-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶାରେ ସର୍ବାଧିକ ୯୦% ଓ ସର୍ବଶ୍ରେଷ୍ଠ ପ୍ରଦର୍ଶନ କଲା ଯୁବୋଦୟ

26-May-2024



ବଲାଙ୍ଗିର(ପ୍ରେରଣା ଖବର) ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ପଶ୍ଚିମ ଓଡିଶାରେ ପୁଣି ବାଜିମାରିଲା ବଲାଙ୍ଗିର ସ୍ଥିତ ଯୁବୋଦୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ । ସମଗ୍ର ଓଡିଶାରେ ଶତ ପ୍ରତିଶତ ପାସ ହାର ରଖିଥିବା ମାତ୍ର କିଛି ଶିକ୍ଷାନୁଷ୍ଠାନ ମଧ୍ୟରେ ଯୁବୋଦୟ ସ୍ଥାନ ପାଇଛି । ଏହି ଶିକ୍ଷାନୁଷ୍ଠାନର ୧୩ ଜଣ ଛାତ୍ରଛାତ୍ରୀ ୯୦%ରୁ ଅଧିକ ମାର୍କ ରଖିପାରିଛନ୍ତି ଯାହାକି ସମଗ୍ର ପଶ୍ଚିମ ଓଡିଶାରେ ସର୍ବାଧିକ। ଯୁବୋଦୟରୁ ୪୮୫ ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୪୭୩ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ମାତ୍ର ୧୩ ଜଣ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ଶିକ୍ଷାନୁଷ୍ଠାନରୁ ସର୍ବାଧିକ ପାଞ୍ଚଜଣ ଛାତ୍ରଛାତ୍ରୀ ରାଜ୍ୟସ୍ତରରେ ପ୍ରଥମ ଦଶ ର‌୍ୟାଙ୍କ୍ ମଧ୍ୟରେ ରହିପାରିଛନ୍ତି । ସେମାନେ ହେଲେ ପ୍ରଜ୍ଞା ପରିମିତା ପଧାନ (୫୬୦), ରଚିତ କୁମାର ପଧାନ (୫୬୦), ଆୟୁଷ ମେହେର (୫୫୭), ପ୍ରଜ୍ଞା ପଣ୍ଡା (୫୫୭) ଓ ସ୍ୱପ୍ନିଲ କୁମାର ସାହୁ (୫୫୭) । ଅନ୍ୟମାନଙ୍କ ମଧ୍ୟରେ ସୋନୁ ସାହୁ (୫୫୦), ଶୁଭମ ଅଂଶୁମାନ ପୁଟେଲ (୫୪୪), ଭାରତୀ ରଥ (୫୪୨), ନିକିତା ସ୍ୱାଇଁ (୫୪୦), ଭୂୟସୀ ସାହୁ (୫୪୦), ରୁଚିସ୍ମିତା ପଧାନ (୫୪୦), ଶ୍ରୀତମ କୁମାର ପଣ୍ଡା (୫୪୦) ଓ ଆୟୁଷ୍ମାନ ଭୋଇ (୫୪୦) ୯୦%ରୁ ଅଧିକ ମାର୍କ ରଖିଥିବାର କୃତିତ୍ୱ ହାସଲ କରିଛନ୍ତି । ୮୦ ଜଣ ଛାତ୍ରଛାତ୍ରୀ ୫୦୦ରୁ ଅଧିକ ମାର୍କ ରଖିବାର ଗୌରବ ଲାଭ କରିଛନ୍ତି । ଆୟୁଷ୍ମାନ ଭୋଇ, ପ୍ରଜ୍ଞା ପରିମିତା ପଧାନ, ମଞ୍ଜିତ ପଧାନ, ଆୟୁଷ ମେହେର, ଓମ୍ ପ୍ରକାଶ ସାହା, ଭୂୟସୀ ସାହୁ ଓ ପ୍ରଜ୍ଞା ପଣ୍ଡା, ସୁନୀଲ କୁମାର ସାହୁ ପଦାର୍ଥ ବିଜ୍ଞାନରେ ୧୦୦ ପ୍ରତିଶତ ମାର୍କ ରଖିଥିବା ବେଳେ ମଞ୍ଜିତ ପଧାନ, ପ୍ରଜ୍ଞା ପରିମିତା ପଧାନ ଓ ଆୟୁଷ୍ମାନ ଭୋଇ ରସାୟନ ବିଜ୍ଞାନରେ ଏବଂ  ସ୍ୱପ୍ନିଲ କୁମାର ସାହୁ ଗଣିତରେ ମଧ୍ୟ ୧୦୦ ପ୍ରତିଶତ ମାର୍କ ରଖିଛନ୍ତି । ପ୍ରଜ୍ଞା ପରିମିତା ପଧାନ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ପ୍ରାଣୀ ବିଜ୍ଞାନ ଓ ଉଭିଦ ବିଜ୍ଞାନରେ ୧୦୦ ପ୍ରତିଶତ ମାର୍କ ରଖି ଏକ ବିରଳ କୃତିତ୍ୱ ହାସଲ କରିଛନ୍ତି ।
    ପ୍ରକାଶ ଥାଉକି ଏହି ଶିକ୍ଷାନୁଷ୍ଠାନର ୪୨ ଜଣ ଛାତ୍ରଛାତ୍ରୀ ଜେଇଇ ମେନ୍ ପରୀକ୍ଷାରେ ୯୦ ପରସେଟାଇଲରୁ ଅଧିକ ମାର୍କ ରଖି ଆଇ ଆଇ ଟି ତଥା ଏନ ଆଇ ଆଇ ଟି ଭଳି ସୁନାମଧନ୍ୟ ଶିକ୍ଷାନୁଷ୍ଠାନମାନଙ୍କରେ ବୈଷୟିକ ଶିକ୍ଷାଗ୍ରହଣ କରିବାର ଆଶାକୁ ଉଜ୍ଜୀବିତ ରଖିଛନ୍ତି । ଚଳିତବର୍ଷ ମେଡିକାଲ ପ୍ରବେଶିକା ପରୀକ୍ଷାରେ ମଧ୍ୟ ପ୍ରାୟ ୧୨ ଜଣ ଛାତ୍ରଛାତ୍ରୀ ପ୍ରଥମ ଥରରେ ଏମସ୍ ତଥା ସରକାରୀ ମେଡିକାଲ କଲେଜରେ ଅଧ୍ୟୟନ କରିବାକୁ ଆଶାୟୀ ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like