-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ରାଜନୀତି

ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ତାଳସଜ

24-May-2024



କଣ୍ଟାବାଞ୍ଜି,(ମୋହନ ସୁନା):  ଗ୍ରୀଷ୍ମ ପ୍ରବାହ ଜାରି ରହିଥ‌ିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି । ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ କଣ୍ଟାବାଞ୍ଜି ଅଞ୍ଚଳରେ ଏବର୍ଷ ତାଳସଜ ବେପାର ଜମୁଥିବା ଦେଖୁବାକୁ ମିଳୁଛି। ତାଳସଜରେ ଜଳୀୟ ଅଂଶ ଥିବାରୁ ଖରାଦିନେ ଏହା ଶରୀର ପାଇଁ ବେଶ ଉପକାରୀ। କଷି ତାଳରେ ସାଧାରଣତଃ ପାଣି ଥିବା ବେଳେ ଏହା ପାଟିକୁ ବେଶ ସୁଆଦିଆ ଲାଗିଥାଏ ଏବଂ ଏହା ଶରୀରକୁ ଥଣ୍ଡା ରଖିବାରେ ସାହାଯ୍ୟ କରିଥାଏ I ଏହି ଫଳରେ ଭିଟାମିନ ବି, ଆଇରନ, ପୋଟାସିୟମ, ଫସଫରସ, କ୍ୟାଲସିୟମ ରହିଥ‌ିବାରୁ ଶରୀର ପାଇଁ ଲାଭଦାୟକ ହୋଇଥାଏ। ଏଥି ସହିତ ଶରୀରର ତାପମାତ୍ରାକୁ ନିୟନ୍ତ୍ରଣ ରଖୁବା, ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ଓ ସୁଗରକୁ ନିୟନ୍ତ୍ରଣ କରିବାରେ ତାଳସଜ ସହାୟକ ହୋଇଥାଏ। ବିଭିନ୍ନ ଛକ, ରାସ୍ତା କଡ଼, ଜନଗହଳି ପୂର୍ଣ୍ଣ ଛକରେ ଗାଁ ଗହଳିର ଲୋକେ ତାଳସଜ ବିକ୍ରି କରୁଥିବା ଦେଖୁବାକୁ କୁ ମିଳିଛି। ଗ୍ରାହକମାନେ ମଧ୍ୟ ତାଳସଜକୁ କିଣି ବେଶ ଆନନ୍ଦ ସହକାରେ ଖାଉଛନ୍ତି। କଅଁଳ ସୁଆଦିଆ ତାଳସାଜ ଖାଇବାକୁ ସବୁ ବର୍ଗର ଲୋକଙ୍କ ଭିଡ଼ ଜମୁଛି। ଅତି ସୁନ୍ଦର ଭାବେ ବେପାରୀ ମାନେ ତାଳକୁ କାଟି ସେଥ୍ରୁ ସଜ ବାହାର କରି ଗ୍ରାହକଙ୍କୁ ବିକ୍ରି କରୁଛନ୍ତି। ପାଖାପାଖୁ ଏକ ମାସ ଧରି ବିକ୍ରି ହେଉଥିବା ଉକ୍ତ ତାଳସଜକୁ ଗଛରୁ ତୋଳି ଆଣି ବିକ୍ରି କରି ରୋଜଗାର କ୍ଷମ ହେଉଛନ୍ତି ଅଞ୍ଚଳ ର ଯୁବକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like