-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଅବସର ପ୍ରାପ୍ତ ନ୍ୟାୟ ମୂର୍ତ୍ତୀ ଶ୍ରୀ ଚିତ୍ତ ରଞ୍ଜନ ଦାଶ ଙ୍କୁ ସୋନପୁର ଠାରେ ଭବ୍ୟ ସ୍ଵାଗତ

26-May-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣ ମାଟିର ସୁନା ପୁଅ  ଓଡ଼ିଶା ଓ କଲିକତା ର ଅବସର ପ୍ରାପ୍ତ ନ୍ୟାୟ ମୂର୍ତ୍ତୀ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଙ୍କ ଅବସର ପରେ ଆଜି ସନ୍ଧ୍ୟା  ରେ ସୋନପୁର ସହର କୁ ପହଞ୍ଚିଥିଲେ l ପ୍ରଥମେ ସହର ର ନଳିନୀ ଛକ ଠାରେ ଶ୍ରୀ ଦାଶ ଙ୍କୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଭବ୍ୟ ସ୍ଵାଗତ କରାଗଲା l ସେଠାରୁ ସହର ବାସୀ ଙ୍କ ସହିତ ପଦଯାତ୍ରା କରି ଇଷ୍ଠ ଦେବୀ ମା ସୁରେଶ୍ଵରୀ ମନ୍ଦୀର କୁ ପହଞ୍ଚି ଶ୍ରୀ ଦାଶ ମା ଙ୍କୁ ଦର୍ଶନ କରି  ଆଶିର୍ବାଦ ଭିକ୍ଷା କରିଥିଲେ l ପରେ ପରେ ଏକ ସ୍ଵାଗତ ସଭା ରେ ଶ୍ରୀ ଦାଶ  ତାଙ୍କ ଚାକିରୀ କାର୍ଯ୍ୟକାଳ ମଧ୍ୟରେ  ସୁରେଶ୍ଵରି ମାଆ ଙ୍କ ପୀଠ ସମେତ  ସୁବର୍ଣ୍ଣପୁର ଜିଲ୍ଲା ର ଦ୍ରୁତ ବିକାଶ ଲାଗି ଶାସକ ପ୍ରଶାସକ ମାନଙ୍କ ମଧ୍ୟରେ ସବୁବେଳେ ବୁଝାମଣା ଜାରି ରଖି ଆସୁଥିଲେ ବୋଲି  ଆଇନଜିଵୀ ପ୍ରଦୀପ ପୁରୋହିତ ସ୍ଵାଗତ ଭାଷଣ ରେ କହିଥିଲେ l  ମା ସୁରେଶ୍ଵରୀ ଏଭଳି ଏକ ଭଲ ମଣିଷ ସୋନପୁର ର ଗୌରବ ଶ୍ରୀଯୁକ୍ତ ଦାଶ ଙ୍କୁ ଆହୁରି ଭଲ କାମରେ ଆଗକୁ ବଢ଼ିବାରେ  ସବୁବେଳେ ଶକ୍ତି ଓ ଆଶିର୍ବାଦ ପ୍ରଦାନ କରନ୍ତୁ ବୋଲି ମତ ରଖିଥିଲେ l ଏବଂ ଅବସର ପରେ ମା ଙ୍କ ପୀଠ ଓ ଜିଲ୍ଲା ର ବିକାଶ ଦିଗରେ ସମର୍ପିତ ଭାବେ ସେବା କରିବି ବୋଲି ଶ୍ରୀ ଦାଶ ନିଜ ବକ୍ତବ୍ୟ ରେ ପ୍ରକାଶ କରିଥିଲେ l ଏ ମାଟି ର ଗୌରବ ଶ୍ରୀ ଦାଶ ଙ୍କୁ ଆଜି ସ୍ୱଚ୍ଛ ଭାରତ, ବରିଷ୍ଠ ନାଗରିକ ସଂଗଠନ , ଶୁରେଶ୍ୱରି ମନ୍ଦିର ପୂଜକ ସଂଘ, ମାଆ ଙ୍କ ଯଜ୍ଞ କମିଟି ଓ ଦେବୋତ୍ତର କମିଟି, ଚନ୍ଦ୍ର ଶେଖର ପାଠାଗାର, ସହର ର ଅନେକ ସଙ୍ଗଠନ ପକ୍ଷରୁ ସନ୍ଧ୍ୟା ରେ ନଳିନୀ  ଛକ ଠାରୁ ଭବ୍ୟ ସ୍ଵାଗତ କରି ମା ସୁରେଶ୍ଵରୀ ଙ୍କ ମନ୍ଦିର ଯାଏ ପାଛୋଟି ଆଣିଥିଲେ l ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ବରିଷ୍ଠ ନାଗରିକ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ବୈକୁଣ୍ଠ ଶତପଥୀ, ଇନ୍ଦୁ ମତି ପୁରୋହିତ,  ପ୍ରମୋଦ କୁମାର ସାହୁ,ସମାଜସେଵୀ ସତ୍ୟ ନାରାୟଣ ତ୍ରୀପାଠୀ, ଦିଲ୍ଲିପ ଭୁକ୍ତା, ମନୋଜ ପଣ୍ଡା, ମନୋରଞ୍ଜନ ତ୍ରୀପାଠୀ, ଲଡୁ କିଶୋର ମଲ୍ଲିକ, ପ୍ରଫୁଲ୍ଲ ନାଏକ, ଗୋକୁଳ ଠାକୁର, ପୂଜକ କାଳୀ ପ୍ରାସାଦ ମିଶ୍ର, ଶେଷ ଦେବ ମେହେର, ସଞ୍ଜୟ ସାହୁ ପ୍ରମୁଖ ସହର ର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like