-+91-9937148622 |

prerana_bgr@rediffmail.com |

  Wednesday 12th November 2025 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   (11-Nov-2025)       ||      କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    (11-Nov-2025)       ||      ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ    (11-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   (11-Nov-2025)       ||      ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   (11-Nov-2025)       ||      *ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   (11-Nov-2025)       ||      ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   (11-Nov-2025)       ||      ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   (11-Nov-2025)       ||      ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   (11-Nov-2025)       ||      ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   (11-Nov-2025)       ||      ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   (11-Nov-2025)       ||      ନୂଆପଡ଼ାରେ ଜୋରସୋର ମତଦାନ   (11-Nov-2025)       ||      ପ୍ରିଯାଇଡିଂ ଅଫିସର ନିଲମ୍ବିତ,   (11-Nov-2025)       ||      ୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ    (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘରୁ ବାଳକୃଷ୍ଣ ଶବରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର   (11-Nov-2025)       ||      ଡାବୁଗାଁ ବ୍ଲକ ରେ ୬ଜଣ ଆଇଏଏସ ପ୍ରଶିକ୍ଷାର୍ଥୀ   (11-Nov-2025)       ||     

HOME   ଅପରାଧ

୩ କେଜି ଗଞ୍ଜେଇ ସହ ବାଇକ୍ ଜବତ, ୨ ଗିରଫ

26-May-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଗଞ୍ଜେଇ ଓ ବାଇକ୍ ଜବତ କରିବା ସହ ୨ ଜଣକୁ ଗିରଫ କରିଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କଣ୍ଟାମାଳ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍ କଣ୍ଟାମାଳ ଥାନା ଅନ୍ତର୍ଗତ ଶିମିଳି ଜୋରା ଛକ ନିକଟରେ ଜଗି ବସିଥିଲେ | ଏହି ସମୟରେ ଏକ ହିରୋ ହୋଣ୍ଡା ସିଡି ଡନ ବାଇକ୍ (ଓଆର-୩୧ - ୨୪୫୨)ରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଉକ୍ତ ବାଇକକୁ ଅଟକାଇ ଥିଲେ | ତଦନ୍ତ ପରେ ଗାଡିରୁ ଗଞ୍ଜେଇ ଜବତ କରିଥିବା ବେଳେ ୨ଜଣକୁ ଗିରଫ କରିଥିବା ଜଣାପଡିଛି ।ଜବତ ଗଞ୍ଜେଇର ପରିମାଣ ୩ କେଜି ହୋଇଥିବା ବେଳେ ଗିରଫ ଅଭିଯୁକ୍ତ ଦୁଇ ଜଣ ହେଲେ ସୋନପୁର ଜିଲ୍ଲା ତରଭା ଥାନା ପାଣୀମୁରା ଗ୍ରାମର ଆଶିଷ କୁମ୍ଭାର (୨୦) ଓ ଇନ୍ଦ୍ରଜିତ ସେଠୀ(୨୭) ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ଚଢ଼ାଉରେ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକ, ସୁକେଶିନି କୁଜ୍ଜୁର, ସଞ୍ଜୟ ସେଠୀ ,ଶ୍ରୀକାନ୍ତ ବେହେରା ଓ ଆନନ୍ଦ ମେହେର ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ | ଏ ସଂକ୍ରାନ୍ତରେ କଣ୍ଟାମାଳ ଅବକାରୀ କାର୍ଯ୍ୟାଳୟରେ ୨୦/୨୪-୨୫ ରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ଘଟଣାରେ ସଂପୃକ୍ତ ଦୁଇ ମାଫିଆଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସହ ଅଧିକ ତଦନ୍ତ ଜାରି ରହିଥିବା କଣ୍ଟାମାଳ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   11-Nov-2025
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    11-Nov-2025
  ଜିଲ୍ଲା  
ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ   11-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   11-Nov-2025
  ଜିଲ୍ଲା  
ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   11-Nov-2025
  ଜିଲ୍ଲା  
*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   11-Nov-2025
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   11-Nov-2025
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   11-Nov-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   11-Nov-2025
  ଜିଲ୍ଲା  
ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   11-Nov-2025
  ଜିଲ୍ଲା  
ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   11-Nov-2025
  ଜିଲ୍ଲା  
ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   11-Nov-2025

You Might Also Like