୍ଲାରେ ଦୈନିକ ଧାନକ୍ରୟ ର ହିସାବ ରଖିବେ ଏବଂ ମିଲର ମାନଙ୍କ ଦ୍ୱାରା ସମୟୋଚିତ ଧାନ ଉଠାଣ ଉପରେ ଗୁରୁତ୍ୱ ଦେବେ l ଏହି ଜିଲ୍ଲାସ୍ତରୀୟ ନିୟନ୍ତ୍ରଣ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀ ମାନଙ୍କ ମୋବାଇଲ ନମ୍ବରରେ କୌଣସି ଚାଷି ସେମାନଙ୍କ ଧାନ ବିକ୍ରୟ ସମ୍ବନ୍ଧୀୟ ସମସ୍ୟା ଏବଂ ଅଭିଯୋଗ ଜଣାଇପାରିବେ l ସେମାନେ ହେଲେ ଅତିରିକ୍ତ ଯୋଗାଣ ଅଧିକାରୀ ଯୋଗେଶ୍ୱର ସାଇ - ୭୬୦୮୯୫୮୨୮୨, ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଭାତ କୁମାର ଦାଶ- ୯୬୬୮୫୭୪୩୩୪  l ଏହାସହିତ ସୋନପୁର ଓ ତରଭା ବ୍ଲକ ପାଇଁ ଡାଟା ଏଣ୍ଟ୍ରି ଅପରେଟର ଆଶିଷ କୁମାର ମେହେର- ୮୬୫୮୮୮୯୯୧୨, ବିରାମହରାଜପୁର ଓ ଉଲୁଣ୍ଡା ବ୍ଲକ ପାଇଁ ଡାଟା ଏଣ୍ଟ୍ରି ଅପରେଟର ଶିବାଶଙ୍କର ଦାଶ ୭୭୫୧୮୬୮୮୧୧ଏବଂ ବିନିକା ଓ ଡୁଙ୍ଗୁରିପାଲି ବ୍ଲକ ପାଇଁ ଡାଟା ଏଣ୍ଟ୍ରି ଅପରେଟର ରଞ୍ଜନ ଦୀପ-୯୮୫୩୨୨୧୭୫୯  ଙ୍କ  ମୋବାଇଲ ନମ୍ବର ସହିତ ଯୋଗାଯୋଗ କରି  ଅଭିଯୋଗ ଦାଖଲ କରିପାରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like